Latest Odisha News

BREAKING NEWS

Browsing Category

ଫିଚର

ଆତ୍ମସମର୍ପଣ କଲେ ବୋଲି ମାରିଦେଲେ ମାଓବାଦୀ

ମାଲକାନଗିରି: ଲାଲବାହିନୀ ଛାଡ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ସାଥିଙ୍କୁ ମୃତ୍ୟୁଦଣ୍ଡ ଦେଲା ଲାଲବାହିନୀ । ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଜଣେ ବ୍ୟକ୍ତିଙ୍କୁ ଘରୁ ଅପହରଣ କରି ନିର୍ମମ ଭାବରେ ହତ୍ୟା କରିଛନ୍ତି ମାଓବାଦୀ । ଛତିଶଗଡ ବିଜାପୁର ଜିଲ୍ଲାରେ ଘଟିଛି ଏହି ଘଟଣା ।…

ବ୍ରିଟେନର କେମ୍ବ୍ରିଜ ଆସେସମେଣ୍ଟ ଇଣ୍ଟରନ୍ୟାସନାଲ୍ ଏଜୁକେସନ୍ ସହ ଅନୁବନ୍ଧିତ ହେଲା ଓଡ଼ିଶାର ସାଇ ଇଣ୍ଟରନ୍ୟାସନାଲ୍…

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ସାଇ ଇଣ୍ଡରନ୍ୟାସନାଲ୍ ସ୍କୁଲର ଆଉ ଏକ ବଡ଼ ଉପଲବ୍ଧି । ବ୍ରିଡେନର କେମ୍ବ୍ରିଜ ଆସେସମେଣ୍ଟ ଇଣ୍ଟରନ୍ୟାସନାଲ୍ ଏଜୁକେସନ୍ ସହ ଅନୁବନ୍ଧିତ ହୋଇଛି ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ । ଏହାଦ୍ୱାରା ଛାତ୍ରଛାତ୍ରୀଙ୍କୁ ବିଶ୍ୱର ଅଗ୍ରଣୀ କେମ୍ବ୍ରିଜ ପ୍ରୋଗ୍ରାମ…

ଶିମିଳିପାଳ ଅଭୟାରଣ୍ୟରୁ ୩ ଶିକାରୀ ଓ ୩ କାଠ ଚୋର ଗିରଫ

ବାରିପଦା: ଶିମିଳିପାଳ ଉତ୍ତର ବନଖଣ୍ଡ ଉପରେ ପଶୁ ଶିକାରୀ ଓ କାଠ ମାଫିଆଙ୍କ ଲୋଲୁପ ଦୃଷ୍ଟି । ଗୁରୁଗୁଡ଼ିଆ ରେଞ୍ଜ ଅନ୍ତର୍ଗତ ଉତ୍ତରାସ ନିକଟ ରିଜର୍ଭ ଜଙ୍ଗଲରେ ପାଟ୍ରୋଲିଂ ବେଳେ ୩ ଜଣ ପଶୁ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ । ସେମାନଙ୍କ ନିକଟରୁ ୭ କେଜି କୁଟୁରା ମାଂସ ଓ ପଶୁ ଶିକାରରେ…

ପାରଳାଖେମୁଣ୍ଡି ACF ମୃତ୍ୟୁ ମାମଲା: ସୌମ୍ୟରଞ୍ଜଙ୍କ ମାଆ ନା ପତ୍ନୀ, କିଏ କହୁଛନ୍ତି ସତ ?

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଅଡୁଆ ସୂତାରେ ଗୋଡେଇ ହୋଇଛି । ଦିନ ଗଡ଼ିବା ସହ ରହସ୍ୟ ବଢୁଛି । ସାମନାକୁ ଆସୁଛି ନୂଆ ନୂଆ କଥା । ସୌମ୍ୟଙ୍କ ପତ୍ନୀ ତଥା ବୋହୂ ବିଦ୍ୟାଭାରତୀଙ୍କ ଉପରେ ପରିବାର ଲୋକ ଅଭିଯୋଗର ଲମ୍ବା ତାଲିକା ଦେଇଛନ୍ତି । ଏହାପରେ…

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ବାହାରିଛନ୍ତି ମହାପ୍ରଭୁ । ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ବଡ଼ ଠାକୁର ଶ୍ରୀବଳଭଦ୍ର ରଥେ ବିଜେ କରିଛନ୍ତି । ସେମାନଙ୍କ ପରେ ପହଣ୍ଡିରେ ଆସି ରଥାରୁଢ଼ ହୋଇଥିଲେ ଦେବା…

ଭିଜିଲାନ୍ସ ଜାଲରେ ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲ ଅଧ୍ୟକ୍ଷ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲ ଅଧ୍ୟକ୍ଷ । ତାଙ୍କ ନାଁ ସୂର୍ଯ୍ୟ ନାରାୟଣ ରଥ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ସୂର୍ଯ୍ୟନାରାୟଣଙ୍କର ଝାରସୁଗୁଡ଼ା ସ୍ଥିତ ବାସଭବନ ସମେତ ଏକକାଳୀନ 6ଟି ସ୍ଥାନରେ…

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ଖୁଲ୍ଲାସା କଲେ ପତ୍ନୀ ବିଦ୍ୟାଭାରତୀ

ମୟୂରଭଞ୍ଜ: ପାରଳାଖେମୁଣ୍ଡି ଏସିଏଫି ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପ୍ରତିଦିନ ନୂଆ ନୂଆ ତଥ୍ୟ ଓ ବୟାନ ସାମନାକୁ ଆସୁଛି । ହତ୍ୟା ଅଭିଯୋଗ ଆଣି ସୌମ୍ୟଙ୍କ ପତ୍ନୀ ନାଁରେ ଅଭିଯୋଗର ଲମ୍ବା ତାଲିକା ଦେଇଥିଲେ ଶାଶୁ ଘର ଲୋକ । ଏବେ ମୁହଁ ଖୋଲିଛନ୍ତି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ…

ରଥାରୁଢ଼ ହେଲେ ଶ୍ରୀସୁଦର୍ଶନ, ପ୍ରଭୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା

ପୁରୀ: ଜନ୍ମବେଦୀ ଯାତ୍ରା ସାରି ଆଜି ବଡ଼ଦେଉଳ ଅଭିମୁଖେ ଫେରିବେ ମହାପ୍ରଭୁ । ରଥ ଚଢ଼ା ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ବାହୁଡ଼ିବେ ଶ୍ରୀଜଗନ୍ନାଥ । ସମସ୍ତ ନୀତିକାନ୍ତି ସରିବା ପରେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ଆଗରୁ ମହାପ୍ରଭୁଙ୍କର ଦିବ୍ୟ ପହଣ୍ଡି ଆରମ୍ଭ ହୋଇଥିଲା । ପ୍ରଥମେ ଗୋଟି…

କାଲି କମିଥିଲା, ଆଜି ବଢ଼ିଲା: ଓଡ଼ିଶାରୁ ୨୦୮୫ କରୋନା ପଜିଟିଭ୍

ଭୁବନେଶ୍ୱର: କାଲି ଦୁଇ ହଜାର ତଳକୁ କମିଥିଲା କରୋନା ସଂକ୍ରମଣ । ଆଜି ପୁଣି ଦୁଇ ହଜାର ଡେଇଁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨ହଜାର ୮୫ ନୂଆ ଆକ୍ରାନ୍ତ . ଗତକାଲି ଏହି ସଂଖ୍ୟା ଥିଲା ୧ହଜାର ୬୪୮ । ଅର୍ଥାତ ଗତକାଲି ଅପେକ୍ଷା ଆଜି ପାଖାପାଖି ୪ଶହ ଅଧିକ ସଂକ୍ରମିତ ହୋଇଛନ୍ତି ।…

ଶିଳ୍ପ ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କୁ ବାନ୍ଧିଲା ମୁମ୍ୱାଇ ପୋଲିସ, ଅଶ୍ଳୀଳ ଫିଲ୍ମ ନିର୍ମାଣ ଅଭିଯୋଗ

ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା ଗିରଫ । ତାଙ୍କୁ ଏକ ସଙ୍ଗୀନ ମାମଲାରେ ଗତକାଲି ରାତିରେ ଗିରଫ କରିଛି ମୁମ୍ୱାଇ ପୋଲିସ । ଅଶ୍ଳୀଳ ଫିଲ୍ମ ନିର୍ମାଣ କରିବା ଓ ସେଗୁଡ଼ିକୁ ଆପ୍ ଜରିଆରେ ରିଲିଜ କରିବା ଅଭିଯୋଗରେ ବନ୍ଧା ହୋଇଛନ୍ତି ରାଜ କୁନ୍ଦ୍ରା । ଏହି…