Latest Odisha News

BREAKING NEWS

Browsing Category

ଫିଚର

ପ୍ରଧାନମନ୍ତ୍ରୀଙ୍କ ସହ ଭେଟିବାକୁ ୬୩ବର୍ଷୀୟ ବୃଦ୍ଧଙ୍କ ୭୫୦ କିଲୋମିଟର ପଦଯାତ୍ରା

ଦିଲ୍ଲୀ: ପାଦରେ ଚାଲି ଚାଲି ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ୬୩ବର୍ଷୀୟ ବୃଦ୍ଧ। ମଧ୍ୟପ୍ରଦେଶର ସାଗର ଜିଲ୍ଲାର ଜଣେ ବୃଦ୍ଧ ୭୫୦ କିଲୋମିଟର ପଦଯାତ୍ରା କରି ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ। ଏହି ଯାତ୍ରା ସେ ୨୨ଦିନରେ ଅତିକ୍ରମ କରିଛନ୍ତି। ପିପାରିଆ ଗାଁର…

ଯାଜପୁର ମା’ ପୁଅ ନିଖୋଜ ଘଟଣା; ଛତିଶିଗଡ଼ରୁ ହେଲେ ଉଦ୍ଧାର

ଯାଜପୁର : ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ବଜାରରୁ ନିଖୋଜ ମା' ପୁଅ ଛତିଶିଗଡ଼ରୁ ମୁର୍ମୁଷ ଅବସ୍ଥାରେ ଉଦ୍ଧାର। ଅଚେତ ଅବସ୍ଥାରେ ଛତିଶିଗଡ଼ର ଏକ ନିଛାଟିଆ ସ୍ଥାନରୁ ମା ଓ ପୁଅଙ୍କୁ ଉଦ୍ଧାର କରାଯାଇଛି  । ଗତ ୧୨ ତାରିଖ ସନ୍ଧ୍ୟାରୁ ବାଲିଚନ୍ଦ୍ରପୁର ବଜାରକୁ ମାର୍କେଟିଂ ପାଇଁ ଯାଇଥିବା ବେଳେ…

କେନ୍ଦୁଝର ବିମଳା ଫରେଷ୍ଟ ବିଟ୍ ଡିମିରିମୁଣ୍ଡା ଗାଁରେ ୧୨ ଟିକିଆ ହାତୀପଲଙ୍କ ଉପଦ୍ରବ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟରେ ମାତିଛନ୍ତି ହାତୀପଲ । ଭିମକାଣ୍ଡ ପଞ୍ଚାୟତ ଡିମିରିମୁଣ୍ଡା ଗାଁରେ ୧୨ ଟିକିଆ ହାତୀପଲ ଉପଦ୍ରବ କରୁଛନ୍ତି । ଗାଁରେ ଜଙ୍ଗଲି ବାରହାଙ୍କୁ ନେଇ ଲୋକେ ଭୟଭୀତ ଥିବା ବେଳେ, ଏବେ ହାତୀପଲ ଲୋକଙ୍କ ଚିନ୍ତା ବଢ଼ାଇଛି । ଗତକାଲି…

ସରପଞ୍ଚଙ୍କ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଜଗତସିଂହପୁର : ସରପଞ୍ଚଙ୍କ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଶଙ୍ଖେଶ୍ବର ପଞ୍ଚାୟତରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଭାଇ ହରପ୍ରସାଦ…

[ଭିଡ଼ିଓ] ସ୍ମୃତିରେ କଲାମ.. .

ଓଡ଼ିଶା ସମ୍ବାଦ ବ୍ୟୁରୋ: ବାସ୍ତବକୁ ନେଇ ଜୀଉଁଥିବା ମଣିଷଟିଏ । ଜୀବନରେ କାହାକୁ ହରାଇବା ଯେତିକି କଷ୍ଟକର ..କାହାକୁ ଜିତିବା ଆହୁରି କଷ୍ଟସାଧ୍ୟ .. .ତାଙ୍କର ଉଦାର ମନୋଭାବ ସାଙ୍ଗକୁ ବଳିଷ୍ଠ ବ୍ୟକ୍ତିତ୍ୱ ଯୋଗୁ ଏବେ ବି ଝୁରୁଛି ତାଙ୍କୁ ସାରା ଦେଶ । ଏବେ ବି ସମସ୍ତଙ୍କ ହୃଦୟରେ ସେ ବିରାଜମାନ…

ମହିଳା ସ୍ବୟଂ ସହାୟକଙ୍କ ଲାଗି କାର୍ଯ୍ୟକାରୀ ହେବ ସ୍ବତନ୍ତ୍ର ପୋର୍ଟାଲ

ଭୁବନେଶ୍ବର : ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଲାଗି କାର୍ଯ୍ୟକାରୀ ହେବ ସ୍ବତନ୍ତ୍ର ପୋର୍ଟାଲ । ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଇଛି ଅର୍ଥ ବିଭାଗ । ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଗୁଡ଼ିକ ବ୍ୟାଙ୍କରେ ହଜାର ହଜାର କୋଟି ଟଙ୍କାର ନେଣଦେଣ କରୁଛନ୍ତି…

ଅଷ୍ଟମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ନେଇ ଜାରି ହେଲା SOP

ଭୁବନେଶ୍ୱର : ଦଶହରା ଛୁଟି ପରେ ସ୍କୁଲରେ ଅଷ୍ଟମ ଓ ଏକାଦଶର ପାଠପଢ଼ା ହେବା ନେଇ ପ୍ରକାଶ ପାଇଲା ଏସଓପି । ସକାଳ ୯ ଟାରୁ ଦିନ ୧୨ ଟା ୩୦ ଯାଏଁ ଅଷ୍ଟମ କ୍ଲାସର ପାଠ ପଢ଼ାହେବ। ଏକାଦଶ ଶ୍ରେଣୀ ପାଠପଢ଼ା ଦିନ ୧୦ ଟାରୁ ସାଢେ ଗୋଟାଏ ଯାଏଁ ହେବ । ଅଷ୍ଟମ କ୍ଲାସ ପିଲାଙ୍କୁ ଆଉ ମଧ୍ୟହ୍ନ ଭୋଜନ ଦିଆଯିବ…

ଶିଳ୍ପୀଙ୍କ ନିଆରା ପ୍ରୟାସ, ବୋତଲରେ ଦେବୀ ଦୁର୍ଗାଙ୍କ କ୍ଷୁଦ୍ର ପ୍ରତିମା

ଭୁବନେଶ୍ୱର: ବୋତଲରେ ଦେବୀ ଦୁର୍ଗାଙ୍କ କ୍ଷୁଦ୍ର ପ୍ରତିମା। ଏହିପରି ନିଆରା କଳାକୃତି କରିଛନ୍ତି ଜଣେ ଓଡ଼ିଆ କଳାକାର ଏଲ୍ ଇଶ୍ୱର ରାଓ। ଖୋର୍ଦ୍ଧା ଜଟଣୀ ଗ୍ରାମରେ ତାଙ୍କର ଘର। ଏବେ ଏହି କଳାକୃତି ନେଇ ଚର୍ଚ୍ଚାର ବିଷୟ ପାଲଟିଛି। କୋଭିଡ଼-୧୯ ପାଇଁ ମା’ଙ୍କ ପ୍ରତିମା ତିଆରି ଆର୍ଶୀବାଦ ଲୋଡ଼ିବା ସହ…

ଆଫଗାନିସ୍ତାନର ସିଆ ମସଜିଦରେ ଭୟଙ୍କର ବିସ୍ପୋରଣ,ଏପର୍ଯ୍ୟନ୍ତ ୩୨ ମୃତ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦକ୍ଷୀଣ ଆଫଗାନିସ୍ତାନର କାନ୍ଦାହାର ଠାରେ ଥିବା ସିଆ ମସଜିଦରେ ଭୟଙ୍କର ବିସ୍ପୋରଣ । ଏଥିରେ ୩୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ଗୁରୁତର ଆହତଙ୍କୁ କେନ୍ଦ୍ରୀୟ ମିରୱାଇସ ଡାକ୍ତରଖାନାକୁ ସ୍ତାନାନ୍ତର କରାଯାଇଛି । ଆଜି ମସଜିଦରେ…

ମାନସିକ ରୋଗୀଙ୍କୁ ସାହାଯ୍ୟର ହାତ ବଢ଼ାଇଲା ଶ୍ରୀ ଜଗନ୍ନାଥ ସେବା ସଂସ୍ଥା

ମୟୁରଭଞ୍ଜ: ଶ୍ରୀ ଜଗନ୍ନାଥ ସେବା ସଂସ୍ଥାର ନିଆରା ଉଦ୍ୟମ। ଅବହେଳିତ ହୋଇ ପଡ଼ି ରହିଥିବା ମାନସିକ ରୋଗୀଙ୍କୁ ସାହାଯ୍ୟର ହାତ ବଢ଼ାଇଲା ଏହି ସଂସ୍ଥା। ବାରିପଦା ଷ୍ଟେସନ ବଜାର ରେଳଷ୍ଟେସନଠାରେ ଏକ ମାନସିକ ରୋଗୀ ବହୁ ଦିନରୁ ଅବହେଳିତ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଥିଲା। ମାତ୍ର…