Latest Odisha News

BREAKING NEWS

Browsing Category

ଫିଚର

ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ; ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନା ଅନୁସାରେ, ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ (ଏସ୍ପିଜି),…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଦିନ କହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

କେନ୍ଦ୍ରୀୟ ଡେପୁଟେସନରେ ଯାଇପାରନ୍ତି ଓଡ଼ିଶା କ୍ୟାଡରର ୨ ବରିଷ୍ଠ ଆଇପିଏସ ଅଧିକାରୀ

ଭୁବନେଶ୍ୱର: ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ ଅଧିକାରୀ ସଞ୍ଜୟ କୁମାର ଏବଂ ରେଖା ଲୋହାନିଙ୍କୁ ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ସ୍ତରରେ କେନ୍ଦ୍ରୀୟ ଡେପୁଟେସନ ପାଇଁ ତାଲିକାଭୁକ୍ତ କରାଯାଇଛି। ଏହି ଦୁଇ ଅଧିକାରୀ ୧୯୯୭ ବ୍ୟାଚର ଆଇପିଏସ ଅଫିସର। ସେମାନଙ୍କ ନାମକୁ କ୍ୟାବିନେଟର…

ଅହମ୍ମଦାବାଦ ବିମାନ ଦୁର୍ଘଟଣା; ପତ୍ନୀଙ୍କ ଅସ୍ଥି ବିସର୍ଜନ ପାଲଟିଲା ଶେଷ ଯାତ୍ରା, ଲଣ୍ଡନରେ ଅପେକ୍ଷା କରିଛନ୍ତି କୁନି…

ଅହମ୍ମଦାବାଦ: ଅହମ୍ମଦାବାଦରେ ଗୁରୁବାର ଅପରାହ୍ନରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ସାରା ଭାରତ ସ୍ତବ୍ଧ ହୋଇଯାଇଛି। ଏହି ହୃଦୟ ବିଦାରକ ବିମାନ ଦୁର୍ଘଟଣାରେ କିଏ ନିଜ ସ୍ତ୍ରୀଙ୍କୁ ହରାଇଛନ୍ତି ତ କିଏ ନିଜ ସ୍ୱାମୀ ଏବଂ ପିଲାମାନଙ୍କୁ ହରାଇଛନ୍ତି। ତେବେ ଏହି ଦୁର୍ଘଟଣାରେ ଏକ…

ବଢିଲା ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଭତ୍ତା ରାଶି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ପରେ ଖସିଲା ବୋଇଂ ସେୟାର

ଅହମ୍ମଦାବାଦ: ଆଜି ଅପରାହ୍ନ ସମୟରେ ଅହମ୍ମଦାବାଦରେ ବୋଇଂ ୭୮୭ ଡ୍ରିମଲାଇନର ବିମାନ ଦୁର୍ଘଟଣା ପରେ ବିମାନ କମ୍ପାନୀର ସେୟାରରେ ବଡ଼ ହ୍ରାସ ଦେଖିବାକୁ ମିଳିଛି। ଆମେରିକାର ମାର୍କେଟରେ ଗୁରୁବାର ଦିନ ପ୍ରି ମାର୍କେଟ ଡିଲରେ ବୋଇଂର ସେୟାର ୭.୮% ହ୍ରାସ ପାଇ $୧୯୭.୩ (୧୬,୮୭୫ ଟଙ୍କା) ରେ…

ଫ୍ରଡ୍ ମାର୍ଶାଲ; ଟାଇମ୍ସ ସ୍କୋୟାରରେ ବେଜିତ୍ ହେଲେ ପାକିସ୍ତାନ ସେନା ମୁଖ୍ୟ

ନୂଆଦିଲ୍ଲୀ: ନ୍ୟୁୟର୍କର ଟାଇମ୍ସ ସ୍କୋୟାରରେ ଥିବା ଡିଜିଟାଲ୍ ବିଲବୋର୍ଡରେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଏବଂ ପ୍ରଧାନମନ୍ତ୍ରୀ ଶେହବାଜ୍ ସରିଫଙ୍କୁ ସାର୍ବଜନୀନ ଭାବରେ ଟ୍ରୋଲ୍ କରାଯାଇଛି। ଯାହାର ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଏହାକୁ …

ଭଦ୍ରକ ଓ ନବରଙ୍ଗପୁରକୁ ମିଳିଲା ନୂଆ ଏସପି

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ଆଇପିଏସ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି। ତଦନୁଯାୟୀ ଦୁଇଟି ଜିଲ୍ଲା ପାଇଁ ଏସପିଙ୍କୁ ନିଯୁକ୍ତି ଦିଆଯାଇଛି। ଭଦ୍ରକ ଏସପି ଏମ.ସନ୍ଦୀପ ସମ୍ପତଙ୍କୁ ନବରଙ୍ଗପୁର ଏସପି ଭାବରେ ବଦଳି କରାଯାଇଛି। ସେହିପରି କେନ୍ଦୁଝରର ଅତିରିକ୍ତ ଏସପି ମନୋଜ କୁମାର…

ଗଞ୍ଜାମରେ ୧୨ଟି ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଗଞ୍ଜାମର ଛତ୍ରପୁର ଠାରେ ମୋଟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍‍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ…

ରାଜ୍ୟର ୧୩ଟି ସରକାରୀ ବିଶ୍ୱବିଦ୍ୟାଳୟର ଭିସି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ 

ଭୁବନେଶ୍ୱର: ରାଜ୍ୟର ୧୩ଟି ସରକାରୀ ବିଶ୍ୱବିଦ୍ୟାଳୟରେ ଭିସି (ଭାଇସ୍ ଚାନ୍ସେଲର) ନିଯୁକ୍ତି ପାଇଁ ଓଡ଼ିଶା ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ “୦୧.୧୨.୨୦୨୫ (୦୨.୧୨.୧୯୫୯ କିମ୍ବା ତା’ପରେ ଜନ୍ମ) ଅନୁଯାୟୀ ୬୬ ବର୍ଷରୁ…