Latest Odisha News

BREAKING NEWS

Browsing Category

ଫିଚର

ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପଂହଚିଲା ୧୧୫ ଦେଶର ପାଣି

ଅଯୋଧ୍ୟା: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଶନିବାର ୧୧୫ ଦେଶର ପବିତ୍ର ପାଣି ଏଠାରେ ପଂହଚିଛି । ଅଷ୍ଟ୍ରେଲିଆ, ବାଂଲାଦେଶ, ଆଫଗାନିସ୍ତାନ, କାନାଡା, କମ୍ବୋଡିଆ, ଜର୍ମାନୀ ଓ ଇଟାଲୀ ପରି ଦେଶର ପାଣି ଏଥିରେ ସାମିଲ । ରକ୍ଷା ମନ୍ତ୍ରୀ ଏହି ଅବସରରେ କହିଛନ୍ତି ଯେ, ରାମଲଲାଙ୍କ ଜଳାଭିଷେକ…

ଭାସିଗଲା ମାଛ ବୋଝେଇ ଟ୍ରାକ୍ଟର

ବାଲେଶ୍ୱର : ବନ୍ୟା ପାଣିରେ ମାଛ ବୋଝେଇ ଟ୍ରାକ୍ଟର ଭାସିଯାଉଛି । ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ସିଲଦା ଚଟାଣରେ ଏପରି ଅଘଟଣ ଘଟିଛି। ଜଳକା ନଦୀରେ ବନ୍ୟାରେ ସ୍ରୋତ ପ୍ରବାହିତ ହେଉଥିବା ସମୟରେ ।ମାଛ ବୋଝେଇ ଟ୍ରାକ୍ଟର ଟି ସେହି ରାସ୍ତା ପାର୍ ହେବା ପାଇଁ ଚେଷ୍ଟା କରୁଥିଲା…

ତୃଣମୂଳ କଂଗ୍ରେସରେ ଯୋଗ ଦେଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ

କୋଲକାତା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ବାବୁଲ ସୁପ୍ରିୟୋ ଆଜି ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି । କିଛି ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେବା ସହ ରାଜନୀତିରୁ ସନ୍ୟାସ ଘୋଷଣା କରିଥିଲେ । କେନ୍ଦ୍ର ମନ୍ତ୍ରୀମଣ୍ଡଳ ଅଦଳ ବଦଳରେ ତାଙ୍କୁ ପଦ ହରାଇବାକୁ ପଡିଥିଲା । ଏଥନେଇ ସେ…

ଦଳ ଛାଡିବେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର , ସୋନିଆଙ୍କୁ ଦେଲେ ଚେତାବନୀ

ଦିଲ୍ଲୀ : ପଞ୍ଜାବ କଂଗ୍ରେସ ଦଳରେ କନ୍ଦଳ ଥମିବାରେ ନାଁ ଧରୁନି । ପଞ୍ଜାବ କଂଗ୍ରେସ ଦଳରେ କନ୍ଦଳ ଲାଗିଥିବା ବେଳେ ଏକ ବଡ ଖବର ଲୋକ ଲୋଚନକୁ ଆସିଛି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ ଦଳ ଛାଡିବେ ବୋଲି ସୋନିଆ ଗାନ୍ଧୀଙ୍କୁ କଡା ଚେତାବନୀ ଦେଇଛନ୍ତି। ଏତେ ଅପମାନ ନିନ୍ଦା ସହ…

କୋଭିଡ୍ କଟକଣା ଭିତରେ ଚାରିଧାମ ଯାତ୍ରା

ଦେହେରାଦୁନ : ଆରମ୍ଭ ହୋଇଛି ଚାରିଧାମ ଯାତ୍ରା । କରୋନା ମହାମାରୀ କାରଣରୁ ବହୁ ଦିନ ଧରି ଏହି ଯାତ୍ରାକୁ ବନ୍ଦ କରିଦିଆଯାଇଥିଲା । ଉତ୍ତରାଖଣ୍ଡ ନ୍ୟାୟାଳୟ ଏହା ଉପରୁ ରୋକ୍ ଉଠାଇଛନ୍ତି । ଏଣିକି ତୀର୍ଥଯାତ୍ରୀମାନେ ବଦ୍ରିନାଥ, କେଦାରନାଥ,ଗୋଙ୍ଗୋତ୍ରୀ ଓ ଯମୁନାତ୍ରୀ ଦର୍ଶନ କରିବାର ସୁବିଧା…

ଖୋଲିଲା ଶ୍ରୀମନ୍ଦିର ,ଆଜି ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ : ଶନିବାର ଖୋଲିଲା ଶ୍ରୀମନ୍ଦିର । ଶୁକ୍ରବାର ଶ୍ରୀମନ୍ଦିର  ବାମନ ଜନ୍ମ ନୀତି ଓ ବିଶ୍ୱକର୍ମାପୂଜା ପାଇଁ ସାଧାରଣ ଦର୍ଶନ ବନ୍ଦ ଥିଲା । ଶ୍ରୀ ମନ୍ଦିରରେ ସାଧାରଣ ଦର୍ଶନ ସ୍ୱଭାବିକ ହୋଇଛି । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ସୂଚନା ଅନୁସାରେ ବାମନ ରୂପୀ…

ଆଜି ୨୫ ଜିଲ୍ଲାରୁ ୬୯୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ତଳ ଉପର ହେଉଛି । କେବେ କମୁଛି, ପୁଣି କେବେ ସାମାନ୍ୟ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୯୫ ଆକ୍ରାନ୍ତ । ଏମାନଙକ୍ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୮୩ ଆକ୍ରାନ୍ତ । ୨୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ ।…

କାବୁଲରେ ଡ୍ରୋନ୍ ହମଲାର ଭୁଲ୍ ପାଇଁ କ୍ଷମା ମାଗିଲା ଆମେରିକା

ଓ୍ୱାଶିଂଟନ୍: କାବଲରେ ଆଇଏସଆଇଏସ୍-କେ ଆତଙ୍କବାଦୀଙ୍କ ଉପରେ ଡ୍ରୋନ୍ ହମଲା ବେଳେ ଭୁଲ୍ କରିଥିଲା ଆମେରିକା । ଗତମାସ ୨୯ ତାରିଖରେ ଏହି ଆକ୍ରମଣ ହୋଇଥିଲା । ଯେଉଁଥିରେ ୭ ଜଣ ପିଲାଙ୍କ ସମେତ ୧୦ ଜଣ ସାଧାରଣ ନାଗରିକଙ୍କ ଜୀବନ ଯାଇଥିଲା । ଏଥିପାଇଁ ଭୁଲ୍ ମାଗିଛି ଆମେରିକା । ଏଭଳି ଦୁଃଖଦ ଘଟଣା…

କଲ୍ୟାଣ ମଣ୍ଡପରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଇନ୍‌ଫୋସିଟି ଥାନା ଅଞ୍ଚଳର ଏକ କଲ୍ୟାଣ ମଣ୍ଡପ ରୁମ୍‌ ଭିତରୁ ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକଙ୍କ ନାମ ପ୍ରକାଶ ବଳ । ଘର ଯାଜପୁର ଅଞ୍ଚଳରେ ବୋଲି ଜଣାପଡିଛି । ସେ ୫ବର୍ଷ ହେବ ସଂପୃକ୍ତ ମଣ୍ଡପରେ କାମ କରି ଆସୁଥିଲେ । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା…

ଘୂର୍ଣ୍ଣିବଳୟ ସକ୍ରିୟ: ଆଜିଠୁ ୩ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟ ଦେଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ…