Latest Odisha News

BREAKING NEWS

Browsing Category

ଫିଚର

ଓଡ଼ିଶାରୁ କରୋନା ନେଲା ଆଉ ୬୫ ଜୀବନ

ଭୁବନେଶ୍ୱର: ସଂକ୍ରମଣ ନିୟନ୍ତ୍ରଣରେ ରହିଥିଲେ ବି ରାଜ୍ୟରେ ବଢିଛି ମୃତ୍ୟୁସଂଖ୍ୟା । ଆଉ ୬୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୬ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ମୃତ୍ୟୁବରଣ କରିଛନ୍ତି । ବରଗଡ଼ ଜିଲ୍ଲାରୁ ୧୦…

ରାଜ୍ୟରେ ପୁଣି ଦୁଇ ହଜାର ଡେଇଁଲା କରୋନା ସଂକ୍ରମଣ, ପଜିଟିଭ୍ ହାର ୨.୯୯%

ଭୁବନେଶ୍ୱର: ରାଜ୍ୟ ଦୁ ଦିନ ହେବ ୨ ହଜାର ତଳେ ରହୁଥିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସାମାନ୍ୟ ବଢ଼ି ଦୁଇ ହଜାର ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨ହଜାର ୭୪ ପଜିଟିଭ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୧ଶହ ୯୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ଆଜି ବସୁଛି କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବସୁଛି କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିନ ୧୧ଟା ବେଳେ ଏହି ବୈଠକ ଅନୁଷ୍ଠିତ ହେବ । ପ୍ରାୟ ବର୍ଷେ ପରେ ପ୍ରଥମ ଥର କ୍ୟାବିନେଟ ବୈଠକ ପ୍ରତ୍ୟକ୍ଷଭାବରେ ବସୁଛି । କରୋନା ଯୋଗୁ ପୂର୍ବରୁ ଭର୍ଚୁଆଲ ମୋଡରେ…

ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ

ଅନୁଗୋଳ: ପୂର୍ବ ଶତ୍ରୁତାରୁ ଜଘନ୍ୟ ହତ୍ୟା । ଜଣେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହତ୍ୟା ଅଭିଯୋଗ । ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ପାତ୍ରପଡା ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଗାଁର ଜିତେନ୍ଦ୍ର ସାହୁ । ଅଭିଯୁକ୍ତ ପୀତବାସ ସାହୁକୁ ଅଟକ ରଖି ଖୋଳତାଡ…

ଆମ ଐତିହ୍ୟ : କଳିଙ୍ଗ ସ୍ଥାପତ୍ୟ କଳାର ଭିନ୍ନ ଏକ ପରିଭାଷା, ବୌଦ୍ଧର ‘ପଶ୍ଚିମ ସୋମନାଥ’,…

କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ଆମ ଐତିହ୍ୟ ଓଡିଶାର ପ୍ରାଚୀନ ମନ୍ଦିର ଏବଂ ଐତିହ୍ୟ ସ୍ଥଳୀ ତଥା ସେଗୁଡିକର ନିର୍ମାଣଶୈଳୀ ମଧ୍ୟରେ ଲୁକ୍କାୟିତ ରହିଛି ଅନେକ କାହାଣୀ ଓ କିମ୍ବଦନ୍ତୀ । କଳିଙ୍ଗ ମନ୍ଦିର ସ୍ଥାପତ୍ୟ କଳାରେ ମୁଖ୍ୟତଃ ରେଖା ଦେଉଳ, ପିଢା ଦେଉଳ ଓ ଖାଖରା ନିର୍ମାଣ…

ଡିଜିଟାଲ ଶିକ୍ଷା ପ୍ରୟାସ ସମ୍ପର୍କରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ : ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ କାର୍ଯ୍ୟକାରୀ କରାଯାଉଥିବା ଡିଜିଟାଲ ଶିକ୍ଷା ପ୍ରୟାସ ସମ୍ପର୍କରେ ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିରେ ପିଏମ୍ ଇ-ବିଦ୍ୟା, ରାଷ୍ଟ୍ରୀୟ ଡିଜିଟାଲ ଶିକ୍ଷା ସୌଧ, ସ୍ବୟମ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମକୁ ସାମିଲ…

କେନ୍ଦ୍ର ଦେଉନି ଟିକା, କାଲି ୧୧ ଜିଲ୍ଲରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ବର : ମହାମାରୀ ଭଳି ମହାସଙ୍କଟ ଭିତରେ ଟିକା ଅଭାବ ପାଲଟିଛି ମୁଖ୍ୟ ସମସ୍ୟା । କେନ୍ଦ୍ର ଟିକା ଦେଉନଥିବାରୁ ରାଜ୍ୟରେ ବାଧାପ୍ରାପ୍ତ ହୋଇଛି ଟିକାକରଣ । କୋଭିଡ ଭଳି ମହାମାରୀର ମୁକାବିଲା ପାଇଁ ଟିକାକରଣକୁ ବ୍ୟାପକ କରାଯାଉଥିବା ବେଳେ, ଟିକାର ଅଭାବୀ ଏବେ ଚିନ୍ତାର କାରଣ ପାଲଟିଛି ।…

ପାକିସ୍ତାନରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ, କ୍ୟାପ୍ଟେନଙ୍କ ସମେତ ୧୧ ଯବାନ ନିହତ

ଇସଲାମବାଦ: ପାକିସ୍ତାନର ଖାୟବର ପାଖତୁନଖ୍ୱାରେରେ ଆଜି ଆତଙ୍କବାଦୀମାନେ ବଡ ଧରଣର ଆକ୍ରମଣ କରିଛନ୍ତି । ପ୍ରାରମ୍ଭିକ ରିପୋର୍ଟ ଅନୁସାରେ ଏହି ଆକ୍ରମଣରେ ଜଣେ କ୍ୟାପ୍ଟେନଙ୍କ ସମେତ ୧୧ ଯବାନ ନିହତ ହୋଇଛନ୍ତି । ଆହତଙ୍କ ସଂଖ୍ୟା ହସ୍ତଗତ ହୋଇ ନାହିଁ । ଟେଲିକମ କର୍ମଚାରୀ ଏବଂ…

ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣାରେ ନୂଆ ମୋଡ

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ଭିନ୍ନ ମୋଡ । ସୌମ୍ୟରଞ୍ଜନଙ୍କୁ ସ୍ତ୍ରୀ ଦେଉଥିଲେ ନିର୍ଯାତନା । ଏପରି ସାଂଘାତିକ ଅଭିଯୋଗ କରିଛନ୍ତି ମୃତ ସୌମ୍ୟରଞ୍ଜନଙ୍କ ବାପା ଓ ମା । ବୋହୂ ଉପରେ ଅଙ୍ଗୁଠି ଉଠାଇଛନ୍ତି ପରିବାର…

ଟୋକିଓ ଯିବେ ୧୧୯ ଖେଳାଳିଙ୍କ ସମେତ ୨୨୮ ସଦସ୍ୟ ବିଶିଷ୍ଟ ଭାରତୀୟ ଟିମ୍‌

ନୂଆଦିଲ୍ଲୀ: ଅଲିମ୍ପିକ୍ସ ଖେଳିବା ପାଇଁ ୧୧୯ ସମେତ ୨୨୮ ସଦସ୍ୟ ବିଶିଷ୍ଟ ଭାରତୀୟ ଟିମ୍ ଟୋକିଓ ଯିବେ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଭାରତୀୟ ଅଲିମ୍ପିକ ସଂଘର ଅଧ୍ୟକ୍ଷ ନରିନ୍ଦର ବାତ୍ରା କହିଛନ୍ତି । ଏଥିରେ ୬୭ ପୁରୁଷ ଏବଂ ୫୨ ମହିଳା ପ୍ରତିଯୋଗୀ ରହିବେ । ୧୭…