Latest Odisha News

BREAKING NEWS

Browsing Category

ଫିଚର

୫ କୋଟିର ମାନହାନୀ ମକଦ୍ଦମା କଲେ ଦୂତୀ

ଭୁବନେଶ୍ବର : ଟୋକିଓ ଅଲମ୍ପିକ୍ସରୁ ଫେରିବା ପରେ ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଓଡ଼ିଆ ଧାବିକା ଦୂତୀ ଚାନ୍ଦ । ଅଲିମ୍ପିକ୍ସରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କିଛି ଗଣମାଧ୍ୟମରେ ତାଙ୍କ ପରିବାରକୁ ନେଇ ନକରାତ୍ମକ ଖବର ପ୍ରସାରଣ ହୋଇଥିଲା । ଏହାକୁ ବିରୋଧ କରି ସମ୍ପୃକ୍ତ…

ଶ୍ରୀମନ୍ଦିରକୁ ଚନ୍ଦନ କାଠ ଦାନ

ପୁରୀ :ଶ୍ରୀ ମନ୍ଦିରକୁ ଚନ୍ଦନ କାଠ ଦାନ । ଖଲ୍ଲୀକୋଟ ର ସକଳେଶ୍ୱର ରଥ ନାମକ ଜଣେ ବ୍ୟକ୍ତି ଶ୍ରୀ ମନ୍ଦିରକୁ ପ୍ରାୟ ୨ କ୍ୱିଣ୍ଟାଲ ଓଜନର ଚନ୍ଦନ କାଠ ଦାନ କରିଛନ୍ତି। ନିଜ ଘର ବାଡିରେ ଥିବା ଚନ୍ଦନ କାଠକୁ ଦାନ କରିବା ନିମନ୍ତେ ସେ ଶ୍ରୀମନ୍ଦିର ପ୍ରଶାସନ ସହ ଯୋଗାଯୋଗ କରିଥିଲେ। ସେ ଓ ତାଙ୍କ…

ଘର ଘର ବୁଲି କେନ୍ଦ୍ରୀୟ ଯୋଜନାର ପ୍ରଚାର କରିବ ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ବର : ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ମହିଳା ସଶକ୍ତିକରଣ ପାଇଁ ବଳିଷ୍ଠ ପଦକ୍ଷେପ ନିଆଯାଇଛି । ଉଜ୍ବଳା, ବେଟି ବଚାଓ-ବେଟି ପଢ଼ାଓ, ଜନନୀ ସୁରକ୍ଷା ଯୋଜନା, ପୋଷଣା ଯୋଜନା, କିଶୋରି ଶକ୍ତି ଯୋଜନା, ସ୍ବଧାର ଗୃହ ଆଦି ବହୁ କଲ୍ୟାଣକାରୀ ଯୋଜନାକୁ ସଫଳ ରୂପାୟନ…

ସାମ୍ବାଦିକ କଲ୍ୟାଣ ଯୋଜନା ମାର୍ଗଦର୍ଶିକା ସମୀକ୍ଷା ପାଇଁ କମିଟି ଗଠନ

ନୂଆଦିଲ୍ଲୀ : ସାମ୍ବାଦିକ କଲ୍ୟାଣ ଯୋଜନା ନିୟମାବଳୀର ଅନୁଧ୍ୟାନ ପାଇଁ ମନ୍ତ୍ରଣାଳୟ ପକ୍ଷରୁ ୧୦ ଜଣିଆ କମିଟି ଗଠନ କରିଛି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ । ବିଶିଷ୍ଟ ସାମ୍ବାଦିକ ଅଶୋକ କୁମାର ଟଣ୍ଡନଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଛି । ମନ୍ତ୍ରଣାଳୟ ଦ୍ବାରା ସାମ୍ବାଦକି…

ଜିଏସଟି ଠକେଇର ପର୍ଦ୍ଦାଫାସ, ୨ ମାଷ୍ଟର ମାଇଣ୍ଡ ଗିରଫ

କଟକ : ରାଜ୍ୟରେ ପୁଣି ଏକ ବଡ଼ ଧରଣର ଠକେଇର ପର୍ଦାଫାସ । ଜାଲ୍ ବିଲ୍ କରି ଇନପୁଟ୍ ସବସିଡ ଠକେଇ ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି ରାଜ୍ୟ ସିଟି ଓ ଜିଏସଟି ବିଭାଗ । ଗିରଫ ଅଭିଯୁକ୍ତ ହେଲେ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅମିତ ଅଗ୍ରୱାଲ ଓ ଅନ୍ୟ ଜଣେ ବ୍ୟବସାୟୀ ସତ୍ୟନ୍ଦ୍ର ଯାଦବ । ଏହି…

ସମ୍ବଲପୁରରୁ ନକଲି ଟଙ୍କା ଜବତ, ୨ ଜଣଙ୍କୁ ଗିରଫ କଲା ବୁର୍ଲା ପୋଲିସ

ସମ୍ବଲପୁର : ନକଲି ଟଙ୍କାର ଗଡ ପାଲଟିଲାଣି ସମ୍ବଲପୁର ସହର । ଜିଲ୍ଲାର ବିଭିନ୍ନ ସ୍ଥାନରୁ ଜବତ ହେଉଛି ପୁଳାପୁଳା ନକଲି ଟଙ୍କା । ଗତ ଅଗଷ୍ଟ ୮ ତାରିଖରେ ସହରରୁ ୧୩ ଲକ୍ଷର ନକଲି ଟଙ୍କା ଜବତ ହୋଇଥିବା ବେଳେ, ଆଜି ପୁଣି ବୁର୍ଲା ପୋଲିସ ହାତରେ ଲାଗିଛି ୧୨ ହଜାର ୩୦୦ ଟଙ୍କା । ଘଟଣାରେ ୨ ଜଣକୁ…

ଫିଟିବ ସୌମ୍ୟରଞ୍ଜନ ମୃତ୍ୟୁ ରହସ୍ୟ, ପତ୍ନୀ ବିଦ୍ୟାଭାରତୀଙ୍କୁ ମାରାଥନ ଜେରା

ବାଲେଶ୍ବର: ଫିଟିବ ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ରହସ୍ୟ । ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଘନ ଘନ ଜେରା କରିଛି କ୍ରାଇମବ୍ରାଞ୍ଚ । ଦୁଇ ଜଣ ମହିଳା ଅଫିସରଙ୍କ ସହ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ କପ୍ତିପଦାରେ ଥିବା ବିଦ୍ୟାଭାରତୀଙ୍କ ଘରେ ପହଞ୍ଚି ମାରାଥନ ଜେରା କରିଛି…

ଚଳାଚଳ କଲା ହୀରାକୁଦ ସ୍ପେଶାଲ, ଜଗନ୍ନାଥ ଏକ୍ସପ୍ରେସ୍ ଓ ଖୋର୍ଦ୍ଧା ରୋଡ୍-ପୁରୀ ସ୍ପେଶାଲ ପାସେଞ୍ଜର ଟ୍ରେନ୍

ଭୁବନେଶ୍ବର : ଯାତ୍ରୀଙ୍କ ସୁବିଧା ପାଇଁ ଚଳାଚଳ କଲା ସ୍ପେଶାଲ ଟ୍ରେନ୍ । ବିଶାଖାପାଟନମ୍-ଅମୃତସର-ବିଶାଖାପାଟନମ୍ ହୀରାକୁଦ୍ ସ୍ପେଶାଲ୍, ପୁରୀ-ହାଓ୍ବଡ଼ା-ପୁରୀ ଜଗନ୍ନାଥ ସ୍ପେଶାଲ୍ ଓ ଖୋର୍ଦ୍ଧା ରୋଡ୍-ପୁରୀ-ଖୋର୍ଦ୍ଧା ରୋଡ୍ ପାସେଞ୍ଜର ସ୍ପେଶାଲ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି…

ମାନବବାଦ ସଙ୍ଗଠନ ମୁଖ୍ୟ ମାନସ ଦାସ ଗିରଫ

ଭୁବନେଶ୍ବର : ଶେଷରେ ଗିରଫ ହେଲେ ମାନବବାଦ ସଙ୍ଗଠନ ମୁଖ୍ୟ ମାନସ ଦାସ । ମାନସଙ୍କୁ ଭୁବନେଶ୍ବର ସ୍ଥିତ ବାସଭବନରୁ ଉଠାଇ ନେଇଛି ଖୋର୍ଦ୍ଧା ପୋଲିସ । ପଚରାଉଚରା ପରେ ତାଙ୍କୁ ଗିରଫ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ । ମାନସଙ୍କ ନାଁରେ ନିର୍ଯାତନା ଓ…

ନାକେଦମ୍ କଲା ବାଘ

ଭୁବନେଶ୍ୱର : ଭୁବନେଶ୍ୱର ନନ୍ଦନକାନନରେ ଅଘଟଣ । ନନ୍ଦନକାନନରେ ଥିବା ମହାବଳ ବାଘ ଖସିଯାଇଥିବା ଖବର ସାମ୍ନାକୁ ଆସିଛି । କିଛି ସମୟ ପରେ ବନକର୍ମଚାରୀ ବାଘଟିକୁ ଉଦ୍ଧାର କରିଛନ୍ତି। ୩୩ ନମ୍ବର ଖୁଆଡରୁ ମହାବଳ ବାଘ ଖସି ପଳାଇଥିଲା । ଆଜି ସକାଳ ପ୍ରାୟ ୯ଟା ୩୦ ଟା ପାଖାପାଖି ହେବ ଏପରି ଅଘଟଣ…