Latest Odisha News

BREAKING NEWS

Browsing Category

ଫିଚର

ରେଳଧାରଣା ହେଉଥିଲେ ପାରି, ଟ୍ରେନ୍ ଧକ୍କାରେ ଚାଲିଗଲା ଜୀବନ

ଅନୁଗୁଳ: ରେଳଧାରଣା ପାରହେଉଥିବା ସମୟରେ ଟ୍ରେନ୍ ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଆଠମଲ୍ଲିକ-ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଜାମ୍ବୁନାଳୀ ଗାଁ ନିକଟରେ ଏହିଭଳି ଅଭାବନୀୟ ଘଟଣା। ମୃତକ ଦୁଇଜଣ ସମ୍ପର୍କରେ ଖୁଡ଼ି ପୁତୁରା ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ପାଇକସାହି ଅଞ୍ଚଳର ୩୫ବର୍ଷୀୟା…

ପାଣି ମୋଟର ଚୋରକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍ ଜଣେ ମୋଟର ଚୋରକୁ ଧରିବାରେ ସଫଳ ହୋଇଛି। ଗତ କିଛି ଦିନ ହେଲା ସୋନପୁର ସହର ସମେତ ଆଖପାଖ ଗାଁରୁ ଲୋକଙ୍କ ଘରୁ ପାଣି ମୋଟର ଚୋରୀ ହୋଇଥିବା ଅଭିଯୋଗ ସୋନପୁର ଥାନାରେ ହୋଇଥିଲା।ଏପରିକି ସହରର ଅତିରିକ୍ତ ତହସିଲଦାର ଘରେ ଅନୁପସ୍ଥିତ ଥିବାବେଳେ ତାଙ୍କ…

ପିହୁ ନିଖୋଜ ଘଟଣା: ତଦନ୍ତ ପ୍ରକ୍ରିୟା ନେଇ ଅସନ୍ତୋଷ ପ୍ରକାଶ କଲେ ମା’

ଯାଜପୁର: ପିହୁ ଶିଶୁ ନିଖୋଜ ଘଟଣା। ୧୪ମାସ ପରେବି ମିଳୁନି ପତ୍ତା। ଏବେବି ପିହୁର ମା’ ଝିଅର ଫେରିବା ବାଟକୁ ଚାହିଁ ବସିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ପିହୁର କୌଣସି ସନ୍ଧାନ ମିଳିନଥିବାବେଳେ ତଦନ୍ତ ପ୍ରକ୍ରିୟା ନେଇ ପିହୁର ମା’ ଅସନ୍ତୋଷ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ମହାଆଳତୀ ମାଧ୍ୟମରେ ସଚେତନତା ସୃଷ୍ଟି

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତେନ୍ତୁଳିଘାଟରେ ଲଙ୍କେଶ୍ୱରୀ କମିଟି ପକ୍ଷରୁ ମହାଆଳତୀ କରାଯାଇଛି। ପବିତ୍ର ମହାଳୟାରୁ ଏହି ମହାଆଳତୀ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ପୂର୍ଣ୍ଣମୀ ଦିନ ଏହା ଶେଷ ହେବ। ମହାନଦୀକୁ ସ୍ୱଚ୍ଛ ରଖିବା ସହିତ କରୋନା ମହାମାରୀକୁ ଦୂର କରିବାକୁ ଏକ ଅଭିନବ…

ମହିଳା ହକି ଇଣ୍ଡିଆ ପ୍ରତିଯୋଗିତା: ୨୧ରୁ ୩୧ସିନିଅର, ୨୦ରୁ ୨୯ ଜୁନିଅର

ଭୁବନେଶ୍ୱର: ଏକାଦଶତମ ହକି ଇଣ୍ଡିଆ ବରିଷ୍ଠ ମହିଳା ଜାତୀୟ ହକି ପ୍ରତିଯୋଗିତା ଉତ୍ତର ପ୍ରଦେଶର ଝାନସୀଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ଚଳିତ ମାସ ୨୧ରୁ ୩୧ତାରିଖ ପର୍ଯ୍ୟନ୍ତ ହେବ। ସେହିପରି କନିଷ୍ଠ ମହିଳା ଜାତୀୟ ହକି ପ୍ରତିଯୋଗିତା ଝାରଖଣ୍ଡର ସିମଡ଼େଗାରେ ଅନୁଷ୍ଠିତ ହେବାକୁ ଯାଉଛି।…

ତୈଳ ଦର ବୃଦ୍ଧି ନେଇ ବଢ଼ିଲା ଲୋକଙ୍କ ଚିନ୍ତା

ମାଲକାନଗିରି: ଉପାନ୍ତ ଅଞ୍ଚଳ ମାଲକାନଗିରିରେ ପୁଣି ବଢ଼ିଲା ତୈଳ ଦର। କାଲିମେଳା ଅଞ୍ଚଳରେ ତେଲ ଦର ସେଞ୍ଚୁରି ମାରିଥିବାବେଳେ ଏବେ ୧୧୩ଟଙ୍କା ବୃଦ୍ଧି ପାଇ ପୁଣି ରେକର୍ଡ଼ ସୃଷ୍ଟି କରିଛି। ହେଲେ ମାଲକାନଗିରି ଭଳି ଏକ ପଛୁଆ ଜିଲ୍ଲାରେ ତୈଳ କମ୍ପାନୀର ବୃଦ୍ଧି ପାଉଥିବା ଦର ସମସ୍ତଙ୍କ ଚକିତ…

କଳାହାଣ୍ଡିରେ ସାମାଜିକ ସେବା କାର୍ଯ୍ୟକ୍ରମ

କଳାହାଣ୍ଡି: କଳାହାଣ୍ଡିରେ ସାମାଜିକ ସେବା କାର୍ଯ୍ୟକ୍ରମ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଗାନ୍ଧୀ ଜୟନ୍ତୀରୁ ନଭେମ୍ବର ୨ ଏକମାସ ଧରି ହେବାକୁ ଥିବା ସାମାଜିକ ସେବା କାର୍ଯ୍ୟକ୍ରମ ଚାଲିଛି। ବିଜୁ ଜନତା ଦଳ ଟାଉନ ଉପସଭାପତି ରାଜୀପ ଲୋଚନ ଶତପଥିଙ୍କ ନେତୃତ୍ୱରେ…

ବେଆଇନଭାବେ ସ୍ଥାନ ସଂରକ୍ଷଣ ନେଇ ସୁବର୍ଣ୍ଣପୁର ଜିଲ୍ଲା ବିଜେପିର ଅଭିଯୋଗ

ସୁବର୍ଣ୍ଣପୁର: ପଞ୍ଚାୟତ ନିର୍ବାଚନ ନେଇ ବଢ଼ୁଛି ଉଷ୍ମତା। ବେଆଇନଭାବେ ସ୍ଥାନ ସଂରକ୍ଷଣ କରାଯାଇଥିବା ନେଇ ଉଠୁଛି ବିବାଦ। ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ଆସିଛି ଏହିଭଳି ଅଭିଯୋଗ। ବିଜେଡ଼ି ଦଳକୁ ସୁହାଇଲା ଭଳି ପଞ୍ଚାୟତ ନିର୍ବାଚନ ପାଇଁ ଅନୂସୂଚିତ ଜାତି, ଅନୂସୂଚିତ ଜନଜାତି, ପଛୁଆ…

ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ, ଚିକିତ୍ସା ନପାଇ ରୋଗୀ ନିରାଶ

କେନ୍ଦୁଝର: ନିଯୁକ୍ତିର ପ୍ରତିଶ୍ରୁତି ଦେଇ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ଆୟୁଷ ଡାକ୍ତରଙ୍କ ଅସହଯୋଗ ଆନ୍ଦୋଳନ। ଏପଟେ ରୋଗୀ ଚିକିତ୍ସା ନପାଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବକ୍ସିବାରିଗାଁ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରତିଦିନ ୫୦ରୁ ଉର୍ଦ୍ଧ୍ବ ରୋଗୀ ଆୟୁଷ…

ରେମତା ଗାଁରୁ ଉଦ୍ଧାର ହେଲା ବଜ୍ରକାପ୍ତା

ବରଗଡ଼: ପୁଣି ଉଦ୍ଧାର ହେଲା ବଜ୍ରକାପ୍ତା। ରେମତା ଗାଁ ମଝିରୁ ଉଦ୍ଧାର ହେଲା ବଜ୍ରକାପ୍ତା। ବରଗଡ଼ ଜିଲ୍ଲା ରେମତାଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଜଣେ ସ୍ଥାନୀୟ ଯୁବକ ପ୍ରଥମେ ଏହାର ଶବ୍ଦ ଶୁଣିଥିଲେ। ଅନ୍ୟ ଯୁବକଙ୍କୁ ଏହି ଶବ୍ଦ ବିଷୟରେ ଜଣାଇବା ସହ ସେମାନଙ୍କ ସହଯୋଗରେ ତାଙ୍କ…