Latest Odisha News

BREAKING NEWS

Browsing Category

ଫିଚର

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୪ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ହେବ । ଆଗାମୀ ୪ଦିନ ଯାଏ ବିଭିନ୍ନ ଅଞ୍ଚଳରେ…

ଅଲିମ୍ପିକ୍ସ ସୁଟିଂରେ ଖରାପ ପ୍ରଦର୍ଶନ: ପୁଣି ନିରାଶ କଲେ ମନୁ ଭାକର-ସୌରଭ ଚୌଧୁରୀ ଯୋଡ଼ି

ଟୋକିଓ: ଅଲିମ୍ପିକ୍ସ ସୁଟିଂରେ ଭାରତର ପଦକ ଆଶା ପୁଣି ଥରେ ଧୂଳିସାତ ହୋଇଛି । ନିରାଶ କରିଛନ୍ତି ସୁଟର ମନୁ ଭାକର-ସୌରଭ ଚୌଧୁରୀ ଯୋଡ଼ି । ପାଞ୍ଚ ପାଞ୍ଚ ଥର ବିଶ୍ୱ ଚାମ୍ପିଅନ୍ ଯୋଡି ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟର ମେଡାଲ୍ ମ୍ୟାଚ୍ ରାଉଣ୍ଡକୁ ଯାଇ ପାରି ନାହାନ୍ତି ।…

ଅଲିମ୍ପିକ୍ସ ପୁରୁଷ ହକି: ସ୍ପେନକୁ ୩-୦ରେ ହରାଇଲା ଭାରତ

ଟୋକିଓ: ଅଷ୍ଟ୍ରେଲିଆଠାରୁ ପରାଜୟ ପରେ ଟୋକିଓ ଅଲିମ୍ପିକ୍ସରେ ପୁଣି ଥରେ ବିଜୟଧାରାକୁ ଫେରିଛି ଭାରତୀୟ ପୁରୁଷ ହକି ଟିମ୍ । ଆଜି ସ୍ପେନକୁ ୩-୦ ଗୋଲରେ ପରାସ୍ତ କରିଛି ଭାରତ । ଗ୍ରୁପ ପର୍ଯ୍ୟାୟର ଏହି ମ୍ୟାଚକୁ ଏକତରଫା ଭାବରେ ଜିତି ନେଇଛି ଟିମ୍ ଇଣ୍ଡିଆ । ରୂପିନ୍ଦର ପାଲ ସିଂହ ୨ଟି ଓ…

ତଳକୁ ଖସୁଛି କରୋନା ସଂକ୍ରମଣ: ଆଜି ଓଡ଼ିଶାରୁ ୧୬୨୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନାର ଦୈନିକ ସଂକ୍ରମଣ । ଦୁଇ ହଜାରରୁ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୬ଶହକୁ ଖସିଲାଣି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ଶହ ୨୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ପଜିଟିଭ୍ ବାହାରିଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍…

ଅଗଷ୍ଟରୁ ଭକ୍ତଙ୍କ ପାଇଁ ଖୋଲିପାରେ ଶ୍ରୀମନ୍ଦିର ଦୁଆର, ଆସନ୍ତା ୪ରେ ହୋଇପାରେ ନିଷ୍ପତ୍ତି

ପୁରୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ବନ୍ଦ ରହିଛି ସର୍ବସାଧାରଣ ଦର୍ଶନ । କେବଳ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଚାଲିଛି । ଅପେକ୍ଷାରତ ଭକ୍ତଙ୍କୁ ବୋଧେ ଆଉ ବେଶୀ ଦିନ ଅପେକ୍ଷା କରିବାକୁ ପଡ଼ି ନପାରେ । ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ସମ୍ପର୍କରେ ଆଲୋଚନା ପାଇଁ…

ଭାରତୀୟ ମହିଳା ହକି ଟିମର କ୍ରମାଗତ ଦ୍ୱିତୀୟ ପରାଜୟ

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଆଜି ଦିନ ଭାରତ ପାଇଁ ସମ୍ପୂର୍ଣ୍ଣ ନୈରାଶ୍ୟଜନକ ରହିଥିଲା । ମହିଳା ହକିରେ ଭାରତର କ୍ରମାଗତ ଦ୍ୱିତୀୟ ପରାଜୟବରଣ କରିଛି । ଜର୍ମାନୀ ଶୃଙ୍ଖଳିତ ପ୍ରଦର୍ଶନ କରି ଭାରତକୁ ୨-୦ ଗୋଲରେ ପରାସ୍ତ କରିଛି । ଗୁରଜିତ କୌରଙ୍କ ପେନାଲ୍ଟି ମିସ୍ ଭାରତ ପାଇଁ ମହଙ୍ଗା…

ପେଗାସସ ଦୁର୍ନୀତିର ତଦନ୍ତ ପାଇଁ କମିଟି ଗଠନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା: ସାରା ଦେଶରେ ପେଗାସସ ଦୁୂର୍ନୀତି ନେଇ ତାତି ଜୋର ଧରିଥିବା ବେଳେ ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ କମିଟି ଗଠନ କରିଛନ୍ତି । ମମତାଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ ନାମ ତଦନ୍ତ ତାଲିକାଭୁକ୍ତ ହେବାରୁ ଏହି କମିଟି ଗଠନ କରାଯାଇଛି । ପ୍ରଥମ ରାଜ୍ୟ ଭାବେ…

ଆସାମ-ମିଜୋରାମ ସୀମାରେ ହିଂସାକାଣ୍ଡ, ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଅମିତ ଶାହଙ୍କ ସହଯୋଗ ଲୋଡିଲେ

ଶିଲଂ: ଆସାମ-ମିଜୋରମରେ ସୀମା ବିବାଦ ନେଇ ହିଂସାକାଣ୍ଡ ଘଟିଛି । ସ୍ୱରାଷ୍ଟ୍ର୍ର ମନ୍ତ୍ରୀ ଅମିତ ଶାହ ଉତରପୂବାଂଚଳର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ ଏକ ବୈଠକ ୨ ଦିନ ତଳେ ଆୟୋଜିତ କରିଥିଲେ । ସୀମା ବିବାଦ ନେଇ ଆଲୋଚନା ହୋଇଥିଲେ ମଧ୍ୟ କଣ ପାଇଁ ହିଂସାକାଣ୍ଡ ହେଉଛି ତାହା ଜଣାପଡି…

ହରଭଜନ, ଗୀତା ସୋସିଆଲ ସାଇଟରେ ଶେୟାର କଲେ ପୁଅର ଫଟୋ

ମୁମ୍ବାଇ: ପୂର୍ବତନ କ୍ରିକେଟର ହରଭଜନ ସିଂ ଏବଂ ଅଭିନେତ୍ରୀ ଗୀତା ବାସ୍ରା ଆଜି ପୁଅର ନାମ ଦୁନିଆର ସାମ୍ନାକୁ ଆଣିଛନ୍ତି । ସୋସିଆଲ ସାଇଟରେ ଝିଅ ହିନାୟା ହୀର ପ୍ଲାହାଙ୍କ ସହ ପୁଅର ଫଟୋ ଶେୟାର କରିଛନ୍ତି । ପୁଅର ନାମ ଜୋଭାନ ଭୀର ସିଂ ପ୍ଲାହା ରଖିଛନ୍ତି । ହିନାୟା ଭାଇକୁ କୋଳରେ ଧରି କପାଳକୁ…

ବକ୍ସର ଆଶୀଷଙ୍କ ଅଭିଯାନ ଶେଷ, ସଜନ ସେମିକୁ କ୍ୱାଲିଫାଏ କରିବାରେ ବିଫଳ

ଟୋକିଓ: କ୍ୟାରିୟରର ପ୍ରଥମ ଅଲିମ୍ପିକ୍ସ ଖେଳୁଥିବା ଭାରତୀୟ ବକ୍ସର ଆଶୀଷ କୁମାର ରାଉଣ୍ଡ ଅଫ ୩୨ରୁ ବିଦାୟ ନେଇଛନ୍ତି । ପୁରୁଷ ୭୫ କିଗ୍ରା କାଟାଗୋରୀରେ ସେ ଚୀନର ଏରବିକେ ତୁସହେତାଙ୍କ ନିକଟରୁ ୦-୫ରେ ପରାଜିତ ହୋଇଥିଲେ । ସେହିପରି ଟେବୁୂଲଟେନିସ ମହିଳା ସିଙ୍ଗଲ୍ସରେ ଭାରତର ଅଭିଯାନ ଶେଷ…