Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରୁ ଆଉ ୬୫ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ ୧୪

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମୁଥିଲେ ବି ମୃତ୍ୟୁସଂଖ୍ୟା ବଢୁଛି । ଆଉ ୬୫ ଜଣଙ୍କର ଜୀବନ ଯାଇଛି । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ଚିକିତ୍ସାଧୀନ ଅବସ୍ଥାରେ ୨୦ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣଙ୍କର ମୃତ୍ୟୁ ହୋଇଛି ।…

ଆଜି ଓଡ଼ିଶାରୁ ୨୨୮୨ କରୋନା ଆକ୍ରାନ୍ତ ଚିହ୍ନଟ, ୩% ତଳେ ପଜିଟିଭ୍ ହାର

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କାବୁ ପାଉଛି କରୋନା । ସଂକ୍ରମଣ ଏବେ ପ୍ଲାଟ୍ୟୁ ସ୍ଥିତିରେ ରହିଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାରରୁ ଅଢ଼େଇ ହଜାର ଭିତରେ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୨ଶହ ୮୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩ଶହ ୧୫ ଓ…

ରଥଯାତ୍ରା ପାଇଁ ଆଜି ରାତି ୮ଟାରୁ ପୁରୀରେ ଦୁଇ ଦିନିଆ କର୍ଫ୍ୟୁ

ପୁରୀ: ଆସନ୍ତାରାଲି ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କୋଭିଡ କଟକଣାରେ ବିନା ଭକ୍ତରେ ରଥଯାତ୍ରା ହେବ । ଏଥିପାଇଁ ଆଜି ରାତି ୮ ଟାରୁ ଦୁଇ ଦିନ ସହରରେ ଜାରି ହେବ କର୍ଫ୍ୟୁ । ମଙ୍ଗଳବାର ରାତି ୮ଟା ଯାଏ ବଡ଼ଦାଣ୍ଡ ରେ ୧୪୪ ଧାରା ବଳବତ୍ତର ରହିବ । ନିୟମକୁ ମାନି ପ୍ରଶାସନକୁ ସହଯୋଗ କରିବା…

ପୁରୁଷ ହକି ଦଳରେ ଅଭିଜ୍ଞ ଖେଳାଳିଙ୍କ ଅଭାବ ପୂର୍ବତନ ଅଲିମ୍ପିଆନ ଲାଜରୁସଙ୍କୁ ଚିନ୍ତାରେ ପକାଇଛି

ରାଉରକେଲା: ଟୋକିଓ ଅଲିମ୍ପିକ୍ସ ଆଉ କେତୋଟି ହାତ ଗଣତି ଦିନ ପରେ ଆରମ୍ଭ ହୋଇଯିବ । ଭାରତ ପୁରୁଷ ହକି ଦଳଠାରୁ ପଦକ ଆଶାରେ ରହିଛନ୍ତି କ୍ରୀଡାପ୍ରେମୀ । ତେବେ ଦଳରେ ଅଭିଜ୍ଞ ଖେଳାଳିଙ୍କ ଅଭାବ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ପୂର୍ବତନ ଅଲିମ୍ପିଆନ ତଥା ଓଡିଶାର ମହାନ ହକି ଖେଳାଳି ଲାଜରୁସ…

ଜୁଲାଇ ୧୮ରୁ ଆରମ୍ଭ ହେବ ଭାରତ-ଶ୍ରୀଲଙ୍କା ସିରିଜ

କଲମ୍ବୋ: କରୋନା ମହାମାରୀ ଯୋଗୁ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ସୀମିତ ଓଭର ବିଶିଷ୍ଟ କାର୍ଯ୍ୟସୂଚୀରେ ପରିବର୍ତନ କରାଯାଇଛି । ଜୁଲାଇ ୧୩ ବଦଳରେ ୧୮ରୁ ଦିନିକିଆ ସିରିଜ ଆରମ୍ଭ ହେବ । ୨୦ ଓ ୨୩ରେ ବାକି ୨ଟି ଦିନିକିଆ ଏବଂ ୨୫ରୁ ଟି୨୦ ସିରିଜ ଆରମ୍ଭ ହେବ । ସେହିପରି ୨୭ ଓ ୨୯…

ଚର୍ଚ୍ଚାରେ ଛୋଟି କଙ୍ଗନା !

ମୁମ୍ବାଇ: ବଲିଉଡ କୁଇନ କଙ୍ଗନା ରାନାୱତଙ୍କ ପରି ଅବିକଳ ଦେଖାଯାଉଥିବା ନୁପୁର ପୁରୀ ଏବେ ସୋସିଆଲ ସାଇଟରେ ବେଶ୍ ଚର୍ଚ୍ଚିତ ଚେହେରା ପାଲଟିଛି । ସେ ଛୋଟି କଙ୍ଗନା ନାମରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିସାରିଲେଣି । କଙ୍ଗନାଙ୍କ ପରି ପୋଷାକ ପିନ୍ଧି ସେ ସବୁ ବେଳେ ଆକର୍ଷଣୀୟ ଫଟୋ ସୋସିଆଲ…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

ରାୟଗଡ଼ା: ଗଞ୍ଜେଇ ଚୋରା ଚାଲଣ ବେଳେ ଧରିଲା ପୋଲିସ । ପାଟ୍ରୋଲିଂ ବେଳେ କୋଟିଏ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଥାନା ଅଞ୍ଚଳରୁ ଜବତ ହୋଇଛି ବସ୍ତା ବସ୍ତା ଗଞ୍ଜେଇ । ଏହି ଘଟଣାରେ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ମୋଟ୍ ୧୧ଶହ ୮୦ କିଲୋଗ୍ରାମ୍ ଗଞ୍ଜେଇ ଜବତ ହୋଇଛି…

ହ୍ୟାପି ବାର୍ଥ ଡେ ଲିଟିଲ ମାଷ୍ଟର: ଅବସରର ୩୪ ବର୍ଷ ପରେ ବି ଅତୁଟ ରହିଛି ଗାଭାସ୍କରଙ୍କ ଏହି ରେକର୍ଡ

ମୁମ୍ବାଇ: ଭାରତୀୟ କ୍ରିକେଟକୁ ନୂଆ ଦିଗ ଦେଇଥିବା ଲିଟିଲ ମାଷ୍ଟର ସୁନୀଲ ଗାଭାସ୍କରଙ୍କ ଆଜି ଜନ୍ମଦିନ । ୭୨ ବର୍ଷରେ ପଦାର୍ପଣ କରିବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତା ପଠାଯାଉଛି । ଟେଷ୍ଟ କ୍ରିକେଟରେ ୩୪ ଶତକ ଏବଂ ୧୦ ହଜାରରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିଥିବା ଏହି ମହାନ ଖେଳାଳିଅବସର…

ବୌଦ୍ଧ-କନ୍ଧମାଳ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର: ବୌଦ୍ଧ-କନ୍ଧମାଳ ସୀମା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ କମ୍ବିଂ ବେଳେ ଉଭୟପକ୍ଷ ମୁହାଁମୁହିଁ ହୋଇଛନ୍ତି । ୮ ଘଣ୍ଟାରୁ ଅଧିକ ସମୟ ହେଲାଣି ଗୁଳି ବିନିମୟ ଚାଲିଛି । ମାଓବାଦୀଙ୍କ ଗୁଳିରେ ୨ ଯବାନ ଗୁରୁତର ହୋଇଥିବା ନେଇ ଆଇଜି (ଅପରେସନ୍‌) ଅମିତାଭ…

କଡ଼କନାଥ କୁକୁଡ଼ା କରୋନା ରୋଗୀଙ୍କର ବଢ଼ାଇବ ରୋଗ ପ୍ରତିରୋଧକ ଶକ୍ତି

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଏବେ ଡାକ୍ତରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ ହୋଇଛି । କୌଣସି ନିର୍ଦ୍ଦିଷ୍ଟ ମେଡିସିନ୍ ଏଯାଏ ଆସିନି । ଏବେ ପୋଷ୍ଟ କୋଭିଡ୍ ଅର୍ଥାତ କରୋନା ପରବର୍ତ୍ତୀ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାର କାରଣ ହୋଇଛି । ଏଭଳି ସ୍ଥିତିରେ ଆଶ୍ୱସ୍ତିକର ତଥ୍ୟ ସାମନାକୁ ଆସିଛି…