Latest Odisha News

BREAKING NEWS

Browsing Category

ଫିଚର

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ, ପରୀକ୍ଷାର୍ଥୀଙ୍କ ରୋଲ ନମ୍ବର ଦ୍ୱନ୍ଦ୍ୱ ନେଇ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ । ଉଭୟ ରେଗୁଲାର, ଏକ୍ସ ରେଗୁଲାର ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟର ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । କଟକ ସ୍ଥିତ ବୋର୍ଡ ଅଫିସରେ ୪ଟାରେ ପରୀକ୍ଷାଫଲ ପ୍ରକାଶ ପାଇବ । ସନ୍ଧ୍ୟା ୬ଟା ପରଠୁ…

ଅନଲାଇନରେ ମଦ ମଗାଇ ଠକାମିରେ ପଡିଲେ ଶାବନା

ମୁମ୍ବାଇ:ଅନଲାଇନାରେ ମଦ ମଗାଇ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ବଲିଉଡ ଅଭିନେତ୍ରୀ ଶାବନା ଆଜମୀ । ସେ ଅନଲାଇନରେ ମଦ ମଗାଇବା ସହ ପେଟିଏମରେ ଅର୍ଥ ପୈଠ କରିଥିଲେ । ତେବେ ମଦ ତାଙ୍କ ପାଖରେ ପଂହଚି ନ ଥିଲା । ସେ ଏ ନେଇ ଟୁଇଟରରେ ଉଲ୍ଲେଖ କରିବା ପରେ ଏହି ଘଟଣା ସର୍ବ ସମ୍ମୁଖକୁ ଆସିଥିଲା ।…

ଆଜିର ଦିନରେ ଭାରତ କ୍ରିକେଟକୁ ମିଳିଥିଲା ନୂଆ ଦିଗ

ନୂଆଦିଲ୍ଲୀ: ୨୫ ଜୁନ ୧୯୮୩ ଭାରତୀୟ କ୍ରୀଡା ଇତିହାସ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବ । ଏହି ଦିନ ଭାରତୀୟ କ୍ରିକେଟ ବିଶ୍ୱକପ ଜିତି ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି କରିଥିଲା । ବିଶ୍ୱ ବିଜୟୀ ୱେଷ୍ଟଇଣ୍ଡିଜ ଟିମକୁ କପିଳ ଦେବଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ୪୩ ରନରେ ପରାସ୍ତ କରିଥିଲା । ସାରା…

ଅକ୍ସିଜେନ ଅଡିଟ କିମିଟି ରିପୋର୍ଟ, ଆବଶ୍ୟକତାଠାରୁ ଅଧିକ ଦାବୀ କରିଥିଲା ଦିଲ୍ଲୀ ସରକାର

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଦ୍ୱାରା ଗଠିତ ଅକ୍ସିଜେନ ଅଡିଟ କମିଟି ଗୁରୁବାର ରିପୋର୍ଟ ଦାଖଲ କରିଛି । କରୋନା ମହାମାରୀ ଦ୍ୱିତୀୟ ଲହରୀରେ ସମୟରେ ଦିଲ୍ଲୀ ସରକାର ଆବଶ୍ୟକତାଠାରୁ ଅଧିକ ଅକ୍ସିଜେନ ଦାବୀ କରିଥିଲା ବୋଲି ରିପୋର୍ଟରେ ଦର୍ଶାଯାଇଛଇ । ଏପରିକି ଦିଲ୍ଲୀ ସରକାର ଯେତିକି ଦରକାର ତାଠାରୁ…

ଫଟୋ ପଲିଟିକ୍ସ, ସୌମ୍ୟଙ୍କ ମନ୍ତବ୍ୟ ଆଣିଲା ନୂଆ ଟୁଇଷ୍ଟ

ଭୁବନେଶ୍ବର : ଟିକାକରଣ କେନ୍ଦ୍ରରେ କାହାର ରହିବ ଫଟୋ । ପ୍ରଧାନମନ୍ତ୍ରୀଙ୍କର ନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର । ଏହାକୁ ନେଇ ଏବେ ବିଜେପି ଓ ବିଜେଡି ମଧ୍ୟରେ ଆରମ୍ଭ ହୋଇଛି ତୁ ତୁ ମେଁ ମେଁ । ଉଭୟ ଉଭୟଙ୍କୁ ଟାର୍ଗେଟ୍ କରି ସମାଲୋଚନା କରିବାକୁ ପଛାଉନାହାନ୍ତି । ଏପରିକି…

ବ୍ରାଜିଲରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧ ଲକ୍ଷ ୧୫ ହଜାର ୨୨୮ କରୋନା ଆକ୍ରାନ୍ତ

ବ୍ରାଜିଲ : ବିଭିନ୍ନ ରାଷ୍ଟ୍ରରେ ପୁଣି ଚିନ୍ତା ବଢାଇଲାଣି କିଲର ଭାଇରସ । ଏହି କ୍ରମରେ ବ୍ରାଜିଲରେ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୧ ଲକ୍ଷ ୧୫ ହଜାର ୨୨୮ କରୋନା ଆକ୍ରାନ୍ତ । କରୋନା ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ପୁଣି ଦେଖାଦେଇଛି ଆତଙ୍କ । ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି-…

ସାମୟିକ ଭାବେ ପରିବର୍ତ୍ତିତ ମାର୍ଗରେ ଯାତାୟାତ କରିବ ୧୨ ଟ୍ରେନ୍

ଭୁବନେଶ୍ବର : ପୂର୍ବତଟ ରେଳପଥ ପରିସୀମା ଦେଇ ଚଳାଚଳ କରୁଥିବା ୧୨ଟି ଟ୍ରେନର ରୁଟରେ ପରିବର୍ତ୍ତନ । ପୂର୍ବ ସୀମାନ୍ତ ରେଳପଥରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ସାମୟିକ ଭାବେ ପରିବର୍ତ୍ତିତ ମାର୍ଗରେ ଯାତାୟାତ କରିବ ୧୨ଟି ଟ୍ରେନ୍ । ଏନେଇ ରେଳବାଇ ପକ୍ଷରୁ ନିଷ୍ପତ୍ତି…

୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର,…

ଅକ୍ଷୟ ଶକ୍ତି କ୍ଷେତ୍ରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ୩ ବର୍ଷରେ ନିବେଶ କରିବ ୭୫ ହଜାର କୋଟି ଟଙ୍କା

ଭୁବନେଶ୍ବର : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ୪୪ ତମ ବାର୍ଷିକ ସାଧାରଣ ବୈଠକରେ କମ୍ପାନୀର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ରିଲାଏନ୍ସ ପକ୍ଷରୁ ଗୁଜରାଟର ଜାମନଗରଠାରେ ଧିରୁଭାଇ ଅମ୍ବାନି ଗ୍ରୀନ ଏନର୍ଜି ଗିଗା କଂପ୍ଲେକ୍ସ ସ୍ଥାପନ କରାଯିବା ନେଇ ଘୋଷଣା କରିଛନ୍ତି । ୫ ହଜାର ଏକର ପରିମିତ…

ଧାନ ବିକ୍ରି ଓ ଟୋକନ ସମସ୍ୟାକୁ ନେଇ କାଲି ବିନିକା ବ୍ଲକ ବନ୍ଦ

ସୁବର୍ଣ୍ଣପୁର : ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ବନ୍ଦ । ଚାଷୀଙ୍କ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ଦିଆଯାଇଛି ବନ୍ଦ ଡାକରା । ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଡାକରା ଦିଆଯାଇଛି । ବିନିକା ତହସିଲ ଆଗରେ ଗତ ଦୁଇ ଦିନ…