Latest Odisha News

BREAKING NEWS

Browsing Category

ଫିଚର

ଆଜିଠୁ ୟୁ-ଟ୍ୟୁବରେ ପଢ଼ିବେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆଜିଠୁ ଅନଲାଇନ୍ ମୋଡରେ ପାଠପଢିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ । ୟୁ-ଟ୍ୟୁବରେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପାଠ ପଢ଼ିବେ । ପୂର୍ବରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପିଲାଙ୍କୁ ୟୁ-ଟ୍ୟୁବ ଜରିଆରେ ପାଠ ପଢ଼ାଯାଇଥିଲା । ଏଥିରେ ସଫଳତା ପରେ ଯୁକ୍ତ ଦୁଇ…

୩୦୦ ତାଲିବାନୀଙ୍କୁ ମୃତ୍ୟୁଦଣ୍ଡ ଦେଲେ ବିରୋଧୀ, ପଞ୍ଜଶିର ଦଖଲ ପୂର୍ବରୁ ରକ୍ତପାତ

କାବୁଲ: ଆଫଗାନିସ୍ତାନରେ ସରକାର ଗଠନ ନେଇ ତାଲିବାନ କସରତ ଚଳାଇଥିବା ବେଳେ ପଞ୍ଜଶିରରେ କଡ଼ା ବିରୋଧର ସାମନାକୁ କରିବାକୁ ପଡ଼ିଛି । ପଞ୍ଜଶିର ଦ୍ୱାର ଦେଶରେ ପହଞ୍ଚି ଧସେଇ ପଶିବାକୁ ଉଦ୍ୟମ ବେଳେ ୩୦୦ ଶହ ତାଲିବାନୀଙ୍କୁ ହତ୍ୟା କରିଛନ୍ତି ତାଲିବାନ ବିରୋଧୀ । କିଛି ତାଲିବାନୀଙ୍କୁ ନିଜ କବଜାକୁ…

ଭତରକନିକାରେ ଆଜିଠୁ ଦେଶୀୟ ପକ୍ଷୀ ଗଣନା

କେନ୍ଦ୍ରାପଡ଼ା: ଆଜିଠାରୁ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇଛି । ୭ ଦିନ ଧରି ଚାଲିବ ପକ୍ଷୀ ଗଣନା । ଏହି କାମରେ ନିୟୋଜିତ ଅଛନ୍ତି ୨ଟି ଟିମ୍ । ପ୍ରତି ଟିମ୍‌ରେ ୭ ଜଣ ଲେଖାଏ ସଦସ୍ୟ ଦେଶୀୟ ପକ୍ଷୀ ଗଣନା କରିବେ । ମୌସୁମୀ ସିଜିନରେ ଦେଶୀୟ ପକ୍ଷୀଙ୍କ ସମାଗମ…

ଦିଲ୍ଲୀ ବାହୁଡ଼ିବେ ଅଶ୍ୱିନୀ ବୈଷ୍ଣବ: ଓଡ଼ିଶାରେ ରେଳ ପ୍ରକଳ୍ପକୁ ଅଗ୍ରାଧିକାର ଦେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର: ଜନ ଆଶୀର୍ବାଦ ଯାତ୍ରାରେ ଓଡ଼ିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଦିଲ୍ଲୀ ବାହୁଡ଼ିବେ । ୪ ଦିନିଆ ଓଡ଼ିଶା ରହଣିରେ ସେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଜନ ଆଶୀର୍ବାଦ ଯାତ୍ରାରେ ସାମିଲ ହୋଇଥିଲେ । ମାରାଥନ୍ କାର୍ୟ୍ୟକ୍ରମରେ ରାୟଗଡ଼ା, କୋରାପୁଟ,…

ଆଜିଠୁ ଭୁବନେଶ୍ୱରରେ ଖୋଲିଲା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଖୋଲିଛି ସବୁ ଧର୍ମାନୁଷ୍ଠାନ । କୋଭିଡ୍ କଟକଣାରେ ଖୋଲିବାକୁ ଅନୁମତି ମିଳିଥିଲା । ତେବେ ଆଜି ଲିଙ୍ଗରାଜ ମନ୍ଦିର ଖୋଲିନାହିଁ । ଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ୧ ତାରିଖରୁ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିବ । କୋଭିଡ୍ ନିୟମ ମାନି…

ଆଜି ରାଜ୍ୟରୁ ୭୬୧ କରୋନା ପଜିଟିଭ୍, ୦-୧୮ ବର୍ଷ ଭିତରେ ୧୦୧ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମଣ । ଏଣିକି ହଜାରେ ଭିତରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୬୧ ସଂକ୍ରମିତ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ୧୦୧ ଜଣ ଅଛନ୍ତି । ମୋଟ୍ ସଂକ୍ରମିତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୪୪୩ ଜଣ ଚିହ୍ନଟ ହୋଇଥିବା…

ଆଜିଠୁ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଭଦ୍ରକ: ଆଜିଠୁ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିଛି ଭଦ୍ରକ ଜିଲ୍ଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ । କରୋନା କଟକଣାରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଆଖଣ୍ଡଳମଣି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ବ୍ୟାରିକେଡ୍ ବ୍ୟବସ୍ଥା କରିଛି । ମସସ୍ତେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା…

ସର୍ବସାଧାରଣ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର, କଟକଣାରେ କାଳିଆ ଦର୍ଶନ

ପୁରୀ: ପାଖାପାଖି ୪ ମାସ ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କ ଦର୍ଶନ ମିଳିଲା । ଭକ୍ତ ଓ ଭଗବାନଙ୍କର ହେଲା ମିଳନ । ସର୍ବସାଧାରଣ ଦର୍ଶ ପାଇଁ ଆଜି ଶ୍ରୀମନ୍ଦିର ଖୋଲିଛି । କରୋନା କଟକଣାରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଭକ୍ତିରେ ଭିଜି ଯାଇଛନ୍ତି । ଚର୍ମଚକ୍ଷୁରେ ଶ୍ରୀଜିଉଙ୍କୁ ଦେଖି…

ବାରହା ଶିକାର ଘଟଣାରେ ୩ ଅଟକ, ମାଂସ ଜବତ

କେନ୍ଦୁଝର : ବାରହା ଶିକାର କରି ମାଂସ ବିକ୍ରି କରୁଥିବା ଘଟଣାରେ ୩ ଜଣଙ୍କୁ ଅଟକ ରଖିଛି ବନ ବିଭାଗ । କେନ୍ଦୁଝର ବନଖଣ୍ଡ ଅଧିନସ୍ଥ ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଗୋନାସିକା ଗ୍ରାମରୁ ଏହି ୩ ଜଣଙ୍କୁ ଅଟକ ରଖାଯାଇଛି । ସେମାନଙ୍କ ଠାରୁ ଏକ କିଲୋ ମାଂସ ସହିତ ଛୁରୀ ଓ ଟାଙ୍ଗିଆ ମଧ୍ୟ ଜବତ କରିଛି…

ଟୋକିଓ ପାରାଲିମ୍ପିକ୍ସ: ୨୫ ଅଗଷ୍ଟରୁ ଯାତ୍ରା କରିବେ ଭାରତର ୫୪ ଆଥଲେଟ୍

ଟୋକିଓ: ଭାରତର ଆଥଲେଟଙ୍କ ପାରା ଅଲିମ୍ପିକ୍ସ (୨୪ ଅଗଷ୍ଟରୁ ୫ ସେପ୍ଟେମ୍ବର) ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଯାଇଛି । ଏବେ ସେମାନେ ଟୋକିଓରେ ଭାରତ ପାଇଁ ପଦକ ଜିତିବା ପାଇଁ ଆପ୍ରାଣ ଉଦ୍ୟମ କରିବେ । ଭାରତରୁ ୫୪ ଆଥଲେଟ୍ ୯ଟି କ୍ରୀଡା ବିଭାଗ ଯଥା ତୀରନ୍ଦାଜୀ, ଆଥଲେଟିକ୍ସ (ଟ୍ରାକ୍ ଏବଂ…