Latest Odisha News

BREAKING NEWS

Browsing Category

ଫିଚର

ନୃଶଂସ ହତ୍ୟାକାଣ୍ଡ: ମହିଳାଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ବାରିପଦା: ବୀଭତ୍ସ, ଅମାନୁଷିକ ଓ ନୃଶଂସକାଣ୍ଡ । ମହିଳାଙ୍କ ଗଣ୍ଡିରୁ ମୁଣ୍ଡକୁ ଅଲଗା କରିଦେଲେ ଦୁର୍ବୃତ୍ତ । ଗାଁ ଦାଣ୍ଡରୁ ମହିଳା ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରେ ଦେଖିବାକୁ ମିଳିଛି ଏଭଳି ବୀଭତ୍ସ ହତ୍ୟାକାଣ୍ଡ । ଖବର ପାଇ…

ଫିଲିପିନ୍ସରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଥିଲେ ୮୫ ଯାତ୍ରୀ

ମାନିଲା: ଫିଲିପିନ୍ସରେ ବଡ଼ ଧରଣର ବିମାନ ଦୁର୍ଘଟଣା । ୮୫ ଜଣ ଯାତ୍ରୀଙ୍କୁ ନେଇ ଆସୁଥିବା ସେନାର ଗୋଟିଏ ବିମାନ ଦୁର୍ଘଟଣାର ଶିକାର ହୋଇଛି । ବାୟୁସେନାର ବିମାନ C130 ସ୍ଥାନୀୟ ସମୟ ସକାଳ ସାଢ଼େ ୧୧ଟା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ସୂଚନା ଦେଇଛନ୍ତି ଫିଲିପିନ୍ସ ସେନା ମୁଖ୍ୟ…

ମହିଳା କ୍ରିକେଟର ସ୍ମୃତି ମନ୍ଧାନାଙ୍କ ଜବରଦସ୍ତ କ୍ୟାଚ୍: ଆପଣ ଦେଖିଲେ ବି କହିବେ କମାଲ କଲେ ସ୍ମୃତି

ନୂଆଦିଲ୍ଲୀ: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆରେ ବାଜି ମାରିଛି ଭାରତୀୟ ମହିଳା ଟିମ୍ । ଇଂଲଣ୍ଡକୁ ୪ ଓ୍ୱିକେଟରେ ପରାସ୍ତ କରିଛି । ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ସମସ୍ତଙ୍କ ଦିଲ୍ ଜିତିଛନ୍ତି । ବାଉଣ୍ଡ୍ରି ଲାଇନରେ…

ମହାପ୍ରଭୁଙ୍କୁ କାହିଁକି ଲାଗି ହୁଏ ଦଶମୂଳ ମୋଦକ ?

ପୁରୀ: ଅଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ ଧିରେ ଧିରେ ସୁସ୍ଥ ହେଉଛନ୍ତି । ଓଷୁଅ ଲାଗି ପରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଗତକାଲି ଶେଷ ହୋଇଛି ଚାରି ଦିନିଆ ଓଷ ଲାଗି ଉପଚାର । ଆଜି ଦଶମୀ ତିଥିରେ ଲାଗି ହେବ ଦଶମୂଳ ମୋଦକ । ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ…

ଖୋର୍ଦ୍ଧା, ବରଗଡ଼ ଜିଲ୍ଲାରେ କମୁନି କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୪୦ରୁ ତଳକୁ ଖସୁନି । ୨୪ ଘଣ୍ଟାରେ ଆଉ ୪୨ ସଂକ୍ରମିତଙ୍କ ଜୀବନ ନେଇଛି କରୋନା । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ କମୁନି କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ଆଉ ୮ ଜଣ ଆକ୍ରାନ୍ତ…

ଓଡ଼ିଶାରୁ ଆଜି ୨୮୭୦ କରୋନ ଆକ୍ରାନ୍ତ ଚିହ୍ନଟ, ପଜିଟିଭ ହାର ୪.୦୩%କୁ ହ୍ରାସ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ଖସୁଛି କରୋନା କାୟା । ଏବେ ୩ ହଜାର ଭିତରେ ରହିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ହଜାର ୮୭୦ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୧୬ଶହ ୫୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨ଶହ ୧୮ । ଆଜି ସର୍ବାଧିକ ସଂକ୍ରମିତଙ୍କ ସଂଖ୍ୟା ୫୦୦ ଭିତରେ…

କାଲିଠୁ ଗଞ୍ଜାମରେ ଦିଆଯିବ କୋଭାକ୍ସିନ, ବ୍ରହ୍ମପୁରରେ ପହଞ୍ଚିଲା ୧ ଲକ୍ଷ ୪୦ ହଜାର ଡୋଜ୍ ଟିକା

ବ୍ରହ୍ମପୁର: ଆସନ୍ତାକାଲିଠୁ ଗଞ୍ଜାମ ଜିଲ୍ଲାରେ ଦିଆଯିବ କୋଭାକ୍ସିନ୍ ଟିକା । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ବ୍ରହ୍ମପୁରରେ ୧ ଲକ୍ଷ ୪୦ ହଜାର ଡୋଜ୍ କୋଭାକ୍ସିନ ଟିକା ପହଞ୍ଚିଛି । ବ୍ରହ୍ମପୁର ସିଟି ହସ୍ପିଟାଲରେ କୋଭାକ୍ସିନ ଟିକା ପହଞ୍ଚିଛି । ଆସନ୍ତାକାଲି ସୁଦ୍ଧା ଜିଲ୍ଲାର ଅନ୍ୟ…

ଆଜି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ପୁଷ୍କର ସିଂହ ଧାମି

ଡେରାଡୁନ୍: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଆଜି ପୁଷ୍କର ସିଂହ ଧାମି ଶପଥ ନେବେ । ସେ ହେବେ ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟା ୫ଟାରେ ଉତ୍ତରାଖଣ୍ଡ ରାଜଭବନ ପରିସରରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ରାଜ୍ୟପାଳ ବେବି…

ଜିଓ ଶୁଭାରମ୍ଭ କଲା ‘ଜରୁରୀକାଳୀନ ଡାଟା ଋଣ’ ସୁବିଧା

ଭୁବନେଶ୍ବର : ହାଇସ୍ପିଡ୍ ଡାଟା ବ୍ୟବହାର ଜାରି ରହିଥିବା ସମୟରେ ହଠାତ୍ ଦିନର ଧାର୍ଯ୍ୟ ହାଇସ୍ପିଡ୍ ଡାଟା ଶେଷ ହୋଇଗଲେ ପ୍ରତ୍ୟେକ ମୋବାଇଲ୍ ଡାଟା ବ୍ୟବହାରକାରୀ ତୁରନ୍ତ ଡାଟା ଟପ୍ ଅପ ରିଚାର୍ଜ କରିବାକୁ ବିଭିନ୍ନ କାରଣରୁ ସମର୍ଥ ହୋଇନଥାନ୍ତି । ଯାହାକୁ ହୃଦୟଙ୍ଗମ କରିଛି ଜିଓ । ଏବେ…

ଟୋକିଓ ଅଲିମ୍ପିକ୍ସ: ବ୍ୟାଡମିଂଟନରେ ସିନ୍ଧୁଙ୍କ ଉପରେ ଗୁରୁ ଦାୟିତ୍ୱ

ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁ ଭାରତର ଦୁଇ ଷ୍ଟାର ବ୍ୟାଡମିଂଟନ ଖେଳାଳି ସାଇନା ନେହ୍ୱାଲ ଏବଂ କିଦାମ୍ବି ଶ୍ରୀକାନ୍ତ ଏଥର ଟୋକିଓ ଅଲିମ୍ପିକ୍ସ ଯାଇପାରିବେ ନାହିଁ । ସେମାନେ ଶେଷ ଯୋଗ୍ୟତା ପର୍ଯ୍ୟାୟରେ ଅଂଶଗ୍ରହଣ କରିପାରି ନ ଥିଲେ । ଏଥର ୪ଜଣ ଖେଳାଳି ଭାରତ ପକ୍ଷରୁ ପ୍ରତିନିଧିତ୍ୱ…