Latest Odisha News

BREAKING NEWS

Browsing Category

ଫିଚର

ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷ ହେଲେ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ

ପାରାଦୀପ :  ପାରାଦୀପ ପୋର୍ଟ ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ ଦାୟିତ୍ୱ ଗ୍ରହଣ କରିଛନ୍ତି । ପାରାଦୀପରେ ପହଁଚିବା ପରେ ବନ୍ଦର ପ୍ରଶାସନିକ କାର୍ଯ୍ୟାଳୟରେ ବନ୍ଦର ପକ୍ଷରୁ ତାଙ୍କୁ ସ୍ୱାଗତ କରାଯିବା ସହ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଭାରତର ଦ୍ଵିତୀୟ ମେଜର ପୋର୍ଟର…

୨ ଶିକ୍ଷକଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ଏବେ ବାରମ୍ବାର ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛନ୍ତି । ଶ୍ରୀନଗରର ଇଦଗାହ ଅଂଚଳର ସରକାରୀ ହାୟର ସେକେଣ୍ଡାରୀ ସ୍କୁଲ ମଧ୍ୟକୁ ୨ରୁ୩ଜଣ ଆତଙ୍କବାଦୀ ପ୍ରବେଶ କରି ପ୍ରିନ୍ସପାଲ ସତିନ୍ଦର କୌର ଓ ଶିକ୍ଷକ ଦୀପକ ଚାନ୍ଦଙ୍କୁ ଗୁଳି କରିଥିଲେ । ଏହା…

ରାଜ୍ୟରେ ସ୍କ୍ରାପ ପଲିସି କାର୍ଯ୍ୟକାରୀ ନେଇ ନିଷ୍ପତ୍ତି ହୋଇନାହିଁ: ପରିବହନ ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରର ସ୍କ୍ରାପ ପଲିସି ନେଇ ରାଜ୍ୟ ସରକାର ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇନାହାଁନ୍ତି  ବୋଲି ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟରେ କାର୍ଯ୍ୟକାରୀ ନେଇ କିଛି ନିଷ୍ପତ୍ତି ହୋଇନି । ଗାଡି ଯଦି ଖରାପ ଥିବ ସେ ସଂକ୍ରାନ୍ତରେ ବିଚାର କରାଯିବ । ଯଦି ଗାଡ଼ି…

ପିସିସି ସଭାପତି ପଦରୁ ଇସ୍ତଫା ନେଇ ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ୱର : ପିସିସି ସଭାପତି ପଦରୁ ଇସ୍ତଫା ନେଇ ପ୍ରତିକ୍ରିୟା ରଖିଛନ୍ତି  ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ପିସିସି ସଭାପତି ଚିରସ୍ଥାୟୀ ନୁହଁ ବୋଲି ସେ କହିଛନ୍ତି ।ସଭାପତି ରହିବା ନରହିବା ହାଇକମାଣ୍ଡଙ୍କ ଉପରେ ନିର୍ଭର କରେ ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି । ମୁଁ ବହୁତ ଦିନ…

ସିଆର୍‌ପିଏଫ୍ ଯବାନଙ୍କ ରହସ୍ୟଜନକ ମୃତ୍ୟୁ, ହତ୍ୟା ସନ୍ଦେହ

ସୁବର୍ଣ୍ଣପୁର: ଜଣେ ସିଆର୍‌ପିଏଫ୍ ଯବାନଙ୍କ ମୃତ୍ୟୁ ଘଟଣା ସୁବର୍ଣ୍ଣପୁରରେ ଚାଚଂଲ୍ୟ ଖେଳାଇଛି । ମୃତ ଯବାନ ପ୍ରତାପ ନାଏକଙ୍କ ଘର ମଝିପଡା ବୋଲି ଜଣାପଡିଛି । ଟ୍ରେନରେ ଘରକୁ ଫେରୁଥିବାବଳେ ଆସାମର ଲମଟିଂରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ମୃତଦେହରେ ବହୁ ଗଭୀର ଆଘାତ ଥିବାବେଳେ…

‘ସରକାର ମୋତେ ରୋଜଗାର ଦିଅ’ ନାରା ଦେଇ ଭଞ୍ଜସେନାର ଗଣଧାରଣା

ମୟୁରଭଞ୍ଜ: ପର୍ଯ୍ୟଟନ ଶିଳ୍ପ ମାଧ୍ୟମରେ ଜିଲ୍ଲାର ଲକ୍ଷାଧିକ ବେକାର ଯୁବକ, ଯୁବତୀଙ୍କୁ ଆତ୍ମନିର୍ଭରଶୀଳ କରାଇବା ଦାବି ନେଇ ଭଞ୍ଜସେନା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟଟନ ଶିଳ୍ପ ହିଁ ଏକମାତ୍ର ଶିଳ୍ପ ଯେଉଁଥିରେ କମ…

କରୋନାରେ ହାରିଗଲେ ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ

ଭୁବନେଶ୍ୱର : ଆରପାରିରେ ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ ଦାସ । କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଆଦିତ୍ୟ କେୟାର ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସାଲେପୁରରେ…

ବିଧାୟକଙ୍କ ନାଁରେ ୨ ହଜାର ଟଙ୍କା ଜରିମାନା

ପୁରୀ : ନିଷିଦ୍ଧାଞ୍ଚଳରେ ଗାଡି ଚଲାଇବା ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟଙ୍କ ପାଇଁ ପଡ଼ିଛି ମହଙ୍ଗା । ଶ୍ରୀ ମନ୍ଦିର ସମ୍ମୁଖରେ ଗାଡି ଭର୍ତି କରିଥିବାରୁ ବିଧାୟକଙ୍କ ଠାରୁ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ପୁରୀ ପୋଲିସ ବିଧାୟକଙ୍କ ଠାରୁ ଜରିମାନା ଆଦାୟ କରିଛି।ବିଧାୟକଙ୍କ…

ଆଜାଦୀ କା ଅମୃତ ମହୋତ୍ସବରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ

ପୁରୀ: ପୁରୀ ବେଳାଭୂମିରେ ୭୫ତମ ଆଜାଦୀ କା ଅମୃତ ମହୋତ୍ସବ। ଦୁଇଦିନିଆ ପୁରୀ ଗସ୍ତରେ ଆସି କେନ୍ଦ୍ର ପରିବେଶ ଓ ଜଙ୍ଗଲ ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ପୁରୀ ବ୍ଲୁଫ୍ଲାଗ ବେଳାଭୂମିରେ ଝାଉଁ ରୋପଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। କେନ୍ଦ୍ର…

ଗ୍ୟାସ ପାଇପ୍ ଲାଇନ ପାଇଁ ଖୋଳାଯାଇଥିବା ଖାଲରେ ପଡ଼ି ବୃଦ୍ଧ ମୃତ

ଢେଙ୍କାନାଳ: ଗ୍ୟାସ୍ ପାଇପ୍ ଲାଇନ୍ ପାଇଁ ମାଟି ଖୋଳାଯାଇଥିଲା । ଖାଲରେ ଥିବା ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା କିଙ୍ଗୋଳ ଗାଁ ଦେଇ ଯାଇଥିବା ପାରାଦୀପ-ଅନୁଗୁଳ ଗ୍ୟାସ ପାଇପ ଲାଇନ ଖାଲରେ ଥିବା ପାଣିରେ ବୁଡି ବୃଦ୍ଧଙ୍କର ମୃତ୍ୟୁ ହୋଇଛି ।…