Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ କୋଭିଡ ନିୟମ କଡାକଡି ପାଳନ କର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ…

ଟି୨୦ ବିଶ୍ୱକପ ପାଇଁ ତାରିଖ ଘୋଷଣା କଲା ଆଇସିସି

ଦୁବାଇ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ଚଳିତ ବର୍ଷର ଟି୨୦ ବିଶ୍ୱକପ ପାଇଁ ତାରିଖ ଘୋଷଣା କରିଛି । ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ କରୋନା ମହାମାରୀ ଯୋଗୁ ଏହାକୁ ୟୁଏଇରେ କରିବା ପାଇଁ ଆଇସିସିକୁ ଅନୁରୋଧ କରିଥିଲା । ମଙ୍ଗଳବାର ଆଇସିସି ଏହି ଅନୁରୋଧ ରକ୍ଷା କରିଛି । ଅକ୍ଟୋବର ୧୭ରୁ…

ଅର୍ଜୁନ ପୁରସ୍କାର ପାଇଁ ଅଣଦେଖା ହେଲେ ଓଡିଶାର ବୀରେନ୍ଦ୍ର ଲାକ୍ରା, ଦୀପଗ୍ରେସ ଏକ୍କା !

ଭୁବନେଶ୍ୱର: ୨୦୨୧ ଅର୍ଜୁନ ପୁରସ୍କାର ପାଇଁ ହକି ଇଣ୍ଡିଆ କେଉଁ ନୀତି ଆପଣାଇଛି ତାହା ଜଣାପଡୁ ନାହିଁ । ପ୍ରଦର୍ଶନ, ଅଭିଜ୍ଞତା ନା ଆଉ କିଛି ? ତେବେ ଏଥର ଅର୍ଜୁନ ପୁରସ୍କାର ପାଇଁ ଭାରତର ଦୁଇ ଆନ୍ତର୍ଜାତୀୟ ଷ୍ଟାର ବୀରେନ୍ଦ୍ର ଲାକ୍ରା ଏବଂ ଦୀପଗ୍ରେସ ଏକ୍କାଙ୍କ ନାମ ପଠାଯାଇ ନାହିଁ । ଏହି…

ରାଉରକେଲା ଲେପ୍ରୋସି କଲୋନିରେ ୩୯୨ ଜଣଙ୍କ ସ୍କ୍ରିନିଂ, ହିତାଧିକାରୀଙ୍କୁ ମିଳିବ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମ ପକ୍ଷରୁ ସହରର ୬ଟି ଲେପ୍ରୋସି କଲୋନି ପାଇଁ ସ୍କ୍ରିନିଂ କ୍ୟାମ୍ପ କରାଯାଇଛି । ଯେଉଁମାନେ କୁଷ୍ଠ ରୋଗରୁ ସୁସ୍ଥ ହୋଇ ମଧ୍ୟ ଶାରୀରିକ ବିକୃତି ଭୋଗୁଛନ୍ତି, ସେମାନଙ୍କ ସୁବିଧା ପାଇଁ ଆଗେଇ ଆସିଛି ପ୍ରଶାସନ । ସମାଜରେ…

ଜାତିସଂଘରେ ଉଠିଲା ଜାମ୍ମୁ ଏୟାରଫୋର୍ସ ଷ୍ଟେସନ ଉପରେ ଆକ୍ରମଣ ପ୍ରସଙ୍ଗ

ଜାମ୍ମୁ : ଜାତିସଂଘରେ ଉଠିଲା ଜାମ୍ମୁ ଏୟାରଫୋର୍ସ ଷ୍ଟେସନ ଉପରେ ଆକ୍ରମଣ ପ୍ରସଙ୍ଗ । ଡ୍ରୋନ ସହାୟତାରେ ଯେଉଁଭଳି ଭାବେ ଅସ୍ତ୍ରଶସ୍ତ୍ର ପରିବହନ କରାଯାଇ ଆତଙ୍କୀ କାର୍ଯ୍ୟକଳାପରେ ବ୍ୟବହାର କରାଯାଉଛି, ସେଥିପ୍ରତି କଡା ଦୃଷ୍ଟି ଦେବାକୁ ଜାତିସଂଘରେ ଦାବି କରିଛି ଭାରତ । ଗୃହ ବ୍ୟାପାର…

ପ୍ରିଆକ୍ଟିଭେଟେଡ୍ ସିମ୍ କାର୍ଡ ରାକେଟର ପର୍ଦ୍ଦାଫାଶ୍‌, ୧୭ ହଜାର ସିମ୍ କାର୍ଡ ଜବତ

ଭୁବନେଶ୍ୱର: ଟ୍ୱିନସିଟି ପୋଲିସ କବଜାରେ ୭ ହାଇପ୍ରୋଫାଇଲ ସାଇବର ଲୁଟେରା । ଏମାନେ ଅପରାଧୀମାନଙ୍କୁ ସିମ୍ କାର୍ଡ ଯୋଗାଇ ଆସୁଥିବା ଜଣାପଡିଛି । ମିଛ ତଥ୍ୟ ଦେଇ ଏମାନେ ଏହି ଅପରାଧିକ କାମ କରିଆସୁଥିବା ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି । ସହିଦ ନଗର ଥାନାରେ ରୁଜୁ ହୋଇଥିବା ଏକ ମାମଲାର…

ରାଜ୍ୟରେ ସଂକ୍ରମଣ କମିଛି, ହେଲେ ଦୂର ହୋଇନି ଆଶଙ୍କା

ଭୁବନେଶ୍ବର : କରୋନା କବଳରୁ ଆଶ୍ବସ୍ତି ଲାଭ କରୁଛି ଓଡ଼ିଶା । ଦିନକୁ ଦିନ ସଂକ୍ରମଣ କମୁଥିବା ବେଳେ, ସ୍ବାଭାବିକ୍ ହେଉଛି ସ୍ଥିତି । ତେବେ ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ବି ଆଶଙ୍କା ଦୂର ହୋଇନି । ଏତିକି ବେଳେ ଲୋକେ ଢ଼ିଲା ନହୋଇ କୋଭିଡ ନିୟମର ପାଳନ କରନ୍ତୁ । ଯେଉଁଭଳି ଭାବେ…

୫ ପ୍ରତିଶତ ତଳେ ସଂକ୍ରମଣ ରହିଲେ କୋହଳ ହେବ କଟକଣା

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ଦିନକୁ ଦିନ ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ, ଏବେ ୪.୧୪ ପ୍ରତିଶତକୁ ଖସିଛି ପଜିଟିଭିଟି । ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ନିମୟ ଅନୁସାରେ ୫ ପ୍ରତିଶତ ତଳକୁ ସଂକ୍ରମଣ ହାର କମିଲେ ଅନ୍‌ଲକ୍ ପ୍ରକ୍ରିୟା ଆରମ୍ଭ ହୁଏ । ସେହି ନିୟମ…

କଣ୍ଠଶିଳ୍ପୀ ଶକ୍ତି ମିଶ୍ର ଗୁରୁତର ଅସୁସ୍ଥ

ଭୁବନେଶ୍ୱର: ଲୋକପ୍ରିୟ କଣ୍ଠଶିଳ୍ପୀ ଶକ୍ତି ମିଶ୍ର ଗୁରୁତର ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ଶ୍ରୀ ମିଶ୍ରଙ୍କର ହଠାତ୍ ରକ୍ତବାନ୍ତି ହେବାରୁ ତାଙ୍କୁ ଡାକ୍ତରଖାନାରାରେ ଭର୍ତ୍ତି କରାଯାଇଥିଲା । ସେଠାରେ…

ଅଣଲାଭକାରୀ ଡାକ୍ତରଖାନାର ଚିହ୍ନଟ ଓ ବିକାଶ ଉପରେ ନିତି ଆୟୋଗଙ୍କ ଗୁରୁତ୍ଵ

ନୂଆଦିଲ୍ଲୀ: ଦେଶରେ ଥିବା ଅଣଲାଭାକାରୀ ଡାକ୍ତରଖାନାଗୁଡ଼ିକର ଚିହ୍ନଟ ଓ ସେଗୁଡ଼ିକର ପରିଚାଳନା ଶୈଳୀକୁ ଗୁରୁତ୍ଵ ଓ ଭଲ ପ୍ରଦର୍ଶନ କରୁଥିବା ଏଭଳି ବର୍ଗର ଡାକ୍ତରଖାନାକୁ ପ୍ରୋତ୍ସାହନ ଉପରେ ଗୁରୁତ୍ଵ ଦେଇଛନ୍ତି ନିତି ଆୟୋଗ। ଦେଶରେ ମୁଖ୍ୟତଃ ୩ ପ୍ରକାର ଡାକ୍ତରଖାନା ଅଛି। ପ୍ରଥମେ ସରକାରୀ…