Latest Odisha News

BREAKING NEWS

Browsing Category

ଫିଚର

୨୦୮୩ କୋଟି ୮୮ ଲକ୍ଷ ଟଙ୍କାର ୭ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

ଭୁବନେଶ୍ବର : ୭ଟି ପ୍ରକଳ୍ପକୁ ମିଳିଛି ସିଙ୍ଗଲଓ୍ବିଣ୍ଡୋ ମଞ୍ଜୁରୀ । ଆଇଓସିଏଲ୍ ଓ ଏଚପିସିଏଲର ଇଥାନଲ ପ୍ଲାଣ୍ଟ ସ୍ଥାପନ ପ୍ରକଳ୍ପ ସମେତ ମୋଟ ୨୦୮୩ କୋଟି ୮୮ ଲକ୍ଷ ଟଙ୍କାର ୭ଟି ପ୍ରକଳ୍ପକୁ ମିଳିଛି ସିଙ୍ଗଲୱିଣ୍ଡୋ ମଞ୍ଜୁରୀ । ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ…

ବଡ ପାଟି ଯୋଗୁ ଗିନିଜ ବୁକ ଅଫ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲେ ସାମନ୍ଥା

ୱାଶିଂଟନ: ଆମେରିକାର ସାମନ୍ଥା ରେମ୍ସଡେଲ ବଡ ପାଟି ଯୋଗୁ ଗିନିଜ ବୁକ ଅଫ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛନ୍ତି । ତାଙ୍କ ପାଟିର ଓସାର ୬.୫୨ ସେମି । ସେ ତାଙ୍କ ପାଟିର ଆକାର ନେଇ ସୋସିଆଲ ମିଡିଆରେ ବେଶ୍ ଲୋକପ୍ରିୟ ହୋଇ ପଡିଛନ୍ତି । ସୋସିଆଲ ମିଡିଆରେ ତାଙ୍କ ପାଟି ନେଇ ଚର୍ଚ୍ଚା ହେବା ପରେ…

ପ୍ରେମିକାକୁ ସ୍ପିରିଟ୍ ଢ଼ାଳି ଜାଳିଦେବା ଘଟଣା, ଅଭିଯୁକ୍ତ ପ୍ରେମିକକୁ କୋର୍ଟ ଚାଲାଣ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ପ୍ରତାପପୁରରେ ପ୍ରେମିକାକୁ ସ୍ପିରିଟ ଢ଼ାଳି ଜାଳିଦେବା ଘଟଣାରେ ଅଭିଯୁକ୍ତ କୃଷ୍ଣଚନ୍ଦ୍ର ସାହୁକୁ କୋର୍ଟ ଚାଲାଣ କରିଛି ପୋଲିସ । ଘଟଣା ଦିନ ମୃତ ପ୍ରେମିକା ଶୁଭସ୍ମିତାଙ୍କ ମୃତ୍ୟୁ କାଳୀନ ଜମାନବନ୍ଦୀ ନେଇଥିଲା ପୋଲିସ । ପ୍ରେମିକ…

ଆସାମ ଓ ମିଜୋରାମ ମଧ୍ୟରେ ବଢୁଛି ବିବାଦ

ଗୌହ୍ବାଟି : ଦିନକୁ ଦିନ ଆସାମ ଓ ମିଜୋରାମ ମଧ୍ୟରେ ବଢିବାରେ ଲାଗିଛି ବିବାଦ । ସୀମାରେ ସ୍ଥିତି ସ୍ବାଭାବିକ ଥିବା ବେଳେ ଦୁଇ ରାଜ୍ୟର ସରକାର ଏବେ ସ୍ଥିତି ଉପରେ ନଜର ରଖିଛନ୍ତି । ସେପଟେ ଆକ୍ସନ୍ ମୁଡକୁ ଆସିଛନ୍ତି ଆସାମ ସରକାର । ଆସାମବାସୀଙ୍କ ପାଇଁ ଆସାମ ସରକାର ଏକ ଗାଇଡଲାଇନ୍ ଜାରି…

କରୋନା ପାଇଁ ଅଗଷ୍ଟ ୨ରୁ ୮ ତାରିଖ ଯାଏଁ ଟ୍ରେନ୍ ବାତିଲ

ଭୁବନେଶ୍ବର : କରୋନା ସଂକ୍ରମଣର ଚେନ ଭାଙ୍ଗିବାକୁ ରେଳବାଇର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ । ମହାମାରୀକୁ ରୋକିବାକୁ ପାଇଁ ଅଗଷ୍ଟ ୨ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସାତ ଯୋଡା ଟ୍ରେନକୁ ବାତିଲ କରାଯାଇଛି । ତିନି ଯୋଡ଼ା ବିଶେଷ ଟ୍ରେନ ଶନିବାର ଓ ରବିବାର ଦିନ ବାତିଲ୍ ରହିବ । ସେହିପରି ଏକ…

ଆନ୍ଧ୍ରରେ ୬ ଓଡ଼ିଆ ଦାଦନଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଗୁଣ୍ଟୁର : ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଲଙ୍କାଭାନିଦିବା ଗାଁରେ ଅଭାବନୀୟ ଘଟଣା । କାମ କରୁଥିବା ବିଦ୍ୟୁତ୍ ଆଘାତରେ ୬ ଜଣ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତ ଦାଦନ ଶ୍ରମିକଙ୍କ ଘର ରାୟଗଡା ଜିଲ୍ଲା ଗୁଣପୁର ଅଞ୍ଚଳରେ ବୋଲି ଜଣାପଡିଛି । ସୂଚନା ଅନୁସାରେ, ଗୁଣୁପୁର ସହର ସମେତ…

ଖୋଲିବ ପେଗାସସ୍‌ ପେଡି, ଜାସୁସୀ ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଖୋଲିବ ପେଗାସସ୍‌ ପେଡି । ଜାସୁସୀ ମାମଲାର ଶୁଣାଣି ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ରାଜି । ଆସନ୍ତା ସପ୍ତାହରେ ଜାସୁସୀ ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ପେଗାସସ୍ ମାମଲାର ଏସଆଇଟି ଯାଞ୍ଚ…

ରାଜ୍ୟର ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି

ଭୁବନେଶ୍ବର : ଶିକ୍ଷକଙ୍କ ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି…

ଓଡିଶା ଏଫସି ସହ ଚୁକ୍ତିବଦ୍ଧ ହେଲେ ସ୍ପେନର ଜାଭି ହର୍ଣ୍ଣାଣ୍ଡେଜ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ ଫୁଟବଲ ଟୁର୍ଣ୍ଣାମେଂଟର ଆଗାମୀ ସଂସ୍କରଣ ପାଇଁ ଓଡିଶା ଏଫସି ସ୍ପେନର ଷ୍ଟାର ମିଡ ଫିଲ୍ଡର ଜାଭି ହର୍ଣ୍ଣାଣ୍ଡେଜ ସହ ଚୁକ୍ତିବଦ୍ଧ କରିଛି । ସ୍ପେନ, ପୋଲାଣ୍ଡ ଓ ଆଜରବୈଜାନରେ ଅନେକଗୁଡିଏ କ୍ଲବ ପକ୍ଷରୁ ଖେଳି ସାରିଛନ୍ତି । ୨୦୧୯ରେ ଏଟିକେ ତାଙ୍କୁ ସାଇନ…

କୁଲ୍ ହେୟାର ଷ୍ଟାଇଲ ନେଇ ପୁଣି ଚର୍ଚ୍ଚାରେ ଧୋନୀ

ରାଂଚି: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ନୂତନ ହେୟାରଷ୍ଟାଇଲ ସୋସିଆଲ ସାଇଟରେ ଭାଇରାଲ ହୋଇଛି । କ୍ରିକେଟ ପଡିଆରୁ ଦୂରରେ ଥିଲେ ମଧ୍ୟ ଧୋନୀ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କ ସହ ଯୋଡି ହୋଇ ରହିଛନ୍ତି । ହେୟାର ଷ୍ଟାଇଲିଷ୍ଟ ଆଲିମ ହାକିମ…