Latest Odisha News

BREAKING NEWS

Browsing Category

ଫିଚର

ତାଲିବାନ୍‌ଠୁ ସାହାଯ୍ୟ ମାଗୁଛି ଆତଙ୍କବାଦୀ ସଙ୍ଗଠନ ଜୈସ୍‌-ଏ-ମହମ୍ମଦ

ଭୁବନେଶ୍ୱର: ଆଗାମୀ ଦିନରେ କାଶ୍ମୀରରେ କିଛି ବଡ ଧରଣର ଅଘଟଣ ପାଇଁ ଯୋଜନା ରଚିଛନ୍ତି ଏକାଧିକ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ । ଏପରିକି ଗତରାତିରେ କିଛି ଆତଙ୍କବାଦୀ ଭାରତରେ ଅନୁପ୍ରବେଶ କରିଥିବା ଗୁଇନ୍ଦା ବିଭାଗ ତରଫରୁ ସୂଚନା ରହିଛି । ଅଗଷ୍ଟ୧୫’ରେ ଆଫଗାନିସ୍ତାନ କବ୍‌ଜା କରିଥିଲା…

ସୁପରଟେକର ୪୦ ମହଲା କୋଠା ଭାଙ୍ଗିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୋଏଡା: ରିୟଲ ଇଷ୍ଟେଟ କମ୍ପାନୀ ସୁପରଟେକ ଦ୍ୱାରା ନିର୍ମିତ ଏକ ୪୦ ମହଲା କୋଠାକୁ ଭାଙ୍ଗିବା ପାଇଁ ମାନ୍ୟବର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଉତରପ୍ରଦେଶର କେତେକ ସରକାରୀ ଅଧିକାରୀ ଏବଂ ସମ୍ପୃକ୍ତ କମ୍ପାନୀ ସବୁ ନିୟମକୁ ଜଳାଞ୍ଜଳି ଦେଇ ଏହି କୋଠା ପ୍ରସ୍ତୁତ କରିଥିବା ନେଇ…

ଏସିଆ ବୁକ ଅଫ୍ ରେକର୍ଡସର ଅଧିକାରୀ ଓଡ଼ିଆ ପୁଅ ସୌମ୍ୟରଞ୍ଜନ

ଯାଜପୁର: ଏସିଆ ବୁକ ଅଫ୍ ରେକର୍ଡସର ଅଧିକାରୀ ହୋଇଛନ୍ତି ଜଣେ ଓଡ଼ିଆ ପୁଅ । ନାଁ- ସୌମ୍ୟରଞ୍ଜନ ରାଉତ । ଶରୀରରେ ୩୦ କିଲୋ ଓଜନ ଧରି ଦୀର୍ଘ ସମୟ ଚକ୍ରାସନ କରି ସେ ଏହି ରେକର୍ଡର ଅଧିକାରୀ ହୋଇଛନ୍ତି । ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ମୁରାରୀପୁର ଗାଁର ମନୋରଞ୍ଜନ ରାଉତ ଓ ରଞ୍ଜିତା ରାଉତଙ୍କ…

ଭୁବନେଶ୍ୱରରେ ସେରୋ ସର୍ଭେ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରରେ ସେରୋ ସର୍ଭେ ଆରମ୍ଭ ହେବ। ଦୁଇ ଦିନ ଧରି ହେବାକୁ ଥିବା ଏହି ସର୍ଭେ ରେ ବିଭିନ୍ନ ବୟସର ଦୁଇଶହ ଜଣଙ୍କୁ ସାମିଲ୍ କରାଯିବ। ପ୍ରଥମ ପର୍ଯ୍ୟାୟରେ ୫ ଟି ୱାର୍ଡ କୁ ନେଇ ଏହି ସର୍ଭେ ଆରମ୍ଭ ହେବ। ଏଥିପାଇଁ୫ ଜଣ ୱାର୍ଡ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଛି। ବିଏମ୍ସି ପକ୍ଷରୁ…

ଫାଟିଲା ଗ୍ୟାସ୍ ଟାଙ୍କି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ନୟାଗଡ଼: ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ଟାଙ୍କି । ଏଥିରେ ସ୍ତ୍ରୀ ମୃତ୍ୟୁବରଣ କରିଥିବା ବେଳେ ସ୍ୱାମୀ ଗୁରୁତର ହୋଇଛନ୍ତି । ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବିରିଡିହ ଗାଁରେ ଏହି ଘଟଣା ଘଟିଛି । ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଛି । ତାଙ୍କୁ ଉଦ୍ଧାର କରିବାକୁ ଯାଇ…

ତାଲିବାନକୁ ଶକ୍ତ ଧକ୍କା, ଆଫଗାନିସ୍ତାନ ଛାଡିବା ପୂର୍ବରୁ ଅସ୍ତ୍ରଶସ୍ତ୍ରକୁ ଅକାମୀ କଲା ଆମେରିକା

କାବୁଲ: ଆଫଗାନିସ୍ତାନ ଛାଡିଛନ୍ତି ଆମେରିକା ସେନା । ତେବେ ସେମାନଙ୍କ ବ୍ୟବହୃତ ଅସ୍ତ୍ରଶସ୍ତ୍ର ତାଲିବାନଙ୍କୁ ଶକ୍ତିଶାଳୀ କରିବ ବୋଲି ଆଶଙ୍କା ରହିଥିଲା । ତେବେ ଆମେରିକା ଏ ନେଇ ଆଜି ସ୍ପଷ୍ଟୀକରଣ ଦେବା ସହ ସେଠାରେ ଥିବା ସମସ୍ତ ବିମାନ ଏବଂ ରକେଟ ଡିଫେନ୍ସ ସିଷ୍ଟମକୁ ଅକାମୀ କରି ଦିଆଯାଇଛି ।…

ଉପରେ କଦଳୀ, ଭିତରେ ପ୍ୟାକେଟ୍ ପ୍ୟାକେଟ୍ ଗଞ୍ଜେଇ

ଜୟପୁର(କୋରାପୁଟ): ଅଭିନବ ଉପାୟରେ ଗଞ୍ଜେଇ ଚୋରା ଚାଲାଣ । ଉପରେ କଦଳୀ । ଭିତରେ ଗଞ୍ଜେଇ । କଦଳୀ ବୋଝେଇ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ । କୋରାପୁଟ ଜିଲ୍ଲାରୁ ଜୟପୁର ଘାଟିରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଏକ କଦଳୀ ବୋଝେଇ ଟ୍ରକରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ…

ରୋଗୀ ଛାଡି ଫେରିବା ରାସ୍ତାରେ ଓଲଟିଲା ଆମ୍ବୁଲାନ୍ସ

ବାରିପଦା: ହସ୍ପିଟାଲରେ ରୋଗୀ ଛାଡ଼ି ଫେରିବା ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହେଲା ଆମ୍ବୁଲାନ୍ସ । ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଝିଙ୍କିରିଆ ନିକଟରେ ଏହି ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ରାସ୍ତାକଡ଼ କେନାଲ୍ରେ ପଶିଯାଇଛି ଆମ୍ବୁଲାନ୍ସ । ଏଥିରେ ଡ୍ରାଇଭର ଓ ଫାର୍ମାସିଷ୍ଟ ଆହତ…

ଲଜ୍ଜା ! ଛାତ୍ରଙ୍କୁ ପ୍ରେମ ନିବେଦନ ଓ ଯୌନ ନିର୍ଯାତନା ଅଭିଯୋଗରେ ଅଧ୍ୟାପକ ଗିରଫ

ଯାଜପୁର: କଲେଜ ଛାତ୍ରଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ କଲେଜ ଅଧ୍ୟାପକ ଗିରଫ । ବିଭିନ୍ନ ସମୟରେ ଛାତ୍ରଙ୍କୁ ହ୍ୱାଟ୍ସଆପରେ ପ୍ରେମ ନିବେଦନ କରୁଥିଲେ । ଖରାପ୍ ମେସେଜ୍ ପଠାଉଥିଲେ । ରାତିରେ ତାଙ୍କ ରୁମକୁ ଡାକୁଥିଲେ ଅଧ୍ୟାପକ । ଯାଜପୁର ଜିଲ୍ଲାରୁ ଏଭଳି ସାଂଘାତିକ ଅଭିଯୋଗ ଆସିଛି । ଚିତାଲୋ…

ଟୋକିଓ ଅଲିମ୍ପିକ୍ସ: ଶୁଟିଂରେ ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଲେ ସିଂହରାଜ

ଟୋକିଓ: ଟୋକିଓ ପାରା ଅଲିମ୍ପିକ୍ସର ଶୁଟିଂରେ ଭାରତର ସିଂହରାଜ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ୧୦ମିଟର ଏୟାର ପିସ୍ତଲ ଏସଏଚ୧ ବିଭାଗରେ ସିଂହରାଜ ଏହି ସଫଳତା ହାସଲ କରିଛନ୍ତି । ଏହି ବିଭାଗରେ ଚୀନର ସି ୟାଙ୍ଗ ସ୍ୱର୍ଣ୍ଣ ଏବଂ ଏକ୍ସ ହୁଆଙ୍ଗ ରୌପ୍ୟ ପଦକ ଜିତିଛନ୍ତି । ତେବେ ମନୀଷ ନରୱାଲ…