Latest Odisha News

BREAKING NEWS

Browsing Category

ଫିଚର

ମାନସିକ ବିକାରଗସ୍ତ ଯୁବକଙ୍କୁ ଘରକୁ ଫେରାଇବାକୁ ଅନୁରୋଧ

ଭୁବନେଶ୍ୱର: ମାନସିକ ବିକାରଗସ୍ତ ଯୁବକଙ୍କୁ ଘରକୁ ଫେରାଇବାକୁ ଆକୁଳ ନିବେଦନ କରିଛନ୍ତି ଜଣେ ସହୃଦୟ ବ୍ୟକ୍ତି। ଗୁଜୁରାଟର ଅଲୀମ ଖାନ୍ ଏକ ଭିଡ଼ିଓ ମାଧ୍ୟମରେ ସେୟାର କରି କହିଛନ୍ତି, ଗତ ଦୁଇ, ତିନି ଦିନ ହେବ ତାଙ୍କ ପାଖକୁ ପୂରଣ ୟାଦବ ନାମକ ଜଣେ ବ୍ୟକ୍ତି ଆସି ଘରକୁ ଫେରାଇଦେବା ପାଇଁ ନିବେଦନ…

ଏସଟିଏଫ୍ ହାତରେ ଧରାପଡ଼ିଲେ ଦୁଇ ବଜ୍ରକାପ୍ତା ବେପାରୀ

ଖୋର୍ଦ୍ଧା: ପୁଣି ଏସଟିଏଫ୍ କ୍ରାଇମବ୍ରାଞ୍ଚ ହାତରେ ଧରାପଡ଼ିଛି ବଜ୍ରକାପ୍ତା ବେପାରୀ। ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗା-ପିତାପଲ୍ଲୀ ରାସ୍ତାରୁ ଦୁଇଜଣ ବନ୍ୟଜନ୍ତୁ ଚୋରାଚାଲାଣକାରୀଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦୁଇଜଣ ହେଉଛନ୍ତି କଳାହାଣ୍ଡିର କୈଳାସ ଖୋସଲା ଓ ନବରଙ୍ଗପୁରର ଚୈତନ୍ୟ ଭତ୍ରା।…

ଗୋରୁ ବୋଝେଇ ଟ୍ରକ ଜବତ

ବରଗଡ଼ : ଗୋରୁ ଚୋରା ଚାଲାଣ ଗ୍ୟାଙ୍ଗକୁ ଧରିବାରେ ସଫଳ ହେଲା ବଜରଙ୍ଗ ଦଳ। ବରଗଡ଼ରେ ଏକ ବଡ ଧରଣର ଗୋରୁ ଚାଲାଣ କରାଯାଉଥିବା ବେଳେ ଏହାକୁ ରୋକିବାରେ ସଫଳ ହୋଇଛି ବରଗଡ଼ ବଜରଙ୍ଗୀ ଦଳ। ରାତି ପ୍ରାୟ ୧୨ ପାଖାପାଖି ସମୟ ହେବ । ଛତିଶିଗଡ଼ ପଟୁ ଏକ କଣ୍ଟେନର ଗାଡିକୁ ବରଗଡ଼ ବିକାଶ ହସ୍ପିଟାଲ ସାମ୍ନାରେ…

ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପୂଜା ଭେଟି । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତ ବୃଦ୍ଧି ପାଇଛି । ଜୁଲାଇ ମାସ ୨୧ ତାରିଖରୁ ସରକାରୀ କର୍ମଚାରୀ ମାନଙ୍କ ମହଙ୍ଗା ଭତ୍ତା ୧୧ ପ୍ରତିଶତ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିରେ…

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ ସଂଶୋଧିତ

ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି । ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି…

ବିଦେଶ ମାଟିରେ ଓଡ଼ିଆ ପୁଅ ଏହେସାସ୍ ହୋତାଙ୍କ କମାଲ

ସୋନପୁର: ବିଦେଶ ମାଟିରେ କମାଲ ଦେଖାଇଲେ ଓଡ଼ିଆ ପୁଅ। ଜି-୧ ଓପନ ଇଣ୍ଟରନ୍ୟାସନାଲ ତାଇକୋଣ୍ଡୋ ଚମ୍ପିଆନସିପ୍ ବ୍ରୋଞ୍ଜ ପଦକ ହାତେଇ ସୁବର୍ଣ୍ଣପୁର ମାଟି ପାଇଁ ଗୌରବ ଆଣିଛନ୍ତି ଏହେସାସ୍ ହୋତା। ୟୁରୋପ ଆଲବାନିଆଁର ତିରୋନାରେ ଗତ ୧ରୁ ୫ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ଜି-୧ ଓପନ…

ଶପଥ ନେଲେ ଓଡ଼ିଶା ହାଇକୋର୍ଟଙ୍କ ୨ ନୂଆ ବିଚାରପତି

କଟକ: ଓଡ଼ଶା ହାଇକୋର୍ଟରେ ଦୁଇ ଜଣ ନୂଆ ବିଚାରପତି ଭାବରେ ଆଜି ଶପଥ ନେଇଛନ୍ତି । ଜଷ୍ଟିସ୍ ଯଶୋବନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଲୀଧର ସେମାନଙ୍କୁ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଶପଥ ପାଠ କରାଇଥିଲେ । ପଞ୍ଜାବ ହରିୟାଣା…

କାଲି ପୁରୀ ସମୁଦ୍ରରେ ଭାସି ଯାଇଥିଲେ, ଆଜି ମିଳିଲା ମୃତଦେହ

ପୁରୀ: ସମୁଦ୍ରରେ ଗାଧୋବା ହେଲା କାଳ । ସମୁଦ୍ର ସ୍ନାନରୁ ସଲିଳ ସମାଧି । ପୁରୀ ସମୁଦ୍ରରେ ଗତକାଲି ଗାଧୋଇବା ବେଳେ ଭାସିଯାଇ ନିଖୋଜ ଥିବା ପର୍ୟ୍ୟଟକଙ୍କର ଆଜି ମୃତଦେହ ମିଳିଛି । ପୁରୀ ଚକ୍ରତୀର୍ଥ ରୋଡ୍ ପିଙ୍କ ହାଉସ୍ ସମ୍ମୁଖ ବେଳାଭୂମିରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ…

ଅରୁଣାଚଳ ପ୍ରଦେଶରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ

ନୂଆଦିଲ୍ଲୀ: ବିସ୍ତାରବାଦୀ ଚୀନର ବଦମାସୀ କମୁନି । ଲଦାଖ ପରେ ଏବେ ଅରୁଣାଚଳ ପ୍ରଦେଶ ସୀମାରେ ଭାରତୀୟ ସେନା ସହ ମୁହାଁମୁହିଁ ହୋଇଛି । ଏଲଏସିରେ ଦୁଇ ଦେଶର ସୈନ୍ୟ ସାମନା ସାମନି ହୋଇଛନ୍ତି । ଅରୁଣାଚଳ ପ୍ରଦେଶର ୟାଙ୍ଗସ୍ତେ ଅନ୍ତର୍ଗତ ତାଓ୍ୱାଙ୍ଗ ସେକ୍ଟରରେ ଏହି ଘଟଣା ଘଟିଥିଲା । ଚୀନର…

ଆଜିଠୁ ନନ୍ଦନକାନନରେ ଗଡ଼ିବ ଟଏ ଟ୍ରେନ୍

ଭୁବନେଶ୍ୱର: ଆଜିଠୁ ପୁଣି ଥରେ ନନ୍ଦନକାନନରେ ଟଏ ଟ୍ରେନରେ ବସି ଚିଡିଆଖାନା ବୁଲିବାର ମଜା ନେଇପାରିବେ ପର୍ୟ୍ୟଟକ । ୭ ବର୍ଷ ପରେ ଟ୍ରାକରେ ଗଡ଼ିବ ଟଏ ଟ୍ରେନ୍ । ଆଜି ସାଢ଼େ ୧୧ଟାରେ ଏହାର ଲୋକାର୍ପଣ ହେବ । ଏଥିରେ ଛୋଟ ପିଲାଙ୍କଠାରୁ ଆରମ୍ଭ କରି ସବୁ ବର୍ଗର ଲୋକ ବସିପାରିବେ । ନନ୍ଦନକାନନରେ…