Latest Odisha News

BREAKING NEWS

Browsing Category

ଫିଚର

ଆଘାତ ସମସ୍ୟା ଯୋଗୁ ଆଇପିଏଲ, ଟି୨୦ ବିଶ୍ୱକପରୁ ଓହରିଲେ ଇଂଲଣ୍ଡ ଅଲରାଉଣ୍ଡର ସାମ କୁରାନ

ଲଣ୍ଡନ: ଇଂଲଣ୍ଡ ଅଲରାଉଣ୍ଡର ସାମ କୁରାନ ଆଘାତ ସମସ୍ୟା ଯୋଗୁ ଆଇପିଏଲର ବାକି ତକ ମ୍ୟାଚ ଏବଂ ଟି୨୦ ବିଶ୍ୱକପ କ୍ରିକେଟରୁ ଓହରି ଯାଇଛନ୍ତି । ଆଇପିଏଲ ପ୍ଲେଅଫ ପୂର୍ବରୁ କୁରାନ ଓହରିଯିବା ଚେନ୍ନାଇ ସୁପର କିଙ୍ଗ୍‌ସକୁ ଶକ୍ତ ଧକ୍କା ହୋଇଛି । ଶନିବାର ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚରେ ସେ…

ଚିରାଗ ପାଇଲେ ହେଲିକପ୍ଟର ଆଉ ପଶୁପତିଙ୍କୁ ସିଲାଇ ମେସିନ ଚିହ୍ନ

ନୂଆଦିଲ୍ଲୀ: ନିର୍ବାଚନ କମିଶନ ଲୋକ ଜନଶକ୍ତି ପାର୍ଟି (ଏଲଜେପି)ର ଦୁଇ ଗୋଷ୍ଠୀଙ୍କୁ ଆଜି ନିର୍ବାଚନ ଚିହ୍ନ ପ୍ରଦାନ କରିଛନ୍ତି । ଚିରାଗ ପାସୱାନଙ୍କ ଲୋକ ଜନଶକ୍ତି ପାର୍ଟିକୁ ହେଲିକପ୍ଟର ଏବଂ ପଶୁପତି କୁମାର ପାରସଙ୍କୁ ସିଲାଇ ମେସିନ ଚିହ୍ନ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ, ଏଲଜେପିର…

ମାତିଛନ୍ତି ଲୁଟେରା , ମହିଳାଙ୍କ ଠାରୁ ଝାମ୍ପିନେଲେ ୫ ଲକ୍ଷ

କୋରାପୁଟ :  କୋଟପାଡ ସହରରେ ମାତିଛନ୍ତି ଲୁଟେରା । ଦିନି ଦ୍ୱିପ୍ରହରରେ ମହିଳାଙ୍କ ଠାରୁ ୫ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।ମହିଳା ଜଣକ ବହୁ ଚେଷ୍ଟା କରିବା ସତ୍ୱେ ମଧ୍ୟ ଲୁଟେରାଙ୍କ ହାତରୁ ଖସି ପାରିନଥିଲେ ।  ରାସ୍ତାରେ ପଡ଼ିଯାଇଥିବା ସମୟରେ ଲୁଟେରା ମାନେ ମହିଳାଙ୍କ ଟଙ୍କା…

ଆସନ୍ତାକାଲି ମହାଳୟା ଅମାବାସ୍ୟାରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ: ମହାଳୟା ଅମାବାସ୍ୟାରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଆସନ୍ତାକାଲି ଭକ୍ତଙ୍କ ଅତ୍ୟଧିକ ଗହଳି ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତି ନେଇଛନ୍ତି। କେବଳ ଆସନ୍ତାକାଲି ନୁହେଁ, ଚଳିତମାସ ୮ଦିନ ଶ୍ରୀମନ୍ଦିର ବନ୍ଦ ରହିବ। ପୂର୍ବରୁ…

ବରଗଡ଼ ବହୁ ଚର୍ଚ୍ଚିତ ହାଜତ ମୃତ୍ୟୁ ଘଟଣାକୁ ନେଇ BSP ର ବିକ୍ଷୋଭ

ବରଗଡ଼ : ବହୁ ଚର୍ଚ୍ଚିତ ବରଗଡ଼ ହାଜତ ମୃତ୍ୟୁ ଘଟଣାକୁ ନେଇ ବି ଏସ ପି ପକ୍ଷରୁ ବିକ୍ଷୋଭ । ବରଗଡ଼ ଜିଲ୍ଲା ତୋରା ଗାଁ ର ଗୋବିନ୍ଦ କୁମ୍ଭାରଙ୍କ ଟାଉନ ଥାନା ହାଜତରେ ମୃତ୍ୟୁ ଘଟଣାକୁ ନେଇ ବିବାଦ ବଢ଼ିବାରେ ଲାଗିଛି । ଆଜି ବହୁଜନ ସମାଜ ବରଗଡ଼ ଶାଖା ପକ୍ଷରୁ ଏସ୍ ପି ଅଫିସ ସମ୍ମୁଖରେ ବିକ୍ଷୋଭ…

ନ୍ୟାୟ ଦାବିରେ ଆଦିବାସୀ ସେଙ୍ଗେଲ ଅଭିଯାନର କାର୍ଯ୍ୟକର୍ତ୍ତା

ମୟୁରଭଞ୍ଜ: ସାମାଜିକ ବାସନ୍ଦ କରାଯାଇଥିବା ପରିବାରକୁ ନ୍ୟାୟ ଦାବିରେ ଆଦିବାସୀ ସେଙ୍ଗେଲ ଅଭିଯାନ। ସୂଚନା ଅନୁସାରେ, ମୟୁରଭଞ୍ଜ ଜିଲାର ରୁଗୁଡ଼ିଡିହି ଗ୍ରାମର ଗ୍ରାମବାସୀ ସେହି ଗ୍ରାମର ମୁଚିରାମ ଟୁଡ଼ୁଙ୍କ ପରିବାରକୁ ସାମାଜିକ ବାସନ୍ଦ କରିଛନ୍ତି। ମୁଚିରାମଙ୍କ ପରିବାର ଲୋକେ ପିଇବା ପାଣି ବନ୍ଦ…

ଉତ୍ତରପ୍ରଦେଶକୁ ମୋଦୀଙ୍କ ବଡ଼ ଭେଟି : ୭୫ ହଜାର ଲୋକଙ୍କୁ ବାଣ୍ଟିଲେ ଘର

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବଡ଼ ଭେଟି । ଲକ୍ଷ୍ନୌରେ ନ୍ୟୁ ଅର୍ବାନ ଇଣ୍ଡିଆନ୍ ଥିମ ଉପରେ ଆୟୋଜିତ  ତିନିଦିନିଆ କନକ୍ଲେଭରେ ୭୫ ହଜାର ଲୋକଙ୍କୁ ଆବାସ ଘର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଇନ୍ଦିରା ଗାନ୍ଧୀ…

କରୋନାରେ ହାରିଗଲେ ସାମ୍ବାଦିକ ସତ୍ୟଜିତ

ଭୁବନେଶ୍ୱର : ପରଲୋକରେ ଆଉ ଜଣେ ଯୁବ ସାମ୍ବାଦିକ । କରୋନାରେ ହାରିଗଲେ ଟେଲିଭିଜନ ଦୁନିଆରେ ନାଁ କମାଇଥିବା ସାମ୍ବାଦିକ ସତ୍ୟଜିତ ମହାପାତ୍ର । କରୋନା ସହ ସଂଘର୍ଷ କରି ୪୪ ବର୍ଷ ବୟସରେ ଆର ପାରିକୁ ଚାଲିଯାଇଛନ୍ତି "ଦ କମନ ଟାଇମ୍ସ" ସମ୍ପାଦକ ସତ୍ୟଜିତ ମହାପାତ୍ର । ଏକ ଘରୋଇ ହସ୍ପିଟାଲରେ ସେ…

ଚାଲିଛି ଫେଷ୍ଟିଭ୍ ସିଜିନ୍ ସେଲ୍‌, ଅର୍ଡର୍ କଲେ ମିଳୁଛି ଇଟା ଓ ନଟ୍ ବୋଲ୍ଟ

ଭୁବନେଶ୍ୱର: ବର୍ତ୍ତମାନ ଏକାଧିକ ଅନ୍‌ଲାଇନ୍ ଇ-କମର୍ସ ସାଇଟ୍ ଫେଷ୍ଟିଭ୍ ସିଜିନ୍ ସେଲ୍ ଆରମ୍ଭ କରିଛନ୍ତି । ଲୋକେ ବି ମନଲୋଭା ଦେଖି ଅଫର ଦେଖି ଆକର୍ଷିତ ହୋଇ ସପିଂ କରିବାରେ ଲାଗିପଡିଛନ୍ତି । ହେଲେ ଲୋଭନୀୟ ଅଫର କିଛି ଲୋକଙ୍କ ମନ ଖଟା କରିଦେଇଛି । ନିକଟରେ କିଛି ସୋସିଆଲ୍ ମିଡିଆ ୟୁଜର୍ସ…

ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କ କଷ୍ଟୋଡ଼ି ବଢ଼ାଇବା ପରେ ଶଶି ଥରୁରଙ୍କ ସହାନୁଭୂତି

କଂଗ୍ରେସ ନେତା ଶଶି ଥରୁର କ୍ରୁଜ୍ ଡ୍ରଗ୍ସ ମାମଲାରେ ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କୁ ଗିରଫ କରିବା ପରେ ଶାହାରୁଖ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସେ ଏକ ଟ୍ୱିଟର ମାଧ୍ୟମରେ ପ୍ରକାଶ କରିଛନ୍ତି ଯେ, ମୁଁ ଡ୍ରଗ୍ସ ସେବନ କରେନି କିମ୍ବା କୌଣସି ପ୍ରଶଂସକ ନୁହେଁ ଏବଂ କେବେବି ଚେଷ୍ଟା…