Latest Odisha News

BREAKING NEWS

Browsing Category

ଫିଚର

କେନ୍ଦୁପତ୍ର ଫଡିରେ ବଜ୍ରାଘାତ, ୨ ମୃତ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବର୍ଡାକଟା ଅଭାବନୀୟ ଘଟଣା । ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଅନ୍ୟ ଜଣେ ଆହତ ହୋଇଛନ୍ତି । କେନ୍ଦୁପତ୍ର ଫଡିରେ ପତ୍ର ବାନ୍ଧୁ ଥିବା ବେଳେ ଘଟିଛି ଏପରି ଅଘଟଣ । ସୂଚନା ଅନୁସାରେ, ଆଜି ମଧ୍ୟାହ୍ନରେ ଖାଇ…

ନକଲି ଔଷଧ କାରବାରର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ନକଲି ଔଷଧ କାରବାରର କ୍ରାଇମବ୍ରାଞ୍ଚ କରିବ ତଦନ୍ତ । କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକରୁ ବିପୁଳ ପରିମାଣର ନକଲି ଔଷଧ ଠାବ ହେବା ପରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଚଢ଼ାଉ ବେଳେ ଫାଭିପିରାଭିର ସହ…

ଗଛ ମଣିଷ ବୁଦ୍ଧିଆ ସେଠୀ

ରାୟଗଡା: କମିବାରେ ଲାଗିଛି ପ୍ରାକୃତିକ ଜଙ୍ଗଲ । କାୟା ବିସ୍ତାର କରୁଛି କଂକ୍ରିଟ୍ ଦୁନିଆ । ସବୁଜିମା ପ୍ରକୃତି ବଦଳରେ ଆଜିର ଆଧୁନିକ ସମାଜ ଚିକମିକ୍ ଲମ୍ବାଲମ୍ବା ବିଲ୍ଡିଂକୁ ଅଧିକ ପ୍ରାଧାନ୍ୟ ଦେଉଛି । କଟା ଚାଲିଛି ଗଛ, ନିର୍ମିତ ହେଉଛି ସୁଉଚ୍ଚ ଅଟ୍ଟାଳିକା । ହେଲେ ଏହାରି ଭିତରେ ଜଣେ…

କରୋନାରେ ଶିଳ୍ପପତି ତଥା ଦୈନିକ ‘ଇଶ୍ବର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ବିୟୋଗ

ଭୁବନେଶ୍ବର : ରାଉରକେଲାର ଜଣାଶୁଣା ଶିଳ୍ପପତି ତଥା ଦୈନିକ ‘ଇଶ୍ବର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ପରଲୋକ । କରୋନାରେ ଆକ୍ରାନ୍ତ ହେବା ପରେ ଆପୋଲୋ ହସପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ…

ଗଞ୍ଜାମ ପାଟପୁରରୁ ନକଲି ମୃଦୁ ପାନୀୟ କାରଖାନା ଠାବ

ଗଞ୍ଜାମ : ଗଞ୍ଜାମ ପାଟପୁରରୁ ଠାବ ହେଲା ନକଲି ଥଣ୍ଡା ଓ ମୃଦୁ ପାନୀୟ କାରଖାନା । ପୋଲିସର ଚଢ଼ାଉ ବେଳେ ଠାବ ହୋଇଛି ଏହି ନକଲି ମୃଦୁ ପାନୀୟ କାରଖାନା । ଏହାସହ କୁରକୁରେ କାରଖାନା ମଧ୍ୟ ଠାବ କରିଛି ପୋଲିସ । ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପାଟପୁର ପୋଲିସ । ଖବର ପାଇଁ ଆଜି ପାଟପୁର…

୧୬ରୁ ଖୋଲିବ ସମସ୍ତ କେନ୍ଦ୍ରୀୟ ଐତିହ୍ୟ ସ୍ଥଳୀ

ନୂଆଦିଲ୍ଲୀ : ଜୁନ୍‌ ୧୬ରୁ ଖୋଲିବ ଦେଶର ସମସ୍ତ ଐତିହ୍ୟ ସ୍ଥଳୀ । ଏଏସଆଇ ଦ୍ବାରା ପରିଚାଳିତ ଏହି କୀର୍ତ୍ତିରାଜୀ ବା ଐତିହ୍ୟସ୍ଥଳୀ କରୋନା ମହାମାରୀ କାରଣରୁ ବନ୍ଦ ଥିଲା । ଏବେ ଏହି ଐତିହ୍ୟସ୍ଥଳୀ ଓ ସଂଗ୍ରହାଳୟକୁ ଆସନ୍ତା ୧୬ ତାରିଖରୁ ଖୋଲିବାକୁ ନିଷ୍ପତ୍ତି ନେଇଛି ଏଏସଆଇ । ଏହି ସମୟରେ…

ସଂକ୍ରମଣ ହାର ଓ ଲୋକଙ୍କ ବ୍ୟବହାର ଉପରେ ନିର୍ଭର ଅନଲକ୍ ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ହାର କମିବା ଓ ଲୋକଙ୍କ ବ୍ୟବହାର ଉପରେ ଅନଲକ୍ ଜାରି ହେବା ନିଷ୍ପତ୍ତି ନିର୍ଭର କରୁଛି ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି। କୋଭିଡ ଟେଷ୍ଟ ପଜିଟିଭିଟି ହାର (ଟିପିଆର) ହ୍ରାସ ପାଉଛି ଏବଂ ଏହା ଆହୁରି ହ୍ରାସ ପାଇବ। ପରିସ୍ଥିତିକୁ ଦୃଷ୍ଟିରେ ରଖି…

ଅନଲାଇନରେ ହେବ ପିଜି ସେମିଷ୍ଟାର ପରୀକ୍ଷା

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଦ୍ୱିତୀୟ ଏବଂ ଅନ୍ତିମ ସେମିଷ୍ଟାର ପରୀକ୍ଷା ଅନଲାଇନ୍ ମୋଡରେ କରିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ। ଏହି ପରୀକ୍ଷା ଜୁଲାଇ ମାସରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ପିଜି କାଉନସିଲର ଚେୟାରମ୍ୟାନ ବସନ୍ତ କୁମାର…

ଏଲଜେପିରେ ଫାଟ: ଚିରାଗ ପଡିଲେ ଏକୁଟିଆ, ପଶୁପତି ସଂସଦୀୟ ଦଳର ନେତା

ପାଟନା:ଲୋକ ଜନଶକ୍ତି ପାର୍ଟି(ଏଲଜେପି)ରେ ଆଜି ଫାଟ ସୃଷ୍ଟି ହୋଇଛି । ଦଳର ୫ ସାଂସଦ ଚିରାଗ ପାସୱାନଙ୍କୁ ଖୋଲାଖୋଲି ଭାବେ ବିରୋଧ କରିଛନ୍ତି । ଏମାନେ ହେଲେ ପଶୁପତି ପରାସ, ପ୍ରିନ୍ସ, ମେହବୁବ ଅଲୀ କେସିଆର, ଭୀନା ଦେବୀ ଏବଂ ଚନ୍ଦନ ସିଂ । ପଶୁପତିଙ୍କୁ ସଂସଦୀୟ ଦଳର ନେତା କରାଯାଇଛି ।…

୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କଲେ ଜୋକୋଭିଚ

ପ୍ୟାରିସ: ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ସର୍ବିୟାର ନୋଭାକ ଜୋକଭିଚ ଫ୍ରେଂଚ ଓପନ ପୁରୁଷ ସିଙ୍ଗଲ୍ସ ଟାଇଟଲ ହସଲ କରି ନେଇଛନ୍ତି । ଫାଇନାଲରେ ସେ ଗ୍ରୀସର ୨୨ ବର୍ଷୀୟ ଷ୍ଟିଫାନେସ ସିତାସିପାସଙ୍କୁ ୬-୭, ୨-୬, ୬-୩, ୬-୨, ୬-୪ ସେଟରେ ପରାସ୍ତ କରିଥିଲେ । କ୍ୟାରିୟରର ୧୯ତମ ଗ୍ରାଣ୍ଡସ୍ଲାମ…