Latest Odisha News

BREAKING NEWS

Browsing Category

ଫିଚର

୭୬ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜନନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ଆଜି ୭୬ ବର୍ଷରେ ପଦାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ଜନ୍ମଦିନ ପାଳନ କରୁ ନାହାନ୍ତି ମୁଖ୍ୟମନ୍ତ୍ରୀ । ଆଜି ନବୀନ ନିବାସ ନଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଓ ରକ୍ତଦାନ ଭଳି…

ଆଜି ୪୦୦ ତଳକୁ ଖସିଲା ରାଜ୍ୟରେ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଆଜି ୪୦୦ ତଳକୁ ଖସିଲା କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୫୮ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୦୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪୯ । ୧୮ ବର୍ଷ ଭିତରେ ଆଉ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ୨୩ ଜିଲ୍ଲାରୁ ବାହାରିଛନ୍ତି…

ରାୟପୁର ରେଲଓ୍ୱେ ଷ୍ଟେସନରେ ଟ୍ରେନରେ ବିସ୍ଫୋରଣ

ରାୟପୁର: ଛତିଶଗଡ଼ର ରାୟପୁର ରେଲଓ୍ୱେ ଷ୍ଟେସନରେ ବିସ୍ଫୋରଣ । ଟ୍ରେନରେ ବିସ୍ଫୋରଣ ହୋଇଛି । ଏଥିରେ ସିଆରପିଏଫର ୬ ଜଣ ଯବାନ ଆହତ ହୋଇଛନ୍ତି । ସକାଳ ପ୍ରାୟ ୬ଟା ବେଳେ ଏହି ବିସ୍ଫୋରଣ ହୋଇଥିବା କୁହାଯାଉଛି । ସିଆରପିଏଫ ୨୧୧ ବାଟାଲିଅନର ଯବାନମାନେ ସ୍ପେଶାଲ୍ ଟ୍ରେନ୍ ଯୋଗେ ଜମ୍ମୁ ଯାଉଥିଲେ ।…

କଟକରେ ଏନକାଉଣ୍ଟର: ଗୁଳି ଖାଇଲା ଦୁର୍ଦ୍ଦାନ୍ତ ଅପରାଧୀ ରାକା

କଟକ: ଦଶହରା ସରିବା ପରେ କଟକରେ ପୋଲିସର ଏନକାଉଣ୍ଟର । ଆଜି ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳି କରିଛି କମିଶନରେଟ ପୋଲିସ । ଏଥିରେ ବାଲିକୁଦା ଅଞ୍ଚଳର ହାର୍ଡକୋର୍ କ୍ରିମିନାଲ୍ ରାକା ଓରଫ ରାକେଶ ଦାସ ଆହତ ହୋଇଛି । ରାକାର ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ କଟକ ବଡ଼…

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନବୀନଙ୍କ ଦୀର୍ଘ ଜୀବନ କାମନା କରିବା ସହ ଓଡ଼ିଶାବାସୀଙ୍କ ସେବା…

ଚେନ୍ନାଇ ସୁପକିଙ୍ଗସ୍ ଆଇପିଏଲ୍ ଚାମ୍ପିଅନ୍

ସ୍ପୋର୍ଟସ ବ୍ୟୁରୋ (ଓଡ଼ିଶା ସମ୍ବାଦ): ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ପୁଣି ଥରେ ଆଇପିଏଲ୍ ଚାମ୍ପିଅନ୍ ହୋଇଛି ଚେନ୍ନାଇ ସୁପରକିଙ୍ଗସ । କୋଲକାତା ନାଇଟ ରାଇଡର୍ସକୁ ୨୭ ରନରେ ପରାସ୍ତ କରି ଚତୁର୍ଥ ଥର ଆଇପିଏଲ୍ ଟ୍ରଫି ହାତେଇଛି । ଚଳିତ ଆଇପିଏଲ୍ ଫାଇନାଲରେ ଚେନ୍ନାଇ ଓ କୋଲକାତା ଭିତରେ…

କୋଲକାତା ସମ୍ମୁଖରେ ୧୯୩ ରନର ଲକ୍ଷ୍ୟ

ଦୁବାଇ: ଚଳିତ ଆଇପିଏଲ ଫାଇନାଲରେ ଚେନ୍ନାଇ ସୁପର କିଙ୍ଗସ ୧୯୩ ରନର ବିଜୟ ଲକ୍ଷ୍ୟ କୋଲକାତା ନାଇଟ ରାଇଡର୍ସ ସମ୍ମୁଖରେ ରଖିଛି । ଟସ୍ ଜିତି କୋଲକାତା ଅଧିନାୟକ ଇଅନ ମୋର୍ଗାନ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲେ । ଚେନ୍ନାଇର ଫାଫ ଡୁ ପ୍ଲେସିସ ୫୯ ବଲରେ ୮୬, ମୋଇନ ଅଲି…

ସିଙ୍ଗୁ ସୀମାରେ ନିର୍ମମ ହତ୍ୟାକାଣ୍ଡ ରଚିଥିବା ନିହଙ୍ଗ ଶିଖ ସରବଜିତଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ: ସିଙ୍ଗୁ ସୀମାରେ ଘଟିଥିବା ଜଘନ୍ୟ ହତ୍ୟାକାଣ୍ଡ ଏବେ ସାରା ଭାରତରେ ଚର୍ଚ୍ଚାର କାରଣ ସାଜିଛି । ଏହାର ମୁଖ୍ୟ ଅଭିଯୁକ୍ତ ନିହଙ୍ଗ ଶିଖ ସରବଜିତ ସିଂ ଆଜି ହରିୟାଣା ପୋଲିସଙ୍କ ନିକଟରେ ଆତ୍ମ ସମର୍ପଣ କରିଛନ୍ତି । ପୋଲିସ ତାଙ୍କୁ ଗିରଫ କରି ଡାକ୍ତରୀ ପରୀକ୍ଷା ପାଇଁ ପଠାଇଛି ।…

ଗୁଗଲ ସର୍ଚ୍ଚ ଇଂଜିନର ତ୍ରୁଟି ଖୋଜି ସମ୍ମାନୀତ ହେଲେ ଭାରତର ମୟଙ୍କ

ପ୍ରୟାଗରାଜ: ଭାରତର ମେଧାବୀ ଛାତ୍ର ମୟଙ୍କ ମିଶ୍ର ବିଶ୍ୱର ଶ୍ରେଷ୍ଠ ସର୍ଚ୍ଚ ଇଂଜିନ ଭାବେ ପ୍ରତିଷ୍ଠିତ ଗୁଗଲର ତ୍ରୁଟି ଖୋଜିବାରେ ସଫଳ ହୋଇଛନ୍ତି । ଏଥିରେ ଖୁସି ହୋଇ ଗୁଗଲ ବଗ ହଂଟର ହଲ ଅଫ ଫେମରେ ମୟଙ୍କଙ୍କୁ ସ୍ଥାନ ଦିଆଯାଇଛି । ବିଟେକ କରୁଥିବା ମୟଙ୍କ ଅତି ସାଧାରଣ ପରିବାରରୁ ଆସିଛନ୍ତି ।…

ବିଶିଷ୍ଟ ଶିଳ୍ପପତି କମଳଜିତ ସିଂହଙ୍କ ପରଲୋକ

ଭୁବନେଶ୍ବର : ବିଶିଷ୍ଟ ଶିଳ୍ପପତି ତଥା କେଜେଏସ ଗ୍ରୁପର ଅଧ୍ୟକ୍ଷ କମଳଜିତ ସିଂହ ଆଲୁୱାଲିଆଙ୍କ ପରଲୋକ । ୭୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଭାରାତୀୟ ଖଣି ଓ ଲୌହ ଶିଳ୍ପ ଉଦ୍ୟୋଗ କ୍ଷେତ୍ରରେ କମଳଜିତ ସିଂହ ଜଣେ ପ୍ରମୁଖ ଓ ଜଣାଶୁଣା ବ୍ୟକ୍ତିତ୍ବ ଥିଲେ । ଜୀବନରେ ବହୁ ସଂଗ୍ରାମ ଓ…