Latest Odisha News

BREAKING NEWS

Browsing Category

ଫିଚର

ଆୟୁଷ ଡାକ୍ତରଙ୍କ ପକ୍ଷରୁ ଅସହଯୋଗ ଆନ୍ଦୋଳନ

ବରଗଡ଼: ଗତ ଅକ୍ଟୋବର ୨ତାରିଖରୁ ଆୟୁଷ ଡାକ୍ତରମାନେ ଅସହଯୋଗ ଆନ୍ଦୋଳନ ଜାରି ରଖିଛନ୍ତି। ମାତ୍ର ବର୍ତ୍ତମାନ ସୁଦ୍ଧା ସେମାନଙ୍କ ଦାବି ପୂରଣ ହୋଇନାହିଁ। ଏହା ଉପରେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ବରଗଡ଼ ସାମ୍ବାଦିକ ସଂଘଠାରେ ଏକ ସାମ୍ବାଦିକ ସମ୍ମିଳନୀ ରାଜ୍ୟ ଆୟୁଷ ଡାକ୍ତରଙ୍କ…

ନକଲି ବନ୍ଧୁକ ଧରି ଚୋରି କରିବାକୁ ଆସିଥିଲେ, କାବୁ କଲେ ଗାଁ ଲୋକ

ମାଲକାନଗିରି: ନକଲି ବନ୍ଧୁକ ଧରି ଚୋରି କରିବାକୁ ଆସିଥିବା ଚୋର ହଟହଟା । ନକଲି ବନ୍ଧୁକଧାରୀ ଚୋରଙ୍କୁ କାବୁ କଲେ ଗ୍ରାମବାସୀ । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଥାନା ଅନ୍ତର୍ଗତ ଉଡ଼ପା ଗାଁରେ । ଗତକାଲି ବିଳମ୍ବିତ ରାତିରେ ସୀମାନ୍ତ ଛତିଶଗଡ଼ ରାଜ୍ୟ ନାରାୟଣପୁର ଅଞ୍ଚଳର…

ଭୂତ ନାଁରେ କୋଟିଏ ବୀମା ଟଙ୍କା ଆତ୍ମସାତ, LIC ଏଜେଣ୍ଟ ଗିରଫ

ଭୁବନେଶ୍ୱର: ମୃତ ବ୍ୟକ୍ତିଙ୍କ ନାଁରେ ବୀମା । ୪ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ ଅଭିଯୋଗ । ଏହି ମାମଲାରେ ଜଣେ ଏଲଆଇସି ଏଜେଣ୍ଟକୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା । ଖୋର୍ଦ୍ଧା ଏଲଆଇସି କାର୍ୟ୍ୟାଳୟର ଏଜେଣ୍ଟ କବିରାଜ…

କ୍ରୁଜ୍ ଡ୍ରଗ୍ସ ଲିଙ୍କ୍: ଜଣେ ବିଦେଶୀଙ୍କୁ ହେପାଜତରେ ନେଲା ଏନସିବି

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ପାର୍ଟିରେ ସାମନାକୁ ଆସିଲା ବିଦେଶୀ ଲିଙ୍କ୍ । ଗତକାଲି ଜଣେ ବିଦେଶୀ ନାଗରିକ ଗିରଫ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ତାଙ୍କୁ ହେପାଜତରେ ନେଇ ପଚରାଉଚରା କରୁଛି ଏନସିବି । ବାନ୍ଦ୍ରାରୁ ତାଙ୍କୁ ଗିରଫ କରାଯାଇଛି । ଗିରଫ ବିଦେଶୀ ନାଗରିକଙ୍କ ପାଖରୁ ଜବତ…

ବସ୍-ଟ୍ରକ୍ ଧକ୍କାରେ ୯ ମୃତ, ୨୭ ଆହତ

ବାରବାଙ୍କି(ଉତ୍ତରପ୍ରଦେଶ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ୍ ସହ ପିଟିହେଲା ବସ୍ । ଦୁର୍ଘଟଣାରେ ୯ ଜଣଙ୍କର ଜୀବନ ଯାଇଛି । ଆଉ ୨୭ ଜଣ ଗୁରୁତର ଆହତ ହୋଇଛନ୍ତି । ଉତ୍ତରପ୍ରଦେଶ ବାରବାଙ୍କି ଜିଲ୍ଲାର କିଷନ ପଥ ବାବୁରି ନିକଟରେ ଏହି ଦୁର୍ଘଟଣା ଘଟିଛି । ବସଟି ଦିଲ୍ଲୀରୁ ଉତ୍ତରପ୍ରଦେଶର…

ବିନା ଭକ୍ତରେ ଗଡ଼ିଲା ମା’ ବିରଜାଙ୍କ ରଥ

ଯାଜପୁର: କୋରନା କଟକଣା ଭିତରେ ବିନା ଭକ୍ତରେ ଗଡ଼ିଲା ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ରଥ । ନବରାତ୍ରି ଅବସରରେ ଆରମ୍ଭ ହୋଇଛି ମା’ ବିରଜାଙ୍କର ନବଦିବସୀୟ ରଥଯାତ୍ରା । ଗତକାଲି ପାରମ୍ପରିକ ରୀତିନୀତି ଅନୁଯାୟୀ ରଥପୂଜା ପରେ ରଥ ପ୍ରତିଷ୍ଠା କରାଯାଇଥିଲା । ଏହାପରେ ମା’ଙ୍କ ଚଳନ୍ତି…

ହଷ୍ଟେଲ ରୁମରୁ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର: ହଷ୍ଟେଲ ରୁମ୍ ଭିତରୁ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ପରିବାର ଲୋକଙ୍କ ଉପସ୍ଥିତିରେ ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ଏହାପରେ…

ଆଜି ବ୍ରହ୍ମଗିରି ଯିବେ ମୁଖ୍ୟମନ୍ତ୍ରୀ, BSKYରେ ସ୍ମାର୍ଟ କାର୍ଡ ବାଣ୍ଟନର ଶୁଭାରମ୍ଭ କରିବେ

ପୁରୀ: ଆଜିଠୁ ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଏଥିସହ ବ୍ରହ୍ମଗିରି ବିକାଶ ପାଇଁ ପ୍ରାୟ ହଜାରେ କୋଟି ଟଙ୍କାର ବିଭିନ୍ନ…

ଲଖିମପୁର ଖେରି ହିଂସାକାଣ୍ଡ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡକୁ ନେଇ ଦେଶବ୍ୟାପୀ ଆଲୋଡନ୍ । ରାଜନୀତି ବି ତେଜିଛି । କୃଷକଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଘଟଣାକୁ ନେଇ ଉତ୍ତରପ୍ରଦେଶ ସରକାର ଓ କେନ୍ଦ୍ରକୁ ଟାର୍ଗେଟ କରୁଛନ୍ତି ବିରୋଧୀ । ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି । ଆଜି ଲଖିମପୁର ଖେରି…

ଶକ୍ତିଶାଳୀ ଭୂକମ୍ପରେ ଥରିଲା ପାକିସ୍ତାନ, ୨୦ ଜଣଙ୍କର ମୃତ୍ୟୁ

ଇସଲାମାବାଦ: ବଡ଼ ଧରଣର ଭୂମିକମ୍ପରେ ଥରିଲା ପାକିସ୍ତାନ । ଆଜି ଭୋଟ ପାଖାପାଖି ସାଢ଼େ ୩ଟା ବେଳେ କମ୍ପନ ଅନୁଭୂତ ହୋଇଥିଲା । ଦକ୍ଷିଣ ପାକିସ୍ତାନରେ ହୋଇଥିଲା ଭୂମିକମ୍ପ । ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୬.୦ । ଏତେ ଜୋରରେ କମ୍ପନ ହୋଇଥିଲା ଯେ ଘରର ଛାତ ଭୁଶୁଡ଼ି ପଡ଼ିବା ସହ କାନ୍ଥ…