Latest Odisha News

BREAKING NEWS

Browsing Category

ଫିଚର

ଦିଲ୍ଲୀ ଏନସିଆର ଓ ଉତ୍ତରପ୍ରଦେଶରେ ଏନଆଇଏର ରେଡ୍

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବୃଦ୍ଧି ପାଉଛି ଆତଙ୍କବାଦୀ କାର୍ଯ୍ୟକଳାପ । ଖାସ କରି ଚିନ୍ତାର କାରଣ ପାଲଟିଛି ଜାମ୍ମୁ-କାଶ୍ମୀର । ଏଠାରେ ଏବେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି । ବୃଦ୍ଧି ପାଉଥିବା ଆତଙ୍କବାଦୀ କାର୍ଯ୍ୟକଳାପ ଦୃଷ୍ଟିରେ ରଖି ଜାମ୍ମୁ-କାଶ୍ମୀର ସମେତ…

ବିଧାୟକଙ୍କ ଗାଡ଼ିକୁ ବୋମାମାଡ଼ ଘଟଣା: ୯ବିଜେପି ବିଧାୟକଙ୍କ ବିକ୍ଷୋଭ ପ୍ରଦର୍ଶନ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ିକୁ ବୋମାମାଡ଼ ଘଟଣା। ୭୨ଘଣ୍ଟା ବିତିଯାଇଥିଲେ ବି ପୁଲିସ୍ ହାତ ଖାଲି। ଏହାକୁ ପ୍ରତିବାଦ କରି ୯ଜଣ ବିଜେପି ବିଧାୟକଙ୍କ ସମେତ ଶତାଧିକ କର୍ମୀ ଜାତୀୟ ରାଜପଥ ଅବରୋଧ କରିଥିଲେ। ଗାନ୍ଧୀ ଛକରେ ବିଜେପି କର୍ମୀମାନେ ରାସ୍ତାରୋକ…

କେଜ୍ରିୱାଲଙ୍କ ଘର ବାହାରେ ପ୍ରଦର୍ଶନ କରୁଥିବା ବେଳେ ଆହତ ହେଲେ ମନୋଜ ତିୱାରୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ବାହାରେ ଆନ୍ଦୋଳନ କରୁଥିବା ବେଳେ ବିଜେପି ଏମପି ମନୋଜ ତିୱାରୀ ଆହତ ହୋଇଛନ୍ତି । ତାଙ୍କୁ ସଫଦରଗଞ୍ଜ ଡାକ୍ତରଖାନାରେ ଭର୍ତି କରାଯାଇଛି । ଆନ୍ଦୋଳନକାରୀଙ୍କୁ ଅଟକାଇବା ପାଇଁ ପୋଳିସ ପକ୍ଷରୁ ପାଣି ମାଡ କରାଯାଇଥିଲା । ଏଥିରେ…

ଆସିଲା ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ, ଶ୍ୱାସରୁଦ୍ଧ ହୋଇ ମନୀଷ ଅନୁରାଗଙ୍କ ହୋଇଛି ମୃତ୍ୟୁ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲାର ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ  ଆସିଛି । ଶ୍ୱାସରୁଦ୍ଧ ହୋଇ ମନୀଷ ଅନୁରାଗଙ୍କ ମୃତ୍ୟୁ ହୋଇଥିବା ନେଇ ଏଥିରୁ ସ୍ପଷ୍ଟ ହୋଇଛି । ଏସଂପର୍କରେ ଏମ୍ସ ପିଆରଓ ପ୍ରଭାସ ତ୍ରିପାଠୀ ସୂଚନା ଦେଇଛନ୍ତି । ଦିନେ ଦୁଇ ଦିନରେ…

ବିପଦ ସୃଷ୍ଟି କରୁଛି ଫଳ ବଜାରର ଭିଡ଼

ବାଲେଶ୍ୱର: ଘନଉଛି ବିପଦ। ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ କେତେବେଳେ ୫୦୦ତଳକୁ ତ ଆଉ କେତେବେଳେ ୬୦୦ ଉପରକୁ ରହୁଛି। ଗତକାଲି ୨୪ଘଣ୍ଟା ମଧ୍ୟରେ ୫୨୯ ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସେପଟେ ବଜାରରେ ବହୁ ପରିମାଣରେ ଭିଡ଼ ଏବେ ବିପଦ ସୃଷ୍ଟି କରୁଛି। ଏପରି ଦୃଶ୍ୟ…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କାମାକ୍ଷାନଗର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା କନ୍ତିଓପୁଟ ସାହିରେ ଭୁତୁକୁଣି ନିକଟରୁ ଜଣେ ଯୁବକଙ୍କ ସନ୍ଦେହ ଜନକ ମୃତ ଦେହ ପୋଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ ଗାଁର ରାଜେଶ ବେହେରା ବୋଲି ଜଣାପଡ଼ିଛି । ପରିବାର ଲୋକ ତାଙ୍କ ପୁଅ କୁ କେହି…

ଜାତୀୟ ମାନବାଧିକାର ଆୟୋଗର ୨୮ତମ ସ୍ଥାପନା ଦିବସରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଦିଲ୍ଲୀ: ଜାତୀୟ ମାନବାଧିକାର କମିଶନରର ସ୍ଥାପନା ଦିବସ ଏହି ସମୟରେ ଆୟୋଜନ କରାଯାଉଛି ଯେଉଁ ସମୟରେ ଆମ ଦେଶ ନିଜ ଆଜାଦୀର ଅମୃତ ମହୋତ୍ସବ ମନଉଛି। ଭାରତ ପାଇଁ ମାନବ ଅଧିକାରର ପ୍ରେରଣା, ମାନବ ଅଧିକାରର ମୂଲ୍ୟର ବହୁତ ବଡ଼ ଶ୍ରୋତ ଆଜାଦୀ ପାଇଁ ଆନ୍ଦୋଳନ ଆମ ଇତିହାସ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସୁବର୍ଣ୍ଣପୁରରେ କରୋନା କଟକଣା ମଧ୍ୟରେ ମା’ଙ୍କ ସପ୍ତମୀ ପୂଜା

ସୁବର୍ଣ୍ଣପୁର : ଧରାବତରଣ କରିଛନ୍ତି ମା’ ଦୁର୍ଗା। ସୁବର୍ଣ୍ଣପୁର ଆଜି ବଭିନ୍ନ ପୂଜା ମଣ୍ଡପରେ ଜଗତଜନନୀ ମା’ ଦୁର୍ଗାଙ୍କ ସପ୍ତମୀ ପୂଜା ଚାଲିଛି। ବେଦମନ୍ତ୍ର ପାଠରେ କମ୍ପି ଉଠୁଛି ପରିବେଶ। ପୀଠରେ ମା’ଙ୍କ ନବରାତ୍ର ପୂଜା ସହ ଚାଲିଛି ଷୋଡଶ ପୂଜା। କରୋନା କଟକଣା ମଧ୍ୟରେ ବିଭିନ୍ନ ପୂଜା…

ମା’ ତାରାତାରିଣୀ ପୀଠରେ ଭୟଙ୍କର ଅଗ୍ନିକାଣ୍ଡ

ବ୍ରହ୍ମପୁର: ତାରାତାରିଣୀ ପୀଠରେ ନିଆଁ । ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ମନ୍ଦିର ଦୀପ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମନ୍ଦିର ପସିରରରେ ଥିବା ୩ ଟି ଦୀପ ଘରେ ନିଆଁ ଲାଗିଛି। ନବରାତ୍ରୀ ପୂଜା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଛି । ଏଥିରେ କାହାର କୌଣସି…

ଆଲମିରାରେ ବିଡାବିଡା ଟଙ୍କା, କାହାଠୁ ଜବତ ହେଲା ୧୪୨ କୋଟି ଟଙ୍କା ?

ନୂଆଦିଲ୍ଲୀ: ହାଇଦ୍ରାବାଦର ଏକ ଫାର୍ମାସ୍ୟୁଟିକାଲ୍ କମ୍ପାନୀରେ ଗତ ବୁଧବାର ଛାପା ମାରିଥିଲା ଆୟକର ବିଭାଗ । ଲଗାତାର ଭାବେ ଦୁଇଟି ପର୍ଯ୍ୟାୟ କ୍ରମେ ଜବତ ହୋଇଥିଲା ୫୦୦ କୋଟି ଓ ୧୪୨.୮୭ କୋଟି ଟଙ୍କା । ଜବତ ଟଙ୍କାକୁ ନେଇ କମ୍ପାନୀ ତରଫରୁ କøଣସି ପ୍ରକାର ସ୍ପଷ୍ଟୀକରଣ ସାମ୍ନାକୁ ଆସିପାରିନି ।…