Latest Odisha News

BREAKING NEWS

Browsing Category

ଫିଚର

ଆଇଆଇଏମ୍‍ସି ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

ଢେଙ୍କାନାଳ : ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‍ସି) ଢେଙ୍କାନାଳ ପକ୍ଷରୁ ଅନଲାଇନ ମାଧ୍ୟମରେ 'ଓଡ଼ିଆ ସାମ୍ବାଦିକତା ଦିବସ' ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଅନୁବାଦକ ତଥା ସ୍ତମ୍ଭକାର ପ୍ରଫେସର ଯତୀନ୍ଦ୍ର ନାୟକ ଯୋଗଦେଇଥିଲେ l ‘ସାମ୍ବାଦିକତା ଓ…

ବଲାଙ୍ଗିରରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ଭୁବନେଶ୍ବର : ବଲାଙ୍ଗିରରେ ବିଭିନ୍ନ ଯୋଜନାର ଅଗ୍ରଗତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ । ଆସନ୍ତା ୨୦୨୨ ଜୁନ ସୁଦ୍ଧା ବଲାଙ୍ଗିରର ଲୋୟର ସୁକତେଲ ସ୍ପିଲୱେ ନିର୍ମାଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ । ବଲାଙ୍ଗିର ମେଡିକାଲ କଲେଜ ଓ…

ଆସନ୍ତାକାଲିଠୁ କଟକରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

କଟକ : ଭକ୍ତଙ୍କ ପ୍ରତୀକ୍ଷାର ହେବ ଅନ୍ତ । ଆସନ୍ତାକାଲିଠୁ କଟକରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । କୋଭିଡ ନିୟମ ଅନୁସାରେ, ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ସକାଳ ୬ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭକ୍ତମାନେ ଦର୍ଶନ କରିପାରିବେ । ତେବେ ସପ୍ତାହନ୍ତ ସଟଡାଉନ ଅର୍ଥାତ ଶନିବାର ଓ ରବିବାର ସାଧାରଣ…

କୋଭିଡ ନିୟମ ନମାନିଲେ ଲକଡାଉନ ଲଗାଇବାକୁ ବାଧ୍ୟ ହେବୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ ଭଲ ରହିଛି କୋଭିଡ ସ୍ଥିତି । ସଂକ୍ରମଣ କମିଛି, ହେଲେ ଏବେ ବି ଟଳିନି ବିପଦ । ରାଜ୍ୟବାସୀଙ୍କୁ ସମ୍ବୋଧନ କରି ଏହା କହିଛନ୍ତି ମୁଖ୍ରମନ୍ତ୍ରୀ ନବୀନ ପଟ୍ଟନାୟକ । ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ…

ଟି୨୦ ବିଶ୍ୱକପ: ଅକ୍ଟୋବର ୨୪ରେ ସାମ୍ନା ସାମ୍ନି ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ: ଆଗାମୀ ଆଇସିସି ଟି୨୦ ବିଶ୍ୱକପରେ ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମୁକାବିଲା ହେବ । ଅକ୍ଟୋବର ୨୪ରେ ଏହି ହାଇ ଭୋଲଟେଜ ମ୍ୟାଚ ଖେଳାଯିବ । କରୋନା ମହାମାରୀ ଯୋଗୁ ଭାରତରେ ହେବାକୁ ଥିବା ଟି୨୦ ବିଶ୍ୱକପ ଏବେ ୟୁଏଇରେ ଅକ୍ଟୋବର ୧୭ରୁ ଆୟୋଜିତ ହେବ…

ଅଗଷ୍ଟ ୧୬ରୁ ଖୋଲିବ ଶ୍ରୀମନ୍ଦିର

ଭୁବନେଶ୍ବର : ଅଗଷ୍ଟ ୧୬ ତାରିଖରୁ ଖୋଲିବ ଶ୍ରୀମନ୍ଦିର । ପ୍ରଥମ ୫ ଦିନ ପୁରୀ ସହରବାସୀ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏହାପରେ ୨୩ ତାରିଖରେ ସବୁ ଭକ୍ତ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ । କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ଶ୍ରଦ୍ଧାଳୁମାନେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ।…

ଆସନ୍ତା ୧୦ ତାରିଖରୁ ଖୋଲିବ ପ୍ଲାନେଟାରିୟମ

ଭୁବନେଶ୍ବର : ଆସନ୍ତା ୧୦ ତାରିଖରୁ ଖୋଲିବ ପଠାଣୀ ସାମନ୍ତ ପ୍ଲାନେଟାରିୟମ । ଭୁବନେଶ୍ବର ପଠାଣୀ ସାମନ୍ତ ପ୍ଲାନେଟାରିୟମ, ବୁର୍ଲାର ଡକ୍ଟର ଏପିଜେ ଅବଦୁଲ କଲାମ ପ୍ଲାନେଟାରିୟମ ଓ ଖଣ୍ଡପଡା ପଠାଣୀ ସାମନ୍ତ ପ୍ଲାନେଟାରିୟମ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ କଟକଣାରେ ଏ ସମସ୍ତ…

ୟୁପିଆଇ କିମ୍ବା ଭିମ୍ ମାଧ୍ୟମରେ ଟିକେଟ୍ ବୁକିଂ ଉପରେ ୫% ରିହାତି

ଭୁବନେଶ୍ବର : ଡିଜିଟାଲ୍ ଇଣ୍ଡିଆ ଅଭିଯାନ ବ୍ୟାପକ କରିବାକୁ ରେଳ ମନ୍ତ୍ରଣାଳୟର ନୂଆ ପଦକ୍ଷେପ । ଲୋକଙ୍କୁ ଡିଜିଟାଲ୍ ସଶକ୍ତିକରଣ କରିବା ଏବଂ ଡିଜିଟାଲ୍ ପ୍ରୟୋଗକୁ ଲୋକପ୍ରିୟ କରାଇବା ପାଇଁ ଏକ ନିଆରା ପଦକ୍ଷେପ ନେଇଛି ରେଳ ମନ୍ତ୍ରଣାଳୟ । ଏଣିକି BHIM ଆପ୍ଲିକେସନ ସମେତ ୟୁନିଫାଏଡ୍ ପେମେଣ୍ଟ…

ସମ୍ବଲପୁର-ହାଓ୍ବଡ଼ା-ସମ୍ବଲପୁର ସାପ୍ତାହିକ ବିଶେଷ ଟ୍ରେନ ପାଇଁ ଟର୍ମିନାଲ ଷ୍ଟେସନରେ ପରିବର୍ତ୍ତନ

ଭୁବନେଶ୍ବର : ହାଓ୍ବଡ଼ା ଷ୍ଟେସନରେ ଟ୍ରାଫିକ ସମସ୍ୟାକୁ ଏଡ଼ାଇବା ପାଇଁ ଦକ୍ଷିଣ ପୂର୍ବ ରେଳବାଇ ନିଷ୍ପତ୍ତି । ଏଥିପାଇଁ ଡିସେମ୍ବର ପ୍ରଥମ ସପ୍ତାହରୁ ସମ୍ବଲପୁର-ହାଓ୍ବଡ଼ା-ସମ୍ବଲପୁର ସାପ୍ତାହିକ ସ୍ପେଶାଲ ଟ୍ରେନ ପାଇଁ ଟର୍ମିନାଲ ଷ୍ଟେସନ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି ।…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସୌମ୍ୟଙ୍କ ପରିବାର

ଭୁବନେଶ୍ବର : ଏସିଏଫ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣାକୁ ୨୩ ବିତିଲା । ହେଲେ ଏବେ ବି ପୋଲିସ ହାତ ଖାଲି । ସୌମ୍ୟଙ୍କ ମୃତ୍ୟୁ କିପରି ହେଲେ ତାର ଟେର ପାଉନି ପାରଳାଖେମୁଣ୍ଡି ପୋଲିସ । ଯେଉଁଥିପାଇଁ ପୋଲିସର ତଦନ୍ତ ପ୍ରକ୍ରିୟାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ସୌମ୍ୟଙ୍କ ପରିବାର ।…