Latest Odisha News

BREAKING NEWS

Browsing Category

ଫିଚର

ଗୁଣିଗାରେଡିରେ ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଅଭିଯୋଗ

ବଲାଙ୍ଗିର: ବିଜ୍ଞାନ ଯୁଗରେ ଅନ୍ଧ ବିଶ୍ୱାସ ଅନ୍ଧାରି ଗଳିରୁ ବାହାରି ପାରୁନି ମଣିଷ ସମାଜ । ଗୁନିଗାରେଡି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ହତ୍ୟା ଅଭିଯୋଗ । ଏଭଳି ଘଟଣା ସାମନାକୁ ଆସିଛି ବଲାଙ୍ଗିର ଜିଲ୍ଲାରୁ । ମୃତକ ହେଲେ ୬୫ବର୍ଷୀୟ ନିତ୍ୟା ଭୋଇ । ତାଙ୍କ ଘର ସଇଁନ୍ତଳା ବ୍ଳକ ଭନ୍ଦ୍ରା ପଞ୍ଚାୟତ…

ଭାରତ-ଶ୍ରୀଲଙ୍କା ପ୍ରଥମ ଦିନିକିଆ ମ୍ୟାଚର ୧୦ ରେକର୍ଡ

କଲମ୍ବୋ: ଶିଖର ଧାୱନଙ୍କ ନେତୃତ୍ୱରେ ଭାରତ ପ୍ରଥମ ଦିନିକିଆରେ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଛି । ଆସନ୍ତୁ ଜାଣିବା ଏହି ରେକର୍ଡ ସମ୍ପର୍କରେ.. ୧.ଶ୍ରୀଲଙ୍କା ବିପକ୍ଷରେ ଭାରତ ସର୍ବାଧିକ ୯୨ ମ୍ୟାଚ ଜିତି ପାକିସ୍ତାନ ରେକର୍ଡ ସହ ସମକକ୍ଷ ହୋଇଛି । ୨.ଆନ୍ତର୍ଜାତୀୟ କ୍ରିକେଟରେ ଶିଖର…

ମୁହାଁମୁହିଁ ପିଟି ହେଲା ଦୁଇଟି ବାଇକ୍, ୨ ମୃତ ଓ ୨ ଗୁରୁତର

ବରଗଡ଼: ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ ଜଣଙ୍କର ଅକାଳ ବିୟୋଗ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି । ବରଗଡ଼ ଜିଲ୍ଲା ପର୍ଥଲା ଛକ ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଆହତମାନଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାୟରେ ଭର୍ତ୍ତି…

ଆଜିଠୁ ୧୬ଟି ରୁଟରେ ଗଡ଼ିଲା ମୋ ବସ୍

ଭୁବନେଶ୍ୱର: ଦୀର୍ଘ ଦିନର ଲକଡାଉନ୍ ପରେ ଗଡ଼ିଲା ମୋ ବସ୍ । କଟକ, ଭୁବନେଶ୍ୱରର ବିଭିନ୍ନ ରୁଟରେ ଆଜିଠୁ ଆରମ୍ଭ ହୋଇଛି ମୋ ବସ୍ ସେବା । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଟୁଇନ ସିଟି ରାଜରାସ୍ତାରେ ଗଡ଼ିବ ମୋ ବସ୍ । ବସ୍ ଭିତରେ କୌଣସି ଯାତ୍ରୀ ଠିଆ ହୋଇ ଯିବେ ନାହିଁ । ସିଟ୍ କ୍ଷମତା ଅନୁସାରେ…

ରାଜ୍ୟରୁ କରୋନା ନେଲା ଆଉ ୫୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ସହ କରୋନା ମୃତ୍ୟୁ ସଂଖ୍ୟା ବି କମିଛି । ଆଉ ୫୮ ଜଣଙ୍କର ଜୀବନ ଯାଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୬ ଜିଲ୍ଲାରୁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ବରଗଡ଼ ଜିଲ୍ଲାରୁ ୭ ଓ ଗଞ୍ଜାମ ଜିଲ୍ଲାରୁ…

ପାରଳାଖେମୁଣ୍ଡି ACF ମୃତ୍ୟୁ ମାମଲା: ସୌମ୍ୟରଞ୍ଜନଙ୍କ ଘରେ ତଦନ୍ତକାରୀ ଟିମ୍

ବାଲେଶ୍ୱର: ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୭ଦିନ ହେଲାଣି । ତଥାପି ରହସ୍ୟ ଉପରୁ ପରଦା ହଟିନି । ଅଧିକ ଖୋଳତାଡ ଭିତରେ ଆଜି ମୃତ ସୌମ୍ୟରଞ୍ଜନଙ୍କ ବାଲେଶ୍ୱର ଜିଲ୍ଲା ଖଇରା ସ୍ଥିତ ଘରେ ପହଞ୍ଚିଛି ପାରଳାଖେମୁଣ୍ଡି ପୋଲିସର ତଦନ୍ତକାରୀ ଟିମ୍ ।…

ଦୁଇ ମାସ ପରେ ଆଜିଠୁ ରାଜ୍ୟବ୍ୟାପୀ ବସ୍ ଚଳାଚଳ ଆରମ୍ଭ

ଭୁବନେଶ୍ୱର: ଆଂଶିକ ଲକଡାଉନରେ ବସ୍ ଚଳାଚଳକୁ ଅନୁମତି ଦେଇଥିଲେ ସରକାର । ତଥାପି ବସ୍ ଗଡ଼ି ନଥିଲା । ଆଜିଠାରୁ ବସ୍ ଚଳାଚଳ ସ୍ୱାଭାବିକ ହୋଇଛି । ପୁଣି ଥରେ ବସଷ୍ଟଚାଣ୍ଡରେ ଶୁଣିବାକୁ ମିଳିଛି ବସର ହର୍ଣ୍ଣ । କାଉଣ୍ଟରରେ ଆରମ୍ଭ ହୋଇଛି ଟିକେଟ୍ ବିକ୍ରି । ଯାତ୍ରୀଙ୍କ ଗହଳି ଚହଳି ଆରମ୍ଭ ହୋଇଛି…

ଓଡ଼ିଶାରେ ଦୁଇ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ପଜିଟିଭ୍ ହାର ୨.୩୬%

ଭୁବନେଶ୍ୱର: ରାଜ୍ୟରେ ଦୁଇ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ଶହ ୪୮ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୯୫୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୯୩ । ଗତକାଲି ଅପେକ୍ଷା ୨୪ ଘଣ୍ଟାରେ ପାଖାପାଖି ୮ହଜାର କମ୍ ଟେଷ୍ଟିଂ ହୋଇଛି । ଗତକାଲି ୭୭ହଜାର ୫୧୯…

ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ରାତି ୮ଟାରୁ ପୁରୀରେ ଲାଗିବ କର୍ଫ୍ୟୁ

ପୁରୀ: ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି । ଶାନ୍ତିଶୃଙ୍ଖଳାରେ ଓ ସୁରୁଖୁରୁରେ ବାହୁଡ଼ା ଯାତ୍ରା ସାରିବା ପାଇଁ ପ୍ରଶାସନ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ବିନା ଭକ୍ତରେ ବାହୁଡ଼ା ଯାତ୍ରା ପାଇଁ ଆଜିଠାରୁ ପୁରୀ ସହରରେ ଲାଗିବ ୧୪୪ ଧାରା । ଆଜି…

ଆଜି ଆଡ଼ପମଣ୍ଡପରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ: ଜନ୍ମବେଦୀରେ ସରି ଆସିଲା ମହାପ୍ରଭଙ୍କ ଲୀଳାଖେଳା । ଆଜି ଆଡ଼ପମଣ୍ଡପରେ ସନ୍ଧ୍ୟା ଦର୍ଶନ । ନବଦିନାତ୍ମକ ଯାତ୍ରାରେ ଗୁଣ୍ଡିଚାମନ୍ଦିର ଯାଇଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କ ଜନ୍ମବେଦୀରେ ଆଜି ଶେଷ ଦର୍ଶନ । ବିଶ୍ୱାସ ରହିଛି, ତ୍ରିକାଳରେ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ ଯେଉଁ ପୂଣ୍ୟ…