Latest Odisha News

BREAKING NEWS

Browsing Category

ଫିଚର

ଆଧୁନିକ ଏଲଏଚବି କୋଚ୍ ସହିତ ହୀରାଖଣ୍ଡ ଏକ୍ସପ୍ରେସର ଶୁଭାରମ୍ଭ

ଭୁବନେଶ୍ବର : ଯାତ୍ରୀଙ୍କ ସୁରା ଉପରେ ରେଳବାଇର ଗୁରୁତ୍ବ । ଏହାକୁ ଦୃଷ୍ଟିରେ ରଖି ଆଜି ଭୁବନେଶ୍ବର-ଜଗଦଲପୁର-ଭୁବନେଶ୍ବର ହୀରାଖଣ୍ଡ ଏକ୍ସପ୍ରେସର ନୂତନ ଏଲଏଚବି ରେକର ଶୁଭାରମ୍ଭ ହୋଇଛି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ପାକିସ୍ତାନକୁ ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ ଭାରତୀୟ ଡାକ କର୍ମଚାରୀ ଗିରଫ

ଭୁବନେଶ୍ୱର: ଭାରତୀୟ ଗୁଇନ୍ଦା ବିଭାଗକୁ ମିଳିଛି ବଡ ସଫଳତା । ପାକିସ୍ତାନୀ ଗୁଇନ୍ଦା ଏଜେନ୍ସି ଆଇଏସ୍‌ଆଇ ପାଇଁ କାମ କରୁଥିବା ରାଜସ୍ଥାନର ଜଣେ ଡାକ କର୍ମଚାରୀ ଗିରଫ ହୋଇଛି । ଗିରଫ ଡାକ କର୍ମଚାରୀର ପରିଚୟ ଭାରତ ଗୋଦାରା ବୋଲି ଜଣାପଡିଛି । ଜୟପୁର ରେଳବାଇ ଷ୍ଟେସନ ସ୍ଥିତ ପୋଷ୍ଟ ଅଫିସରେ…

ସୁନ୍ଦରଗଡ଼ରେ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟକୁ ଲୋକପ୍ରିୟ କରିବା ପାଇଁ ଖୋଲିବ ୮୧ଟି ମିଲେଟ୍…

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ମାଣ୍ଡିଆ ସହ ନାନାଦି ପୁଷ୍ଟିଶସ୍ୟ ଚାଷ ଓ ଏଥିରୁ ପ୍ରସ୍ତୁତ ଖାଦ୍ୟକୁ ପ୍ରୋତ୍ସାହନ ଦିଆଯାଇ ଆସୁଛି। ଏହାକୁ ଏବେ ଅଧିକ ଲୋକପ୍ରିୟ କରିବା ପାଇଁ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ପରିଚାଳିତ ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଏବଂ ମିଶନ ଶକ୍ତି ବିଭାଗ…

ଭାରତ-ଇଂଲଣ୍ଡ ୫ମ ଟେଷ୍ଟ ବାତିଲ: ଫଳାଫଳ ନେଇ ବିବାଦ ଆରମ୍ଭ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ରବି ଶାସ୍ତ୍ରୀ ଓ ଫିଜିଓ ଯୋଗେଶ ପରମାର କରୋନା ସଂକ୍ରମିତ ହେବା ପରେ ଖେଳାଳିମାନଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ମାଂଚେଷ୍ଟରରେ ଖେଳାଯିବାକୁ ଥିବା ୫ମ ତଥା ଅନ୍ତିମ ଟେଷ୍ଟକୁ ବାତିଲ କରି ଦିଆଯାଇଛି । ତେବେ ଏହାର ଫଳାଫଳ କଣ ହେବ ସେ ନେଇ ବିବାଦ…

ଆସନ୍ତାକାଲି ନୂଆଖାଇ, ଗଣପର୍ବ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା

ସମ୍ବଲପୁର : ଆସନ୍ତାକାଲି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ସମଗ୍ର ପଶ୍ଚିମ ଓଡ଼ିଶା । ଗଣପର୍ବ ନୂଆଖାଇ ପାଇଁ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଇଙ୍କ ମନ୍ଦିରରୁ ଆରମ୍ଭ କରି ତିହାରୀ ନୂଆଖାଇ ହାଟ ପର୍ଯ୍ୟନ୍ତ ସବୁଠୁ ଚଳଚଞ୍ଚଳ ପରିବେଶ । କାଲି…

ଆଫଗାନିସ୍ତାନ ପୂର୍ବତନ ଉପରାଷ୍ଟ୍ରପତି ଅମ୍ରୁଲ୍ଲା ସାଲେହଙ୍କ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କଲା ତାଲିବାନ

କାବୁଲ: ତାଲିବାନ କେବଳ ରକ୍ତର ଭାଷା ଜାଣିଛି, ତାହା ଆଜି ପୁନର୍ବାର ପ୍ରମାଣିତ ହୋଇଛି । ଆଫଗାନିସ୍ତାନର ପୂର୍ବ ଉପରାଷ୍ଟ୍ରପତି ଅମ୍ରୁଲ୍ଲା ସାଲେହଙ୍କ ଭାଇ ରୋହୁଲ୍ଲା ସାଲେହଙ୍କୁ ଆଜି ପଂଜଶୀର ଘାଟିରେ ନିର୍ମମ ଭାବେ ହତ୍ୟା କରିଛି । ତାଲିବାନୀମାନେ ପ୍ରଥମେ ତାଙ୍କୁ ଚାବୁକ ଓ ବିଜୁଳି ତାରରେ…

ପାର୍ବଣ ପାଇଁ ଜାରି ହେଲା ସ୍ବତନ୍ତ୍ର କଟକଣା, ବଢ଼ିବନି ମୂର୍ତ୍ତିର ଉଚ୍ଚତା

ଭୁବନେଶ୍ବର : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ମହାମାରୀକୁ ରୋକିବା ପାଇଁ ସତର୍କ ରହିବାକୁ ନିବେଦନ କରିଛନ୍ତି ସରକାର । ଏଥିପାଇଁ ପୂର୍ବରୁ ଅଗଷ୍ଟ ୯ ତାରିଖରେ ଲାଗୁ ହୋଇଥିବା ଗାଇଡ ଲାଇନ ଜାରି ରଖିବାକୁ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ୍…

ଆସନ୍ତାକାଲି ଆଫଗାନିସ୍ତାନରେ ଶପଥ ନେବ ତାଲିବାନ ସରକାର

ଆଫଗାନିସ୍ତାନ : ଆସନ୍ତାକାଲି ଆମେରିକାରେ ଆତଙ୍କବାଦୀ ଆକ୍ରମଣକୁ ପୂରଣ ହେଉଛି ୨୦ ବର୍ଷ । ଏହିଦିନ ହିଁ ଅର୍ଥାତ ଆସନ୍ତାକାଲି ଆଫଗାନିସ୍ତାନରେ ଶପଥ ନେବ ତାଲିବାନ ସରକାର । ପ୍ରଧାନମନ୍ତ୍ରୀ ଭାବେ ମୁଲ୍ଲା ହାସନ ଆଖୁନ୍ଦ ଶପଥ ନେବେ । ଏଥିସହ ଦୁଇ ଜଣ ଉପପ୍ରଧାନମନ୍ତ୍ରୀ ଭାବେ ମୁଲ୍ଲା ବାରଦାର ଓ…

ଧରାପଡ଼ିଲା ଗଞ୍ଜେଇ ଗାଡି, ମହାରାଷ୍ଟ୍ର ପୋଲିସ ବରଗଡ଼ରେ ଅଟକ

ବରଗଡ଼:ବରପାଲି ପୋଲିସକୁ ସଫଳତା ।୨୨କିଲୋ ଗଜେଇ ଜବତ କରିବା ସହ ୪ ଜଣଙ୍କୁ ଅଟକ ରଖିଛି ପୋଲିସ । ମହାରାଷ୍ଟ୍ର ନମ୍ବର ଥିବା ଗାଡିରେ ଏହି ସବୁ ଗଞ୍ଜେଇ ଚାଲାଣ ବେଳେ ପୋଲିସ ଧରିଥିଲା । ଏଥିରେ ଜଣେ ମହାରାଷ୍ଟ୍ର ପୋଲିସର ହେଡ୍ କନେଷ୍ଟବଳ ଥିବା ସୂଚନା ମିଳିଛି।ଗୋଟିଏ ପୋଲିସ ଲୋଗ ସହ ହାତକଡି ଜବତ…

ନିଆରା ଅନ୍ଦାଜରେ ଗଣେଶ ପୂଜା ପାଳିଲେ ବଲିଉଡ୍ ବେବୋ

ମୁମ୍ବାଇ : ଗଣେଶ ପୂଜା ପାଇଁ ମାୟାନଗରୀ ମୁମ୍ବାଇ ମଧ୍ୟ ଚଳଚଞ୍ଚଳ ହୋଇପଡ଼ିଛି । ବଲିଉଡ୍ ଷ୍ଟାର କରିନା କପୁର ଓ ସୈଫ୍ ଅଲ୍ଲୀ ଖାନ୍ ମଧ୍ୟ ନିଜ ଘରେ ଗଣେଶ ପୂଜା କରୁଥିବା ଦେଖିବାକୁ ମିଳିଛି । ପୁଅ ତୈମୁର ମଧ୍ୟ ଗଣେଶଙ୍କ ପାଖରେ ହାତ ଯୋଡି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା ।କରିନା କପୁର…