Latest Odisha News

BREAKING NEWS

Browsing Category

ଫିଚର

୨୦୨୨ ଦୀପାବଳୀରେ ରିଲିଜ ହେବ ସଲମାନଙ୍କ ଭାଇଜାନ

ମୁମ୍ବାଇ: ସଲମାନ ଖାଁ ପ୍ରଶଂସକଙ୍କ ପାଇଁ ଖୁସି ଖବର । ଆଗାମୀ ୨୦୨୨ ଦୀପାବଳୀରେ ତାଙ୍କର ବହୁ ପ୍ରତୀକ୍ଷିତ ଭାଇଜାନ ଫିଲ୍ମ ରିଲିଜ ହେବ । ପ୍ରଥମେ ଏହି ଫିଲ୍ମର ନାମ କଭି ଇଦ କଭି ଦିୱାଲୀ ରଖା ଯାଇଥିଲା । ତେବେ ସଲମାନଙ୍କ ନିକଟରେ କେତେ ଗୁଡିଏ ଫିଲ୍ମ ବକ୍ସ ଅଫିସରେ ଅର୍ଥ ରୋଜଗାର କରିଥିଲେ…

ଜିଓ ପକ୍ଷରୁ ଜିଓ ଫାଇବର୍ ପୋଷ୍ଟପେଡ୍ ପ୍ଲାନର ଶୁଭାରମ୍ଭ, ଇଣ୍ଟରନେଟ୍ ବକ୍ସ ସହିତ ମାଗଣା ଇନଷ୍ଟାଲେସନ୍

ଭୁବନେଶ୍ବର : ରିଲାଏନ୍ସ ଜିଓ ପକ୍ଷରୁ ଆଉ ଏକ ଆକର୍ଷଣୀୟ ଅଫର । ଜିଓ ଫାଇବର୍ ଉପଭୋକ୍ତାଙ୍କ ପାଇଁ ବିଭିନ୍ନ ପ୍ରକାରର ଆକର୍ଷଣୀୟ ପୋଷ୍ଟ୍‌ପେଡ୍ ପ୍ଲାନ ଘୋଷଣା କରିଛି ଜିସ । ଏହି ପ୍ଲାନ୍‌ର ମାସିକ ମୂଲ୍ୟ ୩୯୯ ଟଙ୍କାରୁ ଆରମ୍ଭ ହେବ । ଆସନ୍ତାକାଲିଠୁ ଏହି ନୂଆ ପୋଷ୍ଟପେଡ୍ ପ୍ଲାନକର ଶୁଭାରମ୍ଭ…

ଗଜପତି ରାଶିବାଡ ଘାଟିରେ ଓଲଟିଲା ଡାଲା ଅଟୋ, ଜଣେ ମୃତ, ୧୨ ଗୁରୁତର

ଗଜପତି : ଗଜପତି ଜିଲ୍ଲା ରାୟଗଡ଼ ଥାନା ରାଶିବାଡ଼ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ଡାଲା ଅଟୋ ଓଲଟି ଜଣେ ଶ୍ରମିକ ମୃତ୍ୟୁ ହୋଇଛି । ଏହାସହ ୧୨ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ହେଲେ ସୁନ୍ଦରଗଡ଼ ରାଣୀଦେଲନା ଗାଁର ସୁରସେନ । ସୂଚନା ଅନୁସାରେ, ବଲାଙ୍ଗୀର, ସୁନ୍ଦରଗଡ଼ ଓ…

ରାଜ୍ୟରେ ଆଂଶିକ କୋହଳ ହେଲା କଟକଣା, କେଉଁଠି ଖୋଲିବ, କେଉଁଠି ପଡ଼ିବ ତାଲା, ଜାଣନ୍ତୁ

ଭୁବନେଶ୍ବର : ରାଜ୍ୟରେ ସାମାନ୍ୟ କୋହଳ ହେଲା ଲକଡାଉନ୍‌ କଟକଣା । ଜୁଲାଇ ପହିଲା ଯାଏଁ ରାଜ୍ୟରେ ଲାଗୁ ହେବ ଆଂଶିକ ଲକ୍‌ଡାଉନ୍ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ତେବେ ନୂଆ ଗାଇଡଲାଇନ୍ ଅନୁସାରେ ରାଜ୍ୟର ସମସ୍ତ ଜିଲ୍ଲାକୁ ଦୁଇଟି କାଟେଗୋରୀରେ…

ଦିନ ସାଢ଼େ ଗୋଟାଏରେ ମୁଖ୍ୟ ସଚିବଙ୍କ ପ୍ରେସ ବିବୃତ୍ତି, ଘୋଷଣା ହୋଇପାରେ ଅନଲକ୍/ଲକଡାଉନ୍

ଭୁବନେଶ୍ୱର: ରାଜ୍ୟରେ ଆଜି ସରୁଛି ଲକଡାଉନ୍ । ଆସନ୍ତାକାଲି ସକାଳ ୭ଟା ପରେ କଣ ହେବ । ଅନଲକ୍ ନେଇ ଘୋଷଣା କରିପାରନ୍ତି ସରକାର । ଆଜି ଦିନ ସାଢ଼େ ଗୋଟାଏରେ ଏସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି ପାରନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ସେ ପ୍ରେସ ବିବୃତ୍ତି ଦେବେ । କଣ କହିବେ ମୁଖ୍ୟ…

ଜନ୍ମଦିନରେ ମିଥୁନ୍ ଚକ୍ରବର୍ତ୍ତୀଙ୍କୁ କୋଲକାତା ପୋଲିସର ଜେରା

କୋଲକାତା: ଅଭିନେତାରୁ ରାଜନେତା ପାଟିଥିବା ମିଥୁନ ଚକ୍ରବର୍ତ୍ତୀଙ୍କୁ କୋଲକାତା ପୋଲିସର ଜେରା । ପଶ୍ଚିମବଙ୍ଗ ନିର୍ବାଚନ ସମୟରେ ବିବାଦୀୟ ବୟାନ ଦେବା ଅଭିଯୋଗରେ ତାଙ୍କୁ ଆଜି ପଚରାଉଚରା କରିଛି କୋଲକାତା ପୋଲିସ । ଭିଡିଓ କନଫରେନ୍ସିଂରେ ତାଙ୍କୁ ଜେରା ଚାଲିଛି । ବିବାଦୀୟ ଭାଷଣ ଦେବା ନେଇ…

ଭୁବନେଶ୍ୱରରେ ରାସ୍ତା ମଝିରେ ଜଳିଗଲା ସ୍କୁଟି

ଭୁବନେଶ୍ୱର: ରାସ୍ତା ମଝିରେ ହୁ ହୁ ହୋଇ ଜଳିଗଲା ସ୍କୁଟି । ଚାହୁଁ ଚାହୁଁ କିଛି ସମୟ ଭିତରେ ସ୍କୁଟି ଜଳି ପୋଡ଼ି ଛାରଖାର ହୋଇଯାଇଛି । ଏହି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସାମନାରେ । ସ୍କୁଟି ଆରୋହୀ ପେଟ୍ରୋଲ ପମ୍ପରେ ପେଟ୍ରୋଲ ପକାଇ ଆସଥିଲେ ।…

ବାଇକରେ ଲୁଚିଥିଲା ନାଗ ସାପ, ଫଣା ଟେକି ବାହାରିଲା

ଯାଜପୁର: ବାଇକରେ ଲୁଚିଥିଲା ନାଗ ସାପ । ସିଟ୍ ପୋଛିବା ବେଳେ ଦେଖିଥିଲେ ବାଇକ୍ ଆରୋହୀ । ସ୍ନେକ୍ ହେଲପ୍ ଲାଇନ ସଦସ୍ୟଙ୍କୁ ଖବର ଦେଇଥିଲେ । ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲାରେ । ବିରଜାପୁର ରାମବାଗର ଦେବେନ୍ଦ୍ର କୁମାର ନାୟକଙ୍କ ବାଇକରୁ ଉଦ୍ଧାର ହୋଇଚି ଗୋଟିଏ ନାଗ ସାପ ।…

ରସୁଲଗଡ଼ ଓଭରବ୍ରିଜ ଉପରେ ପିସିଆର ଗାଡ଼ିକୁ ଧକ୍କା ଦେଲା ଟ୍ରକ୍

ଭୁବନେଶ୍ୱର: ରସୁଲଗଡ଼ ଓଭରବ୍ରିଜ୍ ଉପରେ ସଡ଼କ ଦୁର୍ଘଟଣା  । ପିସିଆର ଗାଡ଼ିକୁ ପଛ ପଟୁ ଧକା ଦେଲା ଏକ ମାଲ ବୋଝେଇ ଟ୍ରକ୍ । ଦୁର୍ଘଟଣାରେ ୨ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି  । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଆଉ ୫ ଜଣ । ଆଜି ଭୋରରୁ ଏହି ଦୁର୍ଘଟଣା ଘଟିଛି । ପିସିଆର ଗାଡ଼ିକୁ ପଛ ପଟୁ…

କେମିତି ହେବ +୨ ମୂଲ୍ୟାୟନ ? ଆଜି ବିଶେଷଜ୍ଞ କମିଟିର ଶେଷ ବୈଠକ

ଭୁବନେଶ୍ୱର: ରାଜ୍ୟରେ କେମିତି ହେବ ଯୁକ୍ତ ଦୁଇ ମୂଲ୍ୟାୟନ ? ବିକଳପ୍ ମୂଲ୍ୟାନ ନେଇ ଏଯାଏ କୌଣସି ନିଷ୍କର୍ଷ ବାହାରି ପାରିନି । ଏଥିପାଇଁ ରାଜ୍ୟ ସରକାର ଏକ ୧୪ ଜଣିଆ ବିଶେଷଜ୍ଞ କମିଟି ଗଠନ କରିଥିଲେ । ଏହି କମିଟି ୧୦ ଦିନ ଭିତରେ ରିପୋର୍ଟ ଦେବ ବୋଲି ସମୟସୀମା ଥିଲା । ତେବେ କଣ୍ଟ ପୂରିଥିଲେ…