Latest Odisha News

BREAKING NEWS

Browsing Category

ଫିଚର

ତୃଣମୂଳ କଂଗ୍ରେସରେ ଯୋଗ ଦେଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ

କୋଲକାତା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ବାବୁଲ ସୁପ୍ରିୟୋ ଆଜି ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି । କିଛି ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେବା ସହ ରାଜନୀତିରୁ ସନ୍ୟାସ ଘୋଷଣା କରିଥିଲେ । କେନ୍ଦ୍ର ମନ୍ତ୍ରୀମଣ୍ଡଳ ଅଦଳ ବଦଳରେ ତାଙ୍କୁ ପଦ ହରାଇବାକୁ ପଡିଥିଲା । ଏଥନେଇ ସେ…

ଦଳ ଛାଡିବେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର , ସୋନିଆଙ୍କୁ ଦେଲେ ଚେତାବନୀ

ଦିଲ୍ଲୀ : ପଞ୍ଜାବ କଂଗ୍ରେସ ଦଳରେ କନ୍ଦଳ ଥମିବାରେ ନାଁ ଧରୁନି । ପଞ୍ଜାବ କଂଗ୍ରେସ ଦଳରେ କନ୍ଦଳ ଲାଗିଥିବା ବେଳେ ଏକ ବଡ ଖବର ଲୋକ ଲୋଚନକୁ ଆସିଛି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ ଦଳ ଛାଡିବେ ବୋଲି ସୋନିଆ ଗାନ୍ଧୀଙ୍କୁ କଡା ଚେତାବନୀ ଦେଇଛନ୍ତି। ଏତେ ଅପମାନ ନିନ୍ଦା ସହ…

କୋଭିଡ୍ କଟକଣା ଭିତରେ ଚାରିଧାମ ଯାତ୍ରା

ଦେହେରାଦୁନ : ଆରମ୍ଭ ହୋଇଛି ଚାରିଧାମ ଯାତ୍ରା । କରୋନା ମହାମାରୀ କାରଣରୁ ବହୁ ଦିନ ଧରି ଏହି ଯାତ୍ରାକୁ ବନ୍ଦ କରିଦିଆଯାଇଥିଲା । ଉତ୍ତରାଖଣ୍ଡ ନ୍ୟାୟାଳୟ ଏହା ଉପରୁ ରୋକ୍ ଉଠାଇଛନ୍ତି । ଏଣିକି ତୀର୍ଥଯାତ୍ରୀମାନେ ବଦ୍ରିନାଥ, କେଦାରନାଥ,ଗୋଙ୍ଗୋତ୍ରୀ ଓ ଯମୁନାତ୍ରୀ ଦର୍ଶନ କରିବାର ସୁବିଧା…

ଖୋଲିଲା ଶ୍ରୀମନ୍ଦିର ,ଆଜି ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ : ଶନିବାର ଖୋଲିଲା ଶ୍ରୀମନ୍ଦିର । ଶୁକ୍ରବାର ଶ୍ରୀମନ୍ଦିର  ବାମନ ଜନ୍ମ ନୀତି ଓ ବିଶ୍ୱକର୍ମାପୂଜା ପାଇଁ ସାଧାରଣ ଦର୍ଶନ ବନ୍ଦ ଥିଲା । ଶ୍ରୀ ମନ୍ଦିରରେ ସାଧାରଣ ଦର୍ଶନ ସ୍ୱଭାବିକ ହୋଇଛି । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ସୂଚନା ଅନୁସାରେ ବାମନ ରୂପୀ…

ଆଜି ୨୫ ଜିଲ୍ଲାରୁ ୬୯୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ତଳ ଉପର ହେଉଛି । କେବେ କମୁଛି, ପୁଣି କେବେ ସାମାନ୍ୟ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୯୫ ଆକ୍ରାନ୍ତ । ଏମାନଙକ୍ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୮୩ ଆକ୍ରାନ୍ତ । ୨୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ ।…

କାବୁଲରେ ଡ୍ରୋନ୍ ହମଲାର ଭୁଲ୍ ପାଇଁ କ୍ଷମା ମାଗିଲା ଆମେରିକା

ଓ୍ୱାଶିଂଟନ୍: କାବଲରେ ଆଇଏସଆଇଏସ୍-କେ ଆତଙ୍କବାଦୀଙ୍କ ଉପରେ ଡ୍ରୋନ୍ ହମଲା ବେଳେ ଭୁଲ୍ କରିଥିଲା ଆମେରିକା । ଗତମାସ ୨୯ ତାରିଖରେ ଏହି ଆକ୍ରମଣ ହୋଇଥିଲା । ଯେଉଁଥିରେ ୭ ଜଣ ପିଲାଙ୍କ ସମେତ ୧୦ ଜଣ ସାଧାରଣ ନାଗରିକଙ୍କ ଜୀବନ ଯାଇଥିଲା । ଏଥିପାଇଁ ଭୁଲ୍ ମାଗିଛି ଆମେରିକା । ଏଭଳି ଦୁଃଖଦ ଘଟଣା…

କଲ୍ୟାଣ ମଣ୍ଡପରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଇନ୍‌ଫୋସିଟି ଥାନା ଅଞ୍ଚଳର ଏକ କଲ୍ୟାଣ ମଣ୍ଡପ ରୁମ୍‌ ଭିତରୁ ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକଙ୍କ ନାମ ପ୍ରକାଶ ବଳ । ଘର ଯାଜପୁର ଅଞ୍ଚଳରେ ବୋଲି ଜଣାପଡିଛି । ସେ ୫ବର୍ଷ ହେବ ସଂପୃକ୍ତ ମଣ୍ଡପରେ କାମ କରି ଆସୁଥିଲେ । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା…

ଘୂର୍ଣ୍ଣିବଳୟ ସକ୍ରିୟ: ଆଜିଠୁ ୩ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟ ଦେଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ…

ଜଳେଶ୍ୱରରୁ ବିପୁଳ ବ୍ରାଉନସୁଗର ଜବତ, ମହିଳାଙ୍କ ସମେତ ୪ ଗିରଫ

ବାଲେଶ୍ୱର: ବ୍ରାଉନସୁଗର ହବ୍ ପାଲଟିଛି ଜଳେଶ୍ୱର । ପୁଣି ଜବତ ହୋଇଛି ଧଳା ଜହର। ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ ହୋଇଛି । ଏହି ଘଟଣାରେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି ଜଳେଶ୍ୱର ପୋଲିସ । ଝାଡେଶ୍ୱରପୁର ଅଞ୍ଚଳରେ ସେକ ନୁରହୁସେନ ଘରେ ଚଢ଼ାଉ ହୋଇଥିଲା । ରେଡ୍ ବେଳେ…

ହୀରାକୁଦକୁ କମିଛି ବନ୍ୟା ପାଣି ପ୍ରବେଶ, ମହାନଦୀରେ ଜଳସ୍ତର ସ୍ଥିର

ଭୁବନେଶ୍ୱର: ହୀରାକୁଦର ଜଳ ସ୍ତର କମୁଛି । ଉପରମୁଣ୍ଡରେ ବର୍ଷା କମିବା ପରେ ଜଳଭଣ୍ଡାରକୁ ଇନ-ଫ୍ଲୋ କମିଛି । ସକାଳ ୬ଟା ସୁଦ୍ଧା ଡ୍ୟାମରେ ଜଳପତ୍ତର ରହିଛି ୬୨୮.୨୯ ଫୁଟ । ୪ ଟି ଗେଟ୍ ବନ୍ଦ ପରେ ଏବେ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ଭିତରକୁ ୩ଲକ୍ଷ…