Latest Odisha News

BREAKING NEWS

Browsing Category

ଫିଚର

ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

କାମାକ୍ଷାନଗର: ଆଜି ହେଉଛି ଆନ୍ତର୍ଜାତୀୟ ବାଳିକା ଦିବସ। କାମାକ୍ଷାନଗରରେ ଉପଖଣ୍ଡର ପରଜଙ୍ଗ, କଙ୍କଡ଼ାହାଡ଼, ଭୁବନ ଓ କାମାକ୍ଷାନଗରରେ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି। ପରଜଙ୍ଗ ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ବଡ଼ଝରା ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

ଅଡାନୀର ସମସ୍ତ ବନ୍ଦରରେ ପାକିସ୍ତାନ, ଆଫଗାନିସ୍ତାନ, ଇରାନରୁ ଆସୁଥିବା ପଦାର୍ଥ ଉପରେ କଟକଣା

ନୂଆଦିଲ୍ଲୀ: ଅଡାନୀ ଗ୍ରୁପ ଆଜି ତାର ସମସ୍ତ ବନ୍ଦରରେ ପାକିସ୍ତାନ, ଆଫଗାନିସ୍ତାନ ଓ ଇରାନରୁ ଆସୁଥିବା ପଦାର୍ଥ ଉପରେ କଟକଣା ଲଗାଇଛି । ଏହି ନିଷ୍ପତି ୧୫ ନଭେମ୍ବରରୁ ଲାଗୁ ହେବ । ନିକଟରେ ଗୁଜରାଟର ବନ୍ଦରରୁ ୩ ହଜାର କିଲୋ ଡ୍ରଗ୍ସ ଜବତ ହୋଇଥିଲା । ଏହାକୁ ନେଇ ବିରୋଧୀ ସରକାରଙ୍କୁ ଘେରିବା…

ପୋଲିସ ପଞ୍ଝାରେ ବାଇକ ଚୋର ,୩ ଗିରଫ

ମୟୂରଭଞ୍ଜ : ବାଇକ ଚୋର ଗ୍ୟାଙ୍ଗର ଧରିଲା ପୋଲିସ । ମୟୂରଭଞ୍ଜର ବିଶୋଇ ପୋଲିସକୁ ମିଳିଛି ସଫଳତା । ଆଠଟି ଚୋରି ବାଇକ ଜବତ କରିବା ସହ ଚୋରିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ତିରିଙ୍ଗ ଥାନା ଅଞ୍ଚଳର ମାଝିଆ ଟୁଡୁ,ସାଙ୍ଗ ଆଲଦା ଓ ଦାମୁ ଆଲଦା । ସାଙ୍ଗ ଓ…

ରାଉରକେଲା ପୋଲିସର ସଫଳତା: ବନ୍ଧୁକ, ଗୁଳି, ଟଙ୍କା ସହ ୩ଗିରଫ

ରାଉରକେଲା: ରାଉରକେଲା ପୋଲିସର ବଡ଼ ସଫଳତା। ଡକାୟତି ଉଦ୍ଦେଶ୍ୟରେ ଥିବା ଗ୍ୟାଙ୍ଗକୁ ପୁଲିସ୍ ଧରିବାକୁ ଚେଷ୍ଟା କରୁଥିବାବେଳେ ସେମାନେ ଖସି ଯିବାକୁ ଉଦ୍ୟମ କରୁଥିଲେ। ପୋଲିସ ସେମାନଙ୍କୁ ଧରିବା ସହ ସେମାନଙ୍କଠାରୁ ବାଇକ, ପେଜେରୋ ଗାଡ଼ି, ମୋବାଇଲ, ବନ୍ଧୁକ, ଗୁଳି ଓ ଟଙ୍କା ଜବତ କରାଯାଇଛି। ଏନେଇ…

ଚତୁର୍ଥ ଶ୍ରେଣୀ ବିଜ୍ଞାନ ବହିରେ ଗୁରୁତର ତୃଟି ,ବଜ୍ରକାପ୍ତାକୁ ନେଇ ବଢୁଛି ବିବାଦ

ଭୁବନେଶ୍ୱର : ଚତୁର୍ଥ ଶ୍ରେଣୀ ବିଜ୍ଞାନ ବହିରେ ଗୁରୁତର ତୃଟି ଦେଖିବାକୁ ମିଳିଛି । ବଜ୍ରକାପ୍ତା କାତିର ଵ୍ୟଵହାରକୁ ପ୍ରୋତ୍ସାହନ ଦିଆଯାଇଛି । ସାରା ପୃଥିବୀରେ ଜୀବନ୍ତ ବଜ୍ରକାପ୍ତା ଓ ଏହାର କାତି ର ଚୋରା ଚାଲାଣ ରୋକିବା ପାଇଁ କଡାକଡି ଭାବରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଭାରତରେ ମଧ୍ୟ…

ସିଅର କାର୍ଯ୍ୟାଳୟରେ ଇ-ଶ୍ରମ କାର୍ଡ଼ ବଣ୍ଟନ

ରାଉରକେଲା: ସୁନ୍ଦରଗଡ଼ ଅଟୋ ୱାର୍କରସ ଆସୋସିଏସନ ପକ୍ଷରୁ ସେକ୍ଟର-୭ରେ ଥିବା ସିଅର କାର୍ଯ୍ୟାଳୟରେ ଭାରତ ସରକାରଙ୍କ ଦ୍ୱାରା ଅଣସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇଦେବା ପାଇଁ ହୋଇଥିବା ଇ-ଶ୍ରମ କାର୍ଡ଼ ବଣ୍ଟନ କରାଯାଇଥିଲା। ସିଅରର ସାଧାରଣ…

କଟକ ମହାନଦୀ ବିହାରରେ ଉଦଘାଟିତ ହେଲା ରୁଚି-ଫ୍ରୋଜିଟର ଫୁଡ଼୍ ଆଉଟଲେଟ୍

କଟକ: କଟକ ମହାନଦୀ ବିହାର ଜଷ୍ଟିସ୍ ଛକ ନିକଟରେ ଉଦଘାଟିତ ହେଲା ରୁଚି ଫ୍ରୋଜିଟର ନୂତନ ତଥା ରୁଚିର ସର୍ବବୃହତ ଫୁଡ଼୍ ଆଉଟଲେଟ୍। ଓଡ଼ିଶାର ଅଗ୍ରଣୀ ମସଲା ଏବଂ ଖାଦ୍ୟ ପ୍ରସ୍ତୁତକାରୀ ଉଦ୍ୟୋଗ ରୁଚି ଫୁଡ଼୍ ଲାଇନ୍ ଟିଭି ଦ୍ୱାରା ଏହା ପରିଚାଳିତ। ଏହାକୁ ଉଦଘାଟନ କରିଥିଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର…

ନିରାଶ ଚୋରର ଚିଠି, ଘରେ ଟଙ୍କା ନରଖି ତାଲା କାହିଁକି ପକେଇଥଲ ?

ଭୁବନେଶ୍ୱର: ଆଜିକାଲିର ଚୋରଙ୍କର ବି ମାନ ସମ୍ମାନ ଅଛି । ଚୋରି ହେଉ ଅବା ନହେଉ, ସେମାନେ ବି ନିଜ ମନର କଥା ଜଣାଇବାକୁ କୁଣ୍ଠାବୋଧ କରୁନାହାଁନ୍ତି । ଜଣେ ଚୋର ଓ ତା ଚିଠିକୁ ନେଇ ମଧ୍ୟପ୍ରଦେଶରେ ଘଟିଥିବା ଏକ ଘଟଣା ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ମଧ୍ୟପ୍ରଦେଶର ଦେୱାସ୍…

ପୋଲିସ୍ ହାତରେ ଏଟିଏମ୍ ଲୁଟେରା

ସୁବର୍ଣ୍ଣପୁର: ସାହାଯ୍ୟ କରିବା ବାହାନାରେ ଏଟିଏମରୁ ଚୋରୀ କରୁଥିବା ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି ସୁବର୍ଣ୍ଣପୁର ପୋଲିସ୍। ଗିରଫ ଅଭିଯୁକ୍ତ ଜିଲ୍ଲାର ବୀରମହାରାଜପୁର ବ୍ଲକ ସଦେଇପୁର ଗାଁର ୪୪ବର୍ଷିୟ ସୂର୍ଯ୍ୟନାରାୟଣ ବିଶ୍ୱାଳ। ଗତ କିଛି ଦିନତଳେ ସୁବର୍ଣ୍ଣପୁର ଜିଲ୍ଲା ସଦର…

ପାନ ମସଲା ବ୍ରାଣ୍ଡ ସହ ଚୁକ୍ତି ବାତିଲ କଲେ ମେଗାଷ୍ଟାର ଅମିତାଭ

ମୁମ୍ବାଇ: ବେଶ କିଛିଦିନ ଧରି କମଳା ପସନ୍ଦ ନାମକ ଏକ ପାନ ମସଲା ବ୍ରାଣ୍ଡର ବିଜ୍ଞାପନରେ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଫଟୋ ସାମ୍ନାକୁ ଆସିଥିଲା । ପାନ ମସଲାର ବ୍ରାଣ୍ଡିଂ କରିବା ଘଟଣା ମେଗାଷ୍ଟାରଙ୍କ ଅଗଣିତ ଫ୍ୟାନଙ୍କୁ ଦୁଃଖିତ କରିଥିଲା । ସୋସିଆଲ୍ ମିଡିଆରେ ଏ ନେଇ ବିଭିନ୍ନ ପ୍ରକାର…