Latest Odisha News

BREAKING NEWS

Browsing Category

ଫିଚର

ଆଗାମୀ ୩ ଘଣ୍ଟାରେ ଏସବୁ ସ୍ଥାନରେ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ଦେଇଛି ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଆସନ୍ତା ୩ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳର ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲା ସମେତ କଟକ ଓ…

ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍

ସମ୍ୱଲପୁର: ଉପରମୁଣ୍ଡରେ ବର୍ଷା କମିଛି । ହୀରାକୁଦରୁ ବନ୍ଦ ହେଉଛି ଗୋଟିଏ ପରେ ଗୋଟିଏ ଗେଟ୍ । ଜଳଭଣ୍ଡାରକୁ ଜଳ ପ୍ରବେଶ କମୁଛି । ଆଜି ଆଉ ୪ଟି ଗେଟ୍ ବନ୍ଦ ହୋଇଛି । ଏବେ ହୀରାକୁଦରୁ ୮ଟି ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବର୍ତ୍ତମାନ ଜଳଭଣ୍ଡାରରେ ଜଳସ୍ତର ରହିଛି…

ଗୋଷ୍ଠୀ ସଂଘର୍ଷରୁ ଗଡ଼ିଲା ମୁଣ୍ଡ: ଯୁବକଙ୍କୁ ହତ୍ୟା ପରେ ଘରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗୋଷ୍ଠୀ ସଂଘର୍ଷରୁ ଗଡ଼ିଲା ମୁଣ୍ଡ । ବିଚ୍ ରାସ୍ତାରେ ଯୁବକଙ୍କୁ ହତ୍ୟା । ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ ନେଇଛି ଜୀବନ । ଯୁବକଙ୍କୁ ହତ୍ୟା ପରେ ତାଙ୍କ ଘରେ ନିାଁ ଲଗାଇଦେଲେ ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ଖଦାଳ ସାହିରେ ଏହି ଅଭାବନୀୟ ଘଟଣା ଘଟିଛି…

ଆଜିଠୁ ୟୁଏଇରେ IPL: ମୁହାଁମୁହିଁ ହେବେ ଧୋନି-ରୋହିତ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜିଠୁ ଆରମ୍ଭ ହେଉଛି ଫଟାଫଟ କ୍ରିଟେକର ମହାସମର ଆଇପିଏଲର ଦ୍ୱିତୀୟ ରାଉଣ୍ଡ । କରୋନା ସଂକ୍ରମଣ ପାଇଁ ସ୍ଥଗିତ ଥିବା ମ୍ୟାଚ୍ ଆଜିଠାରୁ ୟୁଏଇରେ ଆରମ୍ଭ ହେଉଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଧୋନି ଓ ରୋହିତ ଶର୍ମା । ଚେନ୍ନାଇ ସୁପର କିଙ୍ଗସ ଓ ମୁମ୍ବାଇ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ମନୋରମା ମହାପାତ୍ରଙ୍କର ଶେଷକୃତ୍ୟ

କଟକ: ପରଲୋକରେ ବିଶିଷ୍ଟ ସମାଜସେବୀ ତଥା ଯଶସ୍ୱୀ ସାରସ୍ଵତ ସାଧିକା ମନୋରମା ମହାପାତ୍ର । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର ହେବ ବୋଲି ସୂଚନା ମିଳିଛି । ଶେଷକୃତ୍ୟ ରାଷ୍ଟ୍ରୀୟ…

ଆଜି ଓଡ଼ିଶାରୁ ୬୨୩ କରୋନା ପଜିଟିଭ୍, ୧୮ ବର୍ଷ ଭିତରେ ୯୫ ନୂଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । ପ୍ଲାଟ୍ୟୁ ସ୍ଥିତିରେ ରହିଛି ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ରୁ ୭୦୦ ଭିତରେ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୨୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୩୬୨ ଓ ଲୋକାଲ୍…

ପଞ୍ଜାବ କମାଣ ଧରିବେ ରାହୁଲଙ୍କ ଘନିଷ୍ଠ ସୁନୀଲ ଜାଖଡ ! ଆଜି ନୂଆ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା

ଅମୃତସର: ପଞ୍ଜାବରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ ? କ୍ୟାପଟେନ୍ ଅମରିନ୍ଦର ସିଂହ ଇସ୍ତଫା ଦେବା ପରେ ନୂଆ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏବେ ଚର୍ଚ୍ଚା । ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାହାକୁ ମୁଖ୍ୟମନ୍ତ୍ରୀ ଚୌକିରେ ବସାଇବ ? ରେସରେ ସବୁଠୁ ଆଗରେ ଅଛନ୍ତି ସୁନୀଲ ସୁନୀଲ ଜାଖଡ ।…

ପୁରୀ ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ

ପୁରୀ: ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଛି ସୁନିଆଁ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୧୪୨୯ ସାଲ ୬୪ ଅଙ୍କର ପ୍ରବେଶ ହୋଇଛି । ଏହି ଅଙ୍କର ଜାତକ ଓ ପାଞ୍ଜି ଗଣନାରେ ରହିଛି ବିଶେଷ ମହତ୍ୱ । ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ…

ରାଜଧାନୀରେ ପୁଣି ୨ଟି ବାର୍ ସିଲ୍

ଭୁବନେଶ୍ୱର: ଯେତେ କହିଲେ ବି କୋଭିଡ୍ କଟକଣାକୁ ବେଖାତିର କରୁଛନ୍ତି ବାର୍ ମାଲିକ । ଭୁବନେଶ୍ୱରରେ ଗତ କିଛି ଦିନ ହେବ ଏଭଳି ଘଟଣା ସାମନାକୁ ଆସୁଛି । କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱରରେ ପୁଣି ଦୁଇଟି ବାର୍ ସିଲ୍ କରିଛି ବିଏମସି । ସିଲ୍ ହୋଇଛି BBI ଓ UPRE ବାର୍ ।…

ରାଜ୍ୟରେ ଟଳିଲା ବନ୍ୟା ଆଶଙ୍କା: ମହାନଦୀ ସମେତ ବିଭିନ୍ନ ନଦୀର ଜଳସ୍ତର ଖସୁଛି

ଭୁବନେଶ୍ୱର: ବର୍ଷା କମିଛି । ହୀରାକୁଦକୁ କମିଛି ବନ୍ୟା ପାଣି ପ୍ରବେଶ । ଗୋଟିଏ ପରେ ଗୋଟିଏ ଗେଟ୍ ବନ୍ଦ ହୋଇଛି । ଏବେ ୧୨ଟି ଗେଟ୍ ଦେଇ ବନ୍ୟା ପାଣି ନିଷ୍କାସନ ହେଉଛି । ଫଳରେ ମହାନଦୀରେ ବି ଖସୁଛି ଜଳସ୍ତର । ଏଥିସହ ରାଜ୍ୟରେ ବନ୍ୟା ଆଶଙ୍କା ଟଳିଛି । ଗତକାଲି ରାତିରେ ହୀରାକୁଦ ଜଳଭଣ୍ଡାରରୁ…