Latest Odisha News

BREAKING NEWS

Browsing Category

ଫିଚର

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ: ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କପ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ଏହି ସେବା ସମ୍ପାଦନ କରିବେ । ଦ୍ଵିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଅପରାହ୍ନରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କର…

କେନ୍ଦ୍ରାପଡ଼ା ସହର ଓ ୪ ପଞ୍ଚାୟତରୁ ହଟିଲା ୧୪୪ ଧାରା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସହର ସମେତ ଆଖପାଖ ୪ ପଞ୍ଚାୟରୁ ହଟିଲା ୧୪୪ ଧାରା । ପୂର୍ବରୁ ଜାରି ହୋଇଥିବା କଟକଣାକୁ ପ୍ରତ୍ୟାହାର କରି ନେଇଛି ଜିଲ୍ଲା ପ୍ରଶାସନ । କୌଣସି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହେବାରୁ, ଶାନ୍ତି ବଜାୟ ରହିବା ସହ ଆଇନଶୃଙ୍ଖଳା ସ୍ଥିତି ଠିକଠାକ୍ ଥିବାରୁ…

ଲଘୁଚାପ ନେଲା ଓ୍ୱେଲ ମାର୍କଡ୍ ଲୋପ୍ରେସର ରୂପ, ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅଧିନ ଘନୀଭୂତ ହୋଇ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶା ପାଗ ମେଘୁଆ ରହିଛି…

ଟୋକିଓ ଅଲିମ୍ପିକ୍ସ: ଦ୍ୱିତୀୟ ଗ୍ରୁପ୍ ମ୍ୟାଚ୍ ଜିତିଲେ ପି. ଭି. ସିନ୍ଧୁ

ଟୋକିଓ: ଅଲିମ୍ପିକ୍ସ ବ୍ୟାଡମିଣ୍ଟନରେ ପି. ଭି. ସିନ୍ଧୁଙ୍କ ବିଜୟ ଅଭିଯାନ ଜାରି ରହିଛି । ମହିଳା ସିଙ୍ଗଲ୍ସର ଦ୍ୱିତୀୟ ଗ୍ରୁପ୍ ମ୍ୟାଚରେ ବିଜୟୀ ହୋଇଛନ୍ତି । ହଂକଂ ପ୍ରତିଯୋଗୀ ଚେଉଙ୍ଗ ନ୍ୟାଙ୍ଗଙ୍କୁ ୨୧-୯, ୨୧-୧୬ ସେଟରେ ପରାସ୍ତା କରିଛନ୍ତି । ଏହି ବିଜୟ ସହ ସେ ରାଉଣ୍ଡ ୧୬କୁ ଉନ୍ନୀତ…

ଆଜି ଓଡ଼ିଶାରୁ ୧୭୦୩ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୨.୧୬%

ଭୁବନେଶ୍ୱର: ରାଜ୍ୟରେ ପ୍ଲାଟ୍ୟୁ ସ୍ଥିତିରେ ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ଭିତରେ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୭ଶହ ୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୯୮୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୧୫ । ୨୪ ଘଣ୍ଟାରେ ୭୮ ହଜାର ୭୪୦ କୋଭିଡ୍…

ବସକୁ ପଛରୁ ଧକ୍କା ଦେଲା ଟ୍ରକ୍, ୧୮ ଜଣଙ୍କର ମୃତ୍ୟୁ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ବାରବାଙ୍କୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଠିଆ ହୋଇଥିବା ବସକୁ ପଛରୁ ଧକ୍କା ଦେଲା ଟ୍ରକ୍ । ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ବହୁ ଲୋକ ଆହତ ହୋଇଛନ୍ତି । ଅଯୋଧ୍ୟା-ଲକ୍ଷ୍ନୌ ହାଇଓ୍ୱେରେ ବାରବାଙ୍କୀର ରାମସମେନୀ ନିକଟରେ ବିଳମ୍ବିତ ରାତିରେ ହୋଇଛି ।…

ଏଫସିଆଇଏଲର ତାଳଚେର ୟୁନିଟ୍ ପୁନରୁଦ୍ଧାର ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ : ଫର୍ଟିଲାଇଜର କର୍ପୋରେସନ ଅଫ ଇଣ୍ଡିଆ ଲିମିଟେଡ (ଏଫସିଆଇଏଲ)ର ତାଳଚେର ୟୁନିଟ ପୁନରୁଦ୍ଧାର ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି । ଚୟନ କରାଯାଇଥିବା କେତେକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଗୁଡ଼ିକର ଯୌଥ ଉଦ୍ୟୋଗ ମାଧ୍ୟମରେ ଏଠାରେ ବାର୍ଷିକ ୧୨.୭ ଲକ୍ଷ ମେଟ୍ରିକ ଟନ୍ କ୍ଷମତା ବିଶିଷ୍ଟ…

ବାସବରାଜ ବୋମାଇ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକ : କର୍ଣ୍ଣାଟକ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ବାସବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ବରିଷ୍ଠ ନେତା ବାସବରାଜ ବୋମାଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି । ଆସନ୍ତାକାଲି ଅପରାହ୍ନ ୩ଟା ୨୦ରେ କର୍ଣ୍ଣାଟକର ନୂଆ…

ଡରାଇଲାଣି ଡେଙ୍ଗୁ, ଭୁବନେଶ୍ବରରେ ବଢୁଛି ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ବର : ଡରାଇଲାଣି ଡେଙ୍ଗୁ । ପ୍ରତିଦିନ ଆକ୍ରାନ୍ତ ସଂଖ୍ରା ବଢୁଥିବାରୁ ଏବେ ଚିନ୍ତାରେ ପଡିଲେଣି ଭୁବନେଶ୍ବର ବାସିନ୍ଦା । ଡେଙ୍ଗୁ ଯୋଗୁଁ ଆଜି ରାଜ୍ୟରେ ପ୍ରଥମ ମୃତ୍ୟୁ ହୋଇଛି । ଯାହାକୁ ନେଇ ପ୍ରଶାସନର ଚିନ୍ତା ବି ବଢ଼ିଛି । ଏଭଳି ପରିସ୍ଥିତିରେ ଡେଙ୍ଗୁର ମୁକାବିଲା ପାଇଁ ବିଭିନ୍ନ…

୧୦୦୧ ପ୍ରକାରର ଆଇସକ୍ରିମ ପ୍ରସ୍ତୁତ କରି ୱାର୍ଲ୍ଡ ରେକର୍ଡ କଲା ଆବୁଧାବିର ପପ ଅଫ ଶପ

ଦୁବାଇ: ଆବୁଧାବିର ୟାସ ମଲରେ ଥିବା ପପ ଅଫ ଶପ ୧୦୦୧ ପ୍ରକାରର ଆଇସକ୍ରିମ ପ୍ରସ୍ତୁତ କରି ଗିନିଜ ବୁକ ଅଫ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛି । ଭାନିଲା, ବଟରସ୍କଚ, ଚକୋଲେଟ ଓ ଷ୍ଟ୍ରବେରୀ ପରି ନିୟମିତ ଫ୍ଲେଭରର ଆଇସକ୍ରିମ ଖାଇ ବୋର ହୋଇ ପଡିଥିବା ବ୍ୟକ୍ତି ଏଠାକୁ ଆସିବାକୁ ଲାଗିଛନ୍ତି ।…