Latest Odisha News

BREAKING NEWS

Browsing Category

ଫିଚର

ପୂଜା ବଜାରରେ ରିଲିଜ୍ ହେଲା ଓଲିଉଡ ଫିଲ୍ମ “ମନ ମୋ ନେଇଗଲୁ ରେ”

ଭୁବନେଶ୍ୱର: ପୂଜା ବଜାରରେ ଆରମ୍ଭ ହୋଇଛି ଓଲିଉଡ ବକ୍ସ ଅଫିସ୍ ଫାଇଟ୍ । ଗୋଟିଏ ପରେ ଗୋଟିଏ ଫିଲ୍ମ ରିଲିଜ୍ ହେବାରେ ଲାଗିଛି । ଏହି ଧାରାରେ ବହୁ ପ୍ରତିକ୍ଷୀତ ଫିଲ୍ମ "ମନ ମୋ ନେଗଲୁ ରେ" ଦର୍ଶକଙ୍କ ସାମ୍ନାକୁ ଆସିଛି । ଫିଲ୍ମର ମୁଖ୍ୟ ଭୂମିକାରେ ଅଛନ୍ତି ଅଭିନେତା ଜ୍ୟୋତି ଓ ଭୂମିକା ଦାସ…

ଶେଷ ଥର ପାଇଁ କରୋନା ସଂକ୍ରମଣ ସମ୍ପର୍କୀତ ତଥ୍ୟ ସଂଗ୍ରହ କରିବାକୁ ଚୀନକୁ ହୁ ପଠାଇବ ଟିମ

ଜେନିଭା:କରୋନା ମହାମାରୀ କବଳରେ ସାରା ବିଶ୍ୱରେ ପଡିବା ପରେ ସନ୍ଦେହର ପ୍ରଥମ ଓ ଶେଷ ସୂଇ ଚୀନକୁ ଯାଇଥିଲା । ମାତ୍ର ଚୀନର ଅସହଯୋଗ ଯୋଗୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ)ର ସାଇଂଟିଫିକ ଟିମ୍ ଏହାର ଉତ୍ପତିସ୍ଥଳୀ ସ୍ଥଳ ସମ୍ପର୍କରେ ଏବେ ବି ଅଜ୍ଞ । ଗୁରୁବାର ହୁ ଶେଷ ଥର ପାଇଁ ଏହାର ଟିମ ଚୀନ…

ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ମହିଳାଙ୍କ ଜୀବନ ,୪ ଗୁରୁତର

ପୁରୀ : ଦୁର୍ଘଟଣାରେ ଅକାଳରେ ଚାଲିଗଲା ମହିଳାଙ୍କ ଜୀବନ । କୋଣାର୍କ ମେରାଇନ ଡ୍ରାଇଭ ରାସ୍ତାର ଖାଲକଟାପାଟଣା ଠାରେ ଟ୍ରାଭେରା ଓ ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ମହେଶ୍ୱର ମହାନ୍ତି ଓ…

ହତ୍ୟା ଅଭିଯୁକ୍ତଙ୍କୁ ରାଉରକେଲା ପୋଲିସର ଏନକାଉଣ୍ଟର

ରାଉରକେଲା: ଗୁଳି ଖାଇଲେ ହତ୍ୟା ଅଭିଯୁକ୍ତ । ଦୁଇ ଜଣ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ରାଉରକେଲା ପୋଲିସ । ଆଜି ଭୋର ୪ଟା ୪୦ରେ ଏହି ଏନକାଉଣ୍ଚର ହୋଇଥିବା ସୂଚନା ମିଳିଛି । ପୋଲିସ ଗୁଳିରେ ଆହତ ହୋିଛନ୍ତି ଦୁଇ ଅଭିଯୁକ୍ତ ମୁସ୍ତାକ ଆଲମ୍ ଓ ମହମ୍ମଦ ଗୁଡୁ । ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି…

ମନିଷ ଅନୁରାଗ ମୃତ୍ୟୁରେ ଟ୍ୱିଷ୍ଟ: ବାରରେ ବିଲକୁ ନେଇ ସାଙ୍ଗଙ୍କ ସହ ବିବାଦ ହୋଇଥିଲା

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷ ଅନୁରାଗଙ୍କ ମୃତ୍ୟୁର ଖିଅ ଖୋଜୁଛି ପୋଲିସ । ତଦନ୍ତ ଯେତିକି ଆଗଉଛି ନୂଆ ନୂଆ ତଥ୍ୟ ପ୍ରମାଣ ସାମନାକୁ ଆସୁଛି । ଏବେ ମୃତ୍ୟୁ ମାମଲାରେ ସାମନାକୁ ଆସିଛି ନୂଆ ଟ୍ୱିଷ୍ଟ । ବାରରେ ବିଲକୁ ନେଇ ସେଦିନ ମନିଷ ଓ ସାଙ୍ଗମାନଙ୍କ ମଧ୍ୟରେ…

ଟି୨୦ ବିଶ୍ୱକପ : ବୋଲିଂ କରିବେନି ହାର୍ଦ୍ଦିକ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ପୂର୍ବରୁ ବିସିସିଆଇର ଜନୈକ ଅଧିକାରୀ କହିଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା ଟୁର୍ଣ୍ଣାମେଂଟରେ ବୋଲିଂ କରିବେ ନାହିଁ । ସେ ଜଣେ ବ୍ୟାଟ୍ସମ୍ୟାନ ଭାବେ ଦଳରେ ସାମିଲ ହେବେ । ତେବେ ଏହି ମନ୍ତବ୍ୟରୁ ଏକ ପ୍ରକାର ସ୍ପଷ୍ଟ ହୋଇଛି ଯେ, ହାର୍ଦ୍ଦିକ ସମ୍ପୂର୍ଣ୍ଣ ଫିଟ ନାହାନ୍ତି…

ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା ପାଇଁ ପୂଜା ମଣ୍ଡପରେ ପହଞ୍ଚିଲେ କାଜୋଲ

ମୁମ୍ବାଇ : ଜଗତଜନନୀ ମା’ ଦୁର୍ଗାଙ୍କ ନବରାତ୍ରୀ ପାଇଁ ମାୟାନଗରୀ ମୁମ୍ବାଇ ମଧ୍ୟ ଚଳଚଞ୍ଚଳ ହୋଇପଡ଼ିଛି । ଆଜି ପବିତ୍ର ମହାନବମୀରେ ବଲିଉଡ୍ ବିୟୁଟି କାଜୋଲ ମଧ୍ୟ ନିଜ ପରିବାର ସହ ଆଜି ନବରାତ୍ରୀ ସେଲିବ୍ରେସନ କରୁଥିବା ଦେଖିବାକୁ ମିଳିଛି । କାଜୋଲ ମୁମ୍ବାଇର ଏକ ପୂଜା ମଣ୍ଡପକୁ ମା ଦୁର୍ଗାଙ୍କ…

ଧୋକାବାଜ ସ୍ୱାମୀଙ୍କୁ ଉତ୍ତର ପ୍ରଦେଶରୁ ଓଡ଼ିଶାରେ ଆସି ଠାବ କଲା ପ୍ରତାରିତ ପତ୍ନୀ

ଯାଜପୁର: ନ୍ୟାୟ ପାଇଁ ଉତ୍ତର ପ୍ରଦେଶରୁ ଓଡ଼ିଶା ଆସି ପହଞ୍ଚିଲେ ମହିଳା। ତାଙ୍କ ସହ ପ୍ରେମ ବିବାହ ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ କରିଛନ୍ତି ମହିଳା। ଏଭଳି ଘଟଣା ସାମ୍ନାକୁ ଆସିଜି ଯାଜପୁରରୁ। ବିଂଝାରପୁର ଥାନାରେ ମହିଳାଜଣକ ନିଜ ସ୍ୱାମୀଙ୍କ ବିରୁଦ୍ଧରେ ଲିଖିତ ଅଭିଯୋଗ କରିଛନ୍ତି।…

ବଲିଉଡ ସୁନ୍ଦରୀ ନୋରା ଫତେହୀ ଓ ଜ୍ୟାକଲିନ ଫର୍ଣ୍ଣାଣ୍ଡିସଙ୍କୁ ଇଡିର ସମନ୍

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ନୋରା ଫତେହୀ ଓ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିସଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନୋଟିସ୍ । ୨୦୦ କୋଟିର ଆର୍ଥିକ ଅନିୟମିତତା ମାମଲାରେ ସମନ୍ ଜାରି ହୋଇଛି । ଆଜି ହାଜର ହେବାକୁ ନୋରାଙ୍କୁ ନିର୍ଦ୍ଦେଶ ରହିଛି । ତାଙ୍କୁ ମନି ଲଣ୍ଡିଂରେ କେସରେ ପଚରାଉଚରା ସହ ବୟାନ…

ମନମୋହନ ସିଂହଙ୍କ ଦ୍ରୁତ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦ୍ରୁତ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ଉତ୍ତମ ସ୍ୱାସ୍ଥ୍ୟ ଓ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ଜ୍ୱର ଓ ଦୁର୍ବଳ ଅନୁଭବ କରିବା ପରେ ଗତକାଲି ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ମନମୋହନ…