Latest Odisha News

BREAKING NEWS

Browsing Category

ଫିଚର

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ CPET ପ୍ରବେଶିକା ରେଜଲ୍ଟ ପ୍ରକାଶିତ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା Common PG Entrance Test (CPET) ପ୍ରବେଶିକା ପରୀକ୍ଷା ଫଳାଫଳ ଆଜି ଅପରାହ୍ନ ୪.୦୦ ଘଟିକା ସମୟରେ ସାମ୍ସ ପିଜି ପୋର୍ଟାଲରେ ପ୍ରକାଶିତ ହୋଇଛି। ଛାତ୍ରଛାତ୍ରୀମାନେ ଏଥିରେ ନିଜର…

ଭଦ୍ରକରେ ୨୭୫ କୋଟି ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭଦ୍ରକ ଜିଲ୍ଲାର ବାଲିଆପଡା ଠାରେ ପ୍ରାୟ ୨୭୫ କୋଟି ଟଙ୍କାର ମୋଟ ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ସହିତ ଭଦ୍ରକରେ ସରକାରୀ ବିଶ୍ୱବିଦ୍ୟାଳୟ ସ୍ଥାପନା ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବହୁ…

ଆପଣାନ୍ତୁ ଏହି ସରଳ ଅଭ୍ୟାସ, ପାଖ ମାଡିବନି କରୋନା

ନୂଆଦିଲ୍ଲୀ: ଏବେ ବି ଟଳିନି କୋରୋନା ବିପଦ। ଆମର ସାମାନ୍ୟ ଅସାବଧାନତା ଯୋଗୁଁ ପୁଣି ଆକ୍ରମଣ କରିପାରେ ଏହି ସଂକ୍ରମଣ। ତେଣୁ, ଆମେ ଆମର ଦୈନନ୍ଦିନ ଜୀବନରେ କିଛି ସରଳ ଅଭ୍ୟାସକୁ ଅନ୍ତର୍ଭୁକ୍ତ କରିବା ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ଏହା କରନ୍ତି, ତେବେ କରୋନା ଆପଣଙ୍କ ପାଖ ମାଡିବନି। ସର୍ବଦା…

ପୋଲିସ୍ ନିକଟରେ ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ, ରହିଥିଲା ୪ଲକ୍ଷ ଟଙ୍କା…

ଭୁବନେଶ୍ୱର: ରାୟଗଡା ଜିଲ୍ଲା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛି ବଂଶଧାରା- ଘୁମୁସର- ନାଗାବଳି (BGN) ଡିଭିଜନ ଘୁମସର ଏରିଆ କମିଟିର ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ ପୁନେମ ଓରଫ ଅଜୟ। ଛତିଶଗଡ଼ର ବିଜାପୁର ଜିଲ୍ଲା ହୁସୁର ଥାନା ଅଞ୍ଚଳର ନିବାସୀ ବିଜୟ ଗୋଟିଏ ପିସ୍ତଲ୍ ଓ ୮ରାଉଣ୍ଡ ଗୁଳି…

ଶ୍ରୀଜଗନ୍ନାଥଙ୍କ ନାଁ, ନୀତିକାନ୍ତି ସହ ଜଡ଼ିତ ଶବ୍ଦର ପାଟେଣ୍ଟ ହେବ

ପୁରୀ: ଦୀଘା ମନ୍ଦିରକୁ 'ଜଗନ୍ନାଥ ଧାମ' ନାମକରଣ କରିବା ବିବାଦ ଥମିବାର ନାମ ନେଉନି। ଏହା ମଧ୍ୟରେ ଶ୍ରୀମନ୍ଦିର, ଜଗନ୍ନାଥ ଧାମ, ମହାପ୍ରସାଦ ଆଦି ଶବ୍ଦର ପାଟେଣ୍ଟ ଆବେଦନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିଛି। https://youtu.be/F4Dfbs6Q9SY?si=5QAryhnboj_zxIYU ଶ୍ରୀ…

ଦୀଘାରୁ ହଟୁ ଜଗନ୍ନାଥ ଧାମ, ଏଭଳି ନାମକରଣ ସଂସ୍କୃତି ବିରୋଧୀ: ଗଜପତି ମହାରାଜା

ପୁରୀ: ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୋଧୀ।କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇପାରିବ ନାହିଁ। ଦୀଘା ଜଗନ୍ନାଥ ମନ୍ଦିର ଏବଂ ଇସ୍କନର ଅଦିନିଆ ରଥଯାତ୍ରା ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜା।…

ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ଵର: ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଆବେଦନ ଆଜିଠୁ ଆରମ୍ଭ ହେବ। ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ମେ ୨୪ରୁ ଆରମ୍ଭ ହୋଇ ଜୁନ୍ ୩୦ ଯାଏଁ ଚାଲିବ। ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ସୂଚନା ଅନୁଯାୟୀ, ଜୁଲାଇ ୭ରେ ପ୍ରଥମ ମେରିଟ୍‌…

ଜ୍ୟୋତି ମାଲହୋତ୍ରାଙ୍କ ସହ ପ୍ରିୟଙ୍କା ସେନାପତିଙ୍କ ଆର୍ଥିକ ନେଣଦେଣ; ଚାଲିଛି ଖୋଳତାଡ଼

ପୁରୀ: ପୁରୀର ଝିଅ ପ୍ରିୟଙ୍କା ସେନାପତିଙ୍କ ସହ ଜ୍ୟୋତି ମାଲହୋତ୍ରାଙ୍କ ଲିଙ୍କ ଘଟଣାର ତଦନ୍ତ ଚତୁର୍ଥ ଦିନରେ ପହଁଚିଛି। ଘଟଣାର ସବୁ ଦିଗକୁ ନେଇ ତଦନ୍ତ କରାଯାଉଛି। ତଦନ୍ତରେ ପ୍ରିୟଙ୍କା ଓ ତାଙ୍କ ପରିବାର ସହଯୋଗ କରୁଛନ୍ତି। ଜାତୀୟ ତଦନ୍ତକାରୀ ସଂସ୍ଥା ବା ଏନ୍ଆଇଏ, ରାଜ୍ୟ ଗୁଇନ୍ଦା ବିଭାଗ ଓ…

ଦିନକୁ ଏତିକି କପ୍ ଚା’ ପିଅନ୍ତି ବିଶ୍ୱବାସୀ, ଆକଳନ ଶୁଣିଲେ ଉଡିଯିବ ହୋସ…

ନୂଆଦିଲ୍ଲୀ: ସାରା ବିଶ୍ୱରେ ଅଧିକାଂଶ ଲୋକ ଚା' ପିଇବାକୁ ପସନ୍ଦ କରନ୍ତି। ଅନେକ ଲୋକ ଚା' ସହିତ ଦିନ ଆରମ୍ଭ କରନ୍ତି। ଆଜିକାଲି ସମସ୍ତେ ଚା' ପ୍ରେମୀ ହୋଇଗଲେଣି। କିଛି ଲୋକ ଦିନସାରା ୩-୪ ଥର କିମ୍ବା ତା’ଠାରୁ ଅଧିକ ଥର ମଧ୍ୟ ଚା ପିଅନ୍ତି, ଯାହାର ଅର୍ଥ ହେଉଛି ସେମାନେ ଚା ପ୍ରତି…

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ

ଭୁବନେଶ୍ଵର: ଆସନ୍ତାକାଲି ଅର୍ଥାତ୍ ମେ ୨୧ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ। ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚଏସଇର ସୂଚନା ଅନୁଯାୟୀ, ଏକାସହ +୨ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ…