Latest Odisha News

BREAKING NEWS

Browsing Category

ଫିଚର

ବୁଥ୍ ବଦଳରେ ଏଣିକି ବ୍ଲକରେ ହେବ ପଞ୍ଚାୟତ ଭୋଟ୍ ଗଣତି

ଭୁବନେଶ୍ୱର: ଆଗାମୀ ପଞ୍ଚାୟତ ନିର୍ବାଚନରେ ଭୋଟ୍ ଗଣତି ବୁଥରେ ହେବ ନାହିଁ । ବ୍ଲକରେ ଭୋଟ୍ ଗଣନା ହେବ । ଭୋଟ୍ ସରିବା ପରେ ସିଲ୍ଡ ଭୋଟ୍ ବାକ୍ସ ବ୍ଲକରେ ରହିବ । ବିଭିନ୍ନ ପର୍ଯ୍ୟାୟରେ ନିର୍ବାଚନ ସରିବା ପରେ ଗଣତି ହେବ । ଭୋଟ୍ କାଉଣ୍ଟିଂ ନେଇ ପଞ୍ଚାୟତିରାଜ ବିଭାଗ ନୂଆ ନିୟମ ଆଣିବାକୁ…

ଭୁବନେଶ୍ୱରରେ ଫାର୍ମ ହାଉସ ପୋଖରୀରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ପରେ ଖୋଳତାଡ

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଭୁବନେଶ୍ୱରର ଏକ ଫାର୍ମ ହାଉସରୁ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଫାର୍ମ ହାଉସରୁ ମିଳିଛି ମରଶରୀର । ସନ୍ଦେହଜନକ ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଆଜି ପୋଲିସ ଉଦ୍ଧାର କରିବା ପରେ ତନାଘନା ଆରମ୍ଭ ହୋଇଛି । ମୃତକ…

ବାଣପୁର ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଗମ୍ଭାରୀମୁଣ୍ଡା ଗାଁରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ମୃତକଙ୍କ ପରିବାର ପାଇଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ସହାୟତା ରାଶି । ଏଥିସହ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଗୁରାଣ୍ଡି ଥାନା OICଙ୍କୁ ୩ ଘଣ୍ଟା ଜେରା

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରହସ୍ୟର ଖିଅ ଖୋଜୁଛି କ୍ରାଇମବ୍ରାଞ୍ଚ । ଘନ ଘନ ଜେରା ଚାଲିଛି । ଆଜି ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କୁ ତିନି ଘଣ୍ଟା ପଚରାଉଚରା କରିଛନ୍ତି କ୍ରାଇମବ୍ରାଞ୍ଚ । ପାରଳାଖେମୁଣ୍ଡି ଥାନାରେ ତାଙ୍କୁ ଜେରା ହୋଇଥିଲା । ସେଦିନ ସେ…

ମାଲକାନଗିରିରେ ପହଂଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମାଲକାନଗିରି: ମାଲାକନଗିରିରେ ପହଁଚିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ ହେବ । ୭ଟି ବ୍ଲକ ଓ ୨ଟି ପୌରାଂଚଳରେ ସ୍ମାର୍ଟ କାର୍ଡ ବଣ୍ଟନ ହେବାକୁ ଥିବାବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । କୋଭିଡ…

ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ କାର୍ଯ୍ୟାଳୟ ଘେରାଉ କଲେ BPED ଛାତ୍ରଛାତ୍ରୀ

ଭୁବନେଶ୍ବର : ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶଳାୟ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ବିପିଇଡି ଛାତ୍ରଛାତ୍ରୀ । ପିଇଟି ପଦବୀର ଯୋଗ୍ୟତାରେ ସଂଶୋଧନ ଦାବି କରି ଧାରଣା ଦେଇଛନ୍ତି ବ୍ୟାଚଲର ଅଫ୍ ଫିଜିକାଲ ଏଜୁକେସନ ଛାତ୍ରଛାତ୍ରୀ । ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ପିଇଟି ପଦବୀ ପାଇଁ ଯୁକ୍ତ…

କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ, ନୂତନ ସରକାରୀ ଭବନ ନିର୍ମାଣ ପାଇଁ ପଡ଼ିଲା ମୂଳଦୁଆ

କୋରାପୁଟ : କୋଟିଆ କବଜା କରିବାକୁ ଆଉ ପାଦେ ଆଗେଇଛି ଆନ୍ଧ୍ର । କୋଟିଆରେ ଆନ୍ଧ୍ର ସରକାର ପୁଣି କରିଛନ୍ତି ଜୋର ଜବରଦସ୍ତ ଅନୁପ୍ରବେଶ । କୋଟିଆର ବିଭିନ୍ନ ସ୍ଥାନରେ ଆନ୍ଧ୍ର ପକ୍ଷରୁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଫାଟୁସିନେରୀ ଅଞ୍ଚଳରେ ପଞ୍ଚାୟତ ଗୃହ, ଅଙ୍ଗନବାଡି କେନ୍ଦ୍ର, କୃଷକ…

ମାଲକାନଗିରିର ୧ ଲକ୍ଷ ୫୫ ହଜାର ୮୨୩ ହିତାଧିକାରୀ ପାଇବେ BSKY ସ୍ମାର୍ଟ କାର୍ଡ

ଭୁବନେଶ୍ବର : ଆସନ୍ତାକାଲି ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଲୋକଙ୍କୁ ବଣ୍ଟାଯିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ । ଆଦିବାସୀ ଅଧ୍ୟୁଷିତ ସୀମାନ୍ତ ମାଲକାନଗିରି ଜିଲ୍ଲାରେ ଏହି BSKY ସ୍ମାର୍ଟ କାର୍ଡକୁ ବାଣ୍ଟିବେ ମୁଖ୍ୟମନ୍ତ୍ରୀ…

କ୍ରିୟାଶୀଳ ହେବ ସ୍ବାସ୍ଥ୍ୟ ସେବା: ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରାୟ ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ…

ପିଟି ଉଷାଙ୍କ କୋଚ ଓଏମ ନାମ୍ବିଆରଙ୍କ ପରଲୋକ

ନୂଆଦିଲ୍ଲୀ: ମହାନ ଆଥଲେଟ କୋଚ ଓଏମ ନାମ୍ବିୟାରଙ୍କ ଗୁରୁବାର ୮୯ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଭାରତର ଶ୍ରେଷ୍ଠ ମହିଳା ଧାବିକା ପିଟି ଉଷାଙ୍କ କୋଚ ଭାବେ ସେ ବେଶ ଚର୍ଚ୍ଚିତ ହୋଇଥିଲେ । ୧୯୮୫ରେ ତାଙ୍କୁ ଦ୍ରୋଣାଚାର୍ଯ୍ୟ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଭାରତୀୟ ବାୟୁ ସେନା ୧୫ ବର୍ଷ…