Latest Odisha News

BREAKING NEWS

Browsing Category

ଫିଚର

ହଂକଂରେ ୧୬ ଜାହଜ ଜଳିଗଲା, କାରଣ ଅସ୍ପଷ୍ଟ

ହଂକଂ: ହଂକଂ ହାଇଫୁନ ଶେଲ୍ଟରରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ଏଠାରେ ଥିବା ୧୬ ଜାହଜରେ ହଠାତ୍ ନିଆଁ ଲାଗି ଯାଇଥିଲା । ୧୦ଟି ଜାହଜ ବୁଡି ଯାଇଥିବା ବେଳେ ଅନ୍ୟଗୁଡିକୁ ଫାୟାରବ୍ରିଗେଡ କାବୁ କରି ନେଇଥିଲେ । କେଉଁ କାରଣ ନେଇ ଏଥିରେ ନିଆଁ ଲାଗିଲା ତାହା ଏବେ ବି ଅସ୍ପଷ୍ଟ ରହିଛି । ଜାହଜରେ…

ଦିନ ଦ୍ୱିପହରରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତିଙ୍କୁ ବିଭତ୍ସ ହତ୍ୟା

ଝାରସୁଗୁଡା : ବିନ ଦ୍ୱିପ୍ରହରରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଧ୍ରୁବ ନାୟକଙ୍କୁ ବିଭତ୍ସ ହତ୍ୟା । ସେ ଘରେ ଥିବା ବେଳେ ଜଣେ ଦୁର୍ବୁତ ତାଙ୍କୁ ଘରେ ପଶି ଟାଙ୍ଗିଆରେ ହାଣି ହତ୍ୟା କରିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ସେଠାରେ…

ଭୁବନେଶ୍ୱର ସାଇ ଇଣ୍ଟରନ୍ୟାସନାଲ୍ ପକ୍ଷରୁ ବିଶ୍ୱସ୍ତରୀୟ ପଠନ ଉତ୍ସବ, ସାମିଲ ହେଲେ ୫୦୦ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ବିଶ୍ୱସ୍ତରୀୟ ପଠନ ଉତ୍ସବ ‘Booktopia’ । ଏହି କାର୍ୟ୍ୟକ୍ରମରେ ଭାରତ ସମେତ ୬ଟି ଦେଶରୁ ଯୋଡ଼ି ହୋଇଥିଲେ ପାଖାପାଖି ୫୦୦ ଛାତ୍ରଛାତ୍ରୀ । ପଢ଼ିବାକୁ ପ୍ରତ୍ସୋହନ କରିବା ଦିଗରେ ଏହି ଉତ୍ସବର ଆୟୋଜନ କରାଯାଇଥିଲା ।…

ମନ୍ କି ବାତରେ ଦିବଂଗତ ଓଡ଼ିଆ IAS ଅଫିସର ଗୁରୁପ୍ରସାଦ ମହାପାତ୍ରଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମନ୍ କି ବାତରେ ଆଜି ଦେଶବାସୀଙ୍କୁ ମନର କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ସେ ଦିବଂଗତ ଓଡ଼ିଆ ଆଇଏଏସ୍ ଅଫିସର ଗୁରୁପ୍ରସାଦ ମହାପାତ୍ରଙ୍କୁ ସେ ମନେ ପକାଇଛନ୍ତି । ଗତ ୧୯ ତାରିଖରେ କରୋନା ପରବର୍ତ୍ତୀ ସ୍ୱାସ୍ଥ୍ୟ ସମସ୍ୟାରେ ସେ ପ୍ରାଣ ହରାଇଥିଲେ ।…

ବିଜୁ ମହିଳା ଜନତା ଦଳ ପଦାଧିକାରୀ: ୩ଜଣ କାର୍ଯ୍ୟକାରୀ ସଭାପତି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନକୁ ଫୋକସରେ ରଖି ସଂଗଠନ ସଜାଡ଼ିବା ପ୍ରକ୍ରିୟା ଆରମ୍ଭ କରିଛି ବିଜେଡି । ଗତକାଲି ଜିଲ୍ଲା ପର୍ୟ୍ୟବେକ୍ଷକ ଓ ବରିଷ୍ଠ ପର୍ୟ୍ୟବେକ୍ଷକ ନିଯୁକ୍ତି ପରେ ଆଜି ବିଜୁ ମହିଳା ଜନତା ଦଳର ପଦାଧିକାରୀଙ୍କ ତାଲିକା ଘୋଷଣା କରିଛି ଦଳ । ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ…

ଲଜ୍ଜା ! ୫ ବର୍ଷ ଶିଶୁ କନ୍ୟାକୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଯାଜପୁର: ଚକୋଲେଟ୍ ଲୋଭ ଦେଖାଇ ଜଣେ ୫ ବର୍ଷର ନିଷ୍ପାପ ଓ ନିରୀହ ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ । ଯାଜପୁର ଜିଲ୍ଲା ବିହାରୀ ପଞ୍ଚାୟତ ଅଞ୍ଚଳରୁ ଏଭଳି ଲଜ୍ଜାଜନକ ଘଟଣା ସାମନାକୁ ଆସିଛି । ଏହି ଘଟଣାରେ ଅଭିଯୁକ୍ତ ପ୍ରଫୁଲ୍ଲ ପଣ୍ଡାକୁ ଗିରଫ କରିଛି ଯାଜପୁର ଥାନା ପୋଲିସ । ଡାକ୍ତରୀ ପରୀକ୍ଷା…

ଡ୍ରୋନ୍ ଯୋଗେ ଜମ୍ମୁ ଏୟାରଫୋର୍ସ ଷ୍ଟେସନରେ ବିସ୍ଫୋରଣ ସନ୍ଦେହ

ଶ୍ରୀନଗର: ଜମ୍ମୁ ଏୟାରପୋର୍ଟ ପରିସରରେ ଥିବା ଏୟାରଫୋର୍ସ ଷ୍ଟେସନରେ ବିସ୍ଫୋରଣ ଘଟଣାକୁ ନେଇ ତନାଘନା ଚାଲିଛି । ହାଇ ସିକ୍ୟୁରିଟି ଜୋନରେ କେମିତି ଦୁଇ ଦୁଇଟି ବିସ୍ଫୋରଣ ହେଲା । ସାମନାକୁ ଆସିଛି ସାଂଘାତିକ ତଥ୍ୟ । ଡ୍ରୋନ୍ ଯୋଗେ ଏହି ବିସ୍ଫୋରକ ସାମଗ୍ରୀ ପକାଯାଇଥିବା ସନ୍ଦେହ କରାଯାଉଛି ।…

୩ ଦିନିଆ ଲଦାଖ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଦିନ ଲଦାଖ ଅଭିମୁଖେ ଗସ୍ତ କରିଛନ୍ତି। ସୂଚନା ଅନୁଯାୟୀ, ଏହି ଗସ୍ତ ସମୟରେ ସୀମା ସଡକ ସଂଗଠନ (BRO) ଦ୍ୱାରା ନିର୍ମିତ ଇନଫ୍ରାଷ୍ଟ୍ରକ୍ଚର ପ୍ରକଳ୍ପର ଉଦଘାଟନ କରିବେ। ଏଥିସହିତ ସ୍ଥାନୀୟ ଅଞ୍ଚଳରେ ନିୟୋଜିତ ସୈନ୍ୟମାନଙ୍କ ସହ ମଧ୍ୟ…

ସହଯୋଗୀଙ୍କୁ କିସ୍ କରି ବ୍ରିଟେନ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାଙ୍ଗିଲେ କୋଭିଡ୍ ନିୟମ, ପଦରୁ ଦେଲେ ଇସ୍ତଫା

ଲଣ୍ଡନ: ବ୍ରିଟେନରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କୋଭିଡ୍ ନିୟମ ଉଲ୍ଲଂଘନ କରିବା ମହଙ୍ଗା ପଡ଼ିଛି । ଜଣେ ସହଯୋଗୀଙ୍କୁ କିସ୍ କରିବା ଅଭିଯୋଗରେ ତାଙ୍କୁ ପଦ ହରାଇବାକୁ ପଡ଼ିଲା । ବ୍ରିଟେନ୍ ସ୍ୱାସ୍ଥ୍ୟ ମନ୍ତ୍ରୀ ମାଟ୍ ହାନକକ୍ କରୋନା ନିୟମ ଉଲ୍ଲଂଘନ କରି ସହଯୋଗୀଙ୍କୁ ଚୁମ୍ବନ ଦେଇଥିବା ଅଭିଯୋଗରେ…

ଅଗଷ୍ଟ ସୁଦ୍ଧା ଭୁବନେଶ୍ୱରରେ ସରିବ ସମ୍ପୂର୍ଣ୍ଣ ଟିକାକରଣ !

ଭୁବନେଶ୍ୱର: ରାଜ୍ୟରେ ଜୋରଦାର ହୋଇଛି ଟିକାକପଣ ଅଭିଯାନ । ରାଜଧାନୀ ଭୁବନେଶ୍ୱରେ ଅଧିକରୁ ଅଧିକ ଲୋକଙ୍କୁ ଟିକା ଦିଆଯାଉଛି । ଟାର୍ଗେଟ ଅଛି ଅଗଷ୍ଟ ସୁଦ୍ଧା ଭୁବନେଶ୍ୱରରେ ସମସ୍ତଙ୍କୁ ଟିକା ଦିଆଯିବ । ଏବେ ବିଏମସି ଅଞ୍ଚଳରେ ଦୈନିକ ୩୦ ହଜାର ଡୋଜ୍ ଟିକା ଦିଆଯାଉଛି । ଦିଲ୍ଲୀ, ମୁମ୍ୱାଇ,…