Latest Odisha News

BREAKING NEWS

Browsing Category

ଫିଚର

ଥମୁନି ମଣ୍ଡି ଯନ୍ତ୍ରଣା, କମୁନି ଚାଷୀ ଦୁର୍ଦ୍ଦଶା

ନୂଆପଡା : ଗୋଟେପଟେ ଜିଲ୍ଲା ପ୍ରଶାସନ ମଣ୍ଡି ମାନଙ୍କରେ ସୁଦୃଢ଼ ଭିତ୍ତିଭୂମିର ଡିଣ୍ଡିମ ପିଟୁଛି  । ହେଲେ  ବରଗାଁ ମଣ୍ଡିରେ  ଶୀତ କାକରରେ ଖୋଲା ଆକାଶ ତଳେ ଚାଷୀ ଧାନ କୁ ଜଗିରହିଥିବା ଦୃଶ୍ୟ ଦେଖିବାକୁ ମିଳିଛି । ମଣ୍ଡିରେ ସଠିକ ଭିତ୍ତିଭୂମି ସାଙ୍ଗକୁ କଟନୀ ଛଟନୀ ନକରିବା ପାଇଁ ନିର୍ଦେଶ…

ବାଧକ ସାଜିଲା ଭଙ୍ଗା ପୋଲ : ଆସିପାରିଲାନି ଆମ୍ବୁଲାନ୍ସ, ରୋଗୀଙ୍କୁ ବୋହିଲେ ଦେଢ କିଲୋମିଟର

ମୟୁରଭଞ୍ଜ : ପୁଣି ବାଧକ ସାଜିଲା ଭଙ୍ଗାପୋଲ  । ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ  । ବାଧ୍ୟ ହୋଇ ଚେତାଶୂନ୍ୟ ରୋଗୀକୁ ଦେଢକିଲୋମିଟର ବୋହିନେଲେ ପରିବାର ଲୋକ  । ସୂଚନା ମୂତାବକ ଉଦଳା-ବାଲେଶ୍ବର ରାସ୍ତାର କଇଁସାରୀ ଜାମୁଘାଟ  ପୋଲ ଦୀର୍ଘ ଦିନରୁ ଭାଙ୍ଗି ପଡିଛି । ଏହି ପୋଲ ଉପରେ…

ଲୋକସଭା ଦର୍ଶକ ଗ୍ୟାଲେରୀରୁ ଡେଇଁଲେ ଦୁଇ ଅଜ୍ଞାତ: ସଂସଦ ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ : ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଆଜି ୨୨ ବର୍ଷ ପୂରିଛି । ଏହି ଆତଙ୍କୀ ଆକ୍ରମଣରେ ଦେଶର ୯ ଜଣ ବୀର ଯବାନ ସହିଦ ହୋଇଥିଲେ । ଆଜି ମଧ୍ୟ ସେମିତି କିଛି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଯାହା ସଂସଦ ଭବନର ସୁରକ୍ଷା ବ୍ୟବସ୍ଥାକୁ ନେଇ ସବୁଠୁ ବଡ…

ପୁରା ହେଲା ଦୀର୍ଘ ଦିନର ସ୍ବପ୍ନ : ବ୍ରିଜର ଶିଳାନ୍ୟାସ କଲେ ବିଧାୟକ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁରବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୁରା ହୋଇଛି । ବହୁ ପ୍ରତିକ୍ଷିତ ବୀରମହାରାଜପୁର - ମାଣିକପୁର ରାସ୍ତାରେ ହରିହର ଜୋର ଉପରେ ଏକ ସେତୁ ପାଇଁ ଶିଳାନ୍ୟାସ କରିଛନ୍ତି ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା । ଏହାଦ୍ବାରା ପ୍ରାୟ ୫ଟି ପଞ୍ଚାୟତର ହଜାର ହଜାର ଲୋକ…

ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗ : ଅଭିଯୁକ୍ତ କଲେଜ ଅଧ୍ୟକ୍ଷଙ୍କୁ ଖୋଜୁଛି ପୋଲିସ

ଜୟପୁର: ଥମୁନି ଲଜ୍ଜା  । ଘରୋଇ କଲେଜ ଅଧ୍ୟକ୍ଷଙ୍କ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଜୟପୁର ସହରରେ  । ସୂଚନା ମୂତାବକ ଜୟପୁର ସହରରେ ଥିବା ଏକ ଘରୋଇ କଲେଜର ପ୍ରିନ୍ସପାଲ ହଷ୍ଟେଲରେ ରହୁଥିବା ଛାତ୍ରୀ ମାନଙ୍କୁ ଦୁଷ୍କର୍ମ କରୁଥିବା ଅଭିଯୋଗ…

ଜାପାନର ବୟୋଜ୍ୟେଷ୍ଠ ମହିଳାଙ୍କ ୧୧୬ ବର୍ଷରେ ପରଲୋକ

ଟୋକିଓ: ବିଶ୍ୱର ଦ୍ୱିତୀୟ ଓ ଜାପାନର ବୟୋଜ୍ୟେଷ୍ଠ ମହିଳା ଫୁସା ତତସୁମିଙ୍କ ୧୧୬ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ କାଶିୟାରା ଚିକିତ୍ସା କେନ୍ଦ୍ରରେ ଚିକିତ୍ସିତ ହେଉଥିଲେ । ସେ ତାଙ୍କର ପ୍ରିୟ ଖାଦ୍ୟ ବୀନ ପେଷ୍ଟ ଜେଲି ଖାଇବାର କିଛି ସମୟ ପରେ ମୃତ୍ୟୁବରଣ କରିଥିଲେ । ଗତ ବର୍ଷ ୧୧୯…

ଗୁଗଲ ଟପ୍ ସର୍ଚ୍ଚରେ କେଉଁ ଅଭିନେତ୍ରୀ, ଜାଣନ୍ତୁ

ମୁମ୍ବାଇ: ୨୦୨୩ ସରିବାକୁ ଆଉ ମାତ୍ର କିଛିଟା ଦିନ ବାକି ରହିଛି । ଚଳିତବର୍ଷ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବେଶ୍ ସଫଳତା ମିଳିଛି । କହିବାକୁ ଗଲେ ଆଜିକାଲିର ଦୁନିଆ ପାଲଟିଛି ଗୁଗଲର ଦୁନିଆ  । ଆମେ କିଛି ଅଜଣା ଜିନିଷ ଖୋଜିବାକୁ ଚାହିଁଲେ ସଙ୍ଗେସଙ୍ଗେ ଗୁଗଲର ସାହାର୍ଯ୍ୟ ନେଇଥାଉ  । ଲୋକପ୍ରିୟ…

ଭଲ ନାଚିଲେ ମିଳିବ କନିଆ : ଏଠି ପୁଅ ନୁହେଁ , ଝିଅ ବାଛେ ନିଜ ବର

ନୂଆଦିଲ୍ଲୀ: ବାହାଘରକୁ ନେଇ ବିଭିନ୍ନ ଦେଶରେ ରହିଛି ଭିନ୍ନ ପରମ୍ପରା  । ସାଧାରଣତଃ ବାହାଘର ସମୟରେ ବରପକ୍ଷ ଲୋକ ଯେତେବେଳେ କନ୍ୟା ଦେଖିବାକୁ ଆସନ୍ତି । ସେତେବେଳେ କନିଆ ଜଣଙ୍କ ସଜବାଜ ହୋଇ ବର ଅପେକ୍ଷାରେ ବସିଥାଏ । ବର ଏବଂ ତାଙ୍କ ଘର ଲୋକ ଆସିବେ , ଆଉ କନ୍ୟାକୁ ଦେଖି ପସନ୍ଦ କରିବେ । ତା…

ବୋରଓ୍ୱଲରୁ ନବଜାତ ଶିଶୁ ଉଦ୍ଧାର ପରେ ବୁର୍ଲାରେ ଚାଲିଛି ଚିକିତ୍ସା

ସମ୍ବଲପୁର: ଦୀର୍ଘ ୭ ଘଣ୍ଟାର କସରତ ପରେ ବୋରଓ୍ବେଲରୁ ଜୀବିତ ଅବସ୍ଥାରେ ଉଦ୍ଧାର ହୋଇଥିବା ନବଜାତ ଶିଶୁ କୁ ବୁର୍ଲା ରେ ଭର୍ତ୍ତି କରାଯାଇଛି । ମେଡିକାଲରେ ଶିଶୁ ଟିର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଛନ୍ତି ଡାକ୍ତର । ତେବେ ଉଦ୍ଧାର ହୋଇଥିବା ନବଜାତ ଟି ଶିଶୁ କନ୍ୟା ବୋଲି ଜଣାପଡିଛି ।…

ଶୀତଦିନେ ନିହାତି ଖାଆନ୍ତୁ , ଫିଟ୍ ରୁହନ୍ତୁ

ନୂଆଦିଲ୍ଲୀ : ସାଧାରଣତଃ ଶୀତଦିନେ ଆମେ ବିଭିନ୍ନ ଉପାୟରେ ଆମ ସ୍ବାସ୍ଥ୍ୟର ଯତ୍ନ ନେଇଥାଉ  । କିଏ ସକାଳୁ ଉଠି ବ୍ୟାୟାମ କରନ୍ତି ତ ଆଉ କିଏ ଖାଦ୍ୟରେ ସାମାନ୍ୟ ପରିବର୍ତ୍ତନ ଆଣନ୍ତି  । ଅର୍ଥାତ୍ ସତେଜ ପନିପରିବା କିମ୍ବା ଫଳମୂଳ ଖାଆନ୍ତି  । ତେବେ ଯଦି ନିଜ ସ୍ବାସ୍ଥ୍ୟର ଯତ୍ନ ନେବାକୁ…