Latest Odisha News

BREAKING NEWS

Browsing Category

ଫିଚର

ପୁଅ ଆର୍ୟନ ସହ ୨ ମିନିଟ କଥା ହେଲେ ଶାହାରୁଖ

ମୁମ୍ବାଇ: ଜାହାଜରେ ରେଭ୍ ପାର୍ଟି ଓ ଡ୍ରଗ୍ସ ମାମଲାରେ ଗିରଫ ହୋଇଛନ୍ତି ଶାହାରୁଖ ଖାନଙ୍କ ପୁଅ ଆର୍ୟନ୍ ଖାନ୍ । ତାଙ୍କୁ ଆଜି ଯାଏ ହେପାଜତରେ ନେଇଛି ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ । ଆଜି ପୁଅ ସହ କଥା ହୋଇଛନ୍ତି ଶାହାରୁଖ ଖାନ୍ । ଆର୍ୟନ ସହ ସେ ଦୁଇ ମିନିଟ କଥା ହୋଇଥିବା ସୂଚନା ମିଳିଛି…

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବିମାନକୁ ଲକ୍ଷ୍ନୌରେ ଅବତରଣ ଅନୁମତି ମିଳିଲାନି

ଲକ୍ଷ୍ନୌ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ବିମାନକୁ ଲକ୍ଷ୍ନୌ ବିମାନବନ୍ଦରରେ ଅବତରଣ ପାଇଁ ଅନୁମତି ମିଳିଲା ନାହିଁ । ଏଭଳି ଅଭିଯୋଗ କରିଛି କଂଗ୍ରେସ । ଉତ୍ତରପ୍ରଦେଶରେ ବିଜେପି ସରକାର ଜଣେ ମୁଖ୍ୟମନ୍ତ୍ରୀଙ୍କୁ ଅଟକାଉଥିବା ଦଳ ଅଭିଯୋଗ କରିଛି । କଂଗ୍ରେସ ଅଭିଯୋଗ କରିଛି, ଭୂପେଶ…

ଆଜି ୧୮ ଜିଲ୍ଲାରୁ ୪୦୭ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୦୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୭୪ ଜଣ ସଂକ୍ରମିତ । ୧୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି । କ୍ୱାରେଣ୍ଟାଇନରୁ ୨୩୮ ଓ…

ଆର୍ୟନ ଗିରଫ ପରେ ଶାହାରୁଖଙ୍କୁ ଭେଟିବାକୁ ପହଞ୍ଚିଲେ ସଲମାନ୍

ମୁମ୍ବାଇ: ଜାହାଜରେ ରେଭ୍ ପାର୍ଟିରେ ସାମିଲ ଅଭିଯୋଗରେ ଗିରଫ ହୋଇଛନ୍ତି ବଲିଉଡ୍ କିଙ୍ଗ ଖାନ୍ ଶାହାରୁଖ ଖାନଙ୍କ ପୁଅ ଆର୍ୟନ ଖାନ । ତାଙ୍କୁ ଦିନିକିଆ ହେପାଜତରେ ନେଇଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବି । ଆଜି ଯାଏ ତାଙ୍କୁ ରିମାଣ୍ଡରେ ନେଇଛି ଏନସିବି । ଗତକାଲି ଆର୍ୟନ ଗିରଫ…

ଲକ୍ଷ୍ମୀପୁର ଖେରି ହିଂସାକାଣ୍ଡ: ମୃତକଙ୍କ ପରିବାରକୁ ଭେଟିବାକୁ ଯିବା ବେଳେ ପ୍ରିୟଙ୍କା ଗାନ୍ଧି ଅଟକ

ଲକ୍ଷ୍ନୌ: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧିଙ୍କୁ ଅଟକ ରଖିଲା ଉତ୍ତରପ୍ରଦେଶ ପୋଲିସ । ଲକ୍ଷ୍ନୀପୁର ଖେଲି ହିଂସାକାଣ୍ଡ ପରେ ମୃତକଙ୍କ ପରିବାରକୁ ଭେଟିବା ପାଇଁ ଯିବା ବେଳେ ତାଙ୍କୁ ବାଟରେ ଅଟକାଇଛି ପୋଲିସ । ସକାଳ ସାଢ଼େ ୫ଟା ବେଳେ ସୀତାପୁର ନିକଟରେ ପ୍ରିୟଙ୍କାଙ୍କୁ ହେପାଜତକୁ ନେଇଛି…

ଆଜି ଗଜପତି ଜିଲ୍ଲା ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ BSKY ସ୍ମାର୍ଟ ହେଲଥ କାର୍ଡ

ଭୁବନେଶ୍ୱର: ଆଜିଠୁ ମୁଖ୍ୟମନ୍ତ୍ରୀଙ୍କର ମାରାଥନ୍ ଜିଲ୍ଲା ଗସ୍ତ । ଆଜି ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ବହୁ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି । ସକାଳ ୧୧ଟାରେ ସେ ପାରଳାଖେମୁଣ୍ଡି ହେଲିପ୍ୟାଡରେ…

ନଦୀରେ ଭାସିଯାଇ ତିବତ୍ତୀୟ ନାବାଳକ ନିଖୋଜ

ଗଜପତି : ସାଙ୍ଗ ମାନଙ୍କ ସହ ନଦୀ ପାର ହୋଇ ପିକନିକ କରିବା ହେଲା କାଳ । ନଦୀ ପାର ହେଉଥିବା ବେଳେ ନଦୀରେ ଭାସି ଯାଇ ନିଖୋଜ ଅଛନ୍ତି ତିବତୀୟ ନାବାଳକ । ନିଖୋଜ ନାବାଳକ ଜଣକ ହେଲେ ଜିରାଙ୍ଗ ଗ୍ରାମର ଜିଗ୍ମି ଦେଓ୍ବା । ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା ମହେନ୍ଦ୍ରଗଡ଼ ନଦୀରେ ଘଟିଛି ଏଭଳି ଏକ…

ଗ୍ରାନାଇଟ ବୋଝେଇ ଟ୍ରକରୁ କୋଟିଏରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ଗଜପତି : ଗଜପତି ଜିଲ୍ଲା ଅଡବା ପୋଲିସକୁ ମିଳିଛି ବଡ଼ ସଫଳତା । ଅଡବା ପୋଲିସ ପେଟ୍ରୋଲିଂ ବେଳେ ମନ୍ଦ୍ରାବାଜୁ ଛକ ନିକଟରୁ ଏକ ଏକ ଟ୍ରକରୁ ଜବତ ହୋଇଛି ବିପୁଳ ପରିମାଣର ଗଞ୍ଜେଇ । ଉତ୍ତରପ୍ରଦେଶ ନମ୍ବର ଥିବା ଏକ ଟ୍ରକକୁ ଚେକିଂ ବେଳେ, ସେଥୁରୁ ଜବତ ହୋଇଛି ୭୦ ବସ୍ତାରେ ଗଞ୍ଜେଇ ।…

ଆର୍ଯ୍ୟନ ଡ୍ରଗ୍ସ କେସ୍‌: ଜୟାଙ୍କୁ ତାଙ୍କ ଡାଇଲଗ ମନେ ପକାଇଦେଲେ କଙ୍ଗନା

ମୁମ୍ବାଇ: ସୁପରଷ୍ଟାର ଶାହାରୁଖ ଖାଁଙ୍କ ପୁତ୍ର ଆର୍ଯ୍ୟନ ଡ୍ରଗ କେସରେ ଗିରଫ ହୋଇଛନ୍ତି । ବଲିଉଡ କୁଇନ କଙ୍ଗନା ରାନାୱତ ଏ ନେଇ ପ୍ରତିକ୍ରିୟା ଦେଇଛନ୍ତି । ସେ ଜୟା ବଚ୍ଚନଙ୍କୁ ଟାର୍ଗେଟ କରି ଟୁଇଟ କରିଛନ୍ତି । ଶାହାରୁଖଙ୍କ ପୁତ୍ର ଯାହା କଲା ତାହା କଣ ଥାଳିରେ ଛିଦ୍ର କହିବେ କି ନାହିଁ ?…

ଆର ପାରିରେ ନଟୁ କାକା

ମୁମ୍ବାଇ: କମେଡି ସିରିୟଲ ତାରକ ମେହତାଙ୍କ ଉଲଟା ଚଷମାର ଲୋକପ୍ରିୟ କଳାକାର ନଟୁ କାକା ଭୁମିକାରେ ଅଭିନୟ କରିଥିବା ଘନଶ୍ୟାମ ନାୟକଙ୍କ ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘଦିନ ଧରି କର୍କଟ ରୋଗରେ ଆକ୍ରାନ୍ତ ଥିଲେ । ତାରକ ମେହେତାଙ୍କ ଉଲଟା…