Latest Odisha News

BREAKING NEWS

Browsing Category

ଫିଚର

ବାଇଡେନଙ୍କ ବଡ଼ ଘୋଷଣା: ଭାରତ ସମେତ ଦକ୍ଷିଣ ଏସିଆ ରାଷ୍ଟ୍ରକୁ ୭୦ ଲକ୍ଷ ଡୋଜ୍ ଟିକା ଦେବ ଆମେରିକା

ନୂଆଦିଲ୍ଲୀ: କରୋନା ମହାମାରୀକୁ ନିପାତ କରିବା ପାଇଁ ଆମେରିକାର ବଡ଼ ପଦକ୍ଷେପ । ଟିକାକରଣ ଅଭିଯାନରେ ବଡ଼ ସହଯୋଗ ନେଇ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍ । ଭାରତ ସମେତ ଦକ୍ଷିଣ ଏସିଆ ଦେଶକୁ ୭୦ ଲକ୍ଷ ଡୋଜ୍ ଟିକା ଦେବ ଆମେରିକା । ହ୍ୱାଇଟ୍ ହାଉସ୍ ପକ୍ଷରୁ ଏନେଇ ଘୋଷଣା ହୋଇଛି ।…

ପଦାର୍ପଣ ଟେଷ୍ଟରେ କନୱେଙ୍କ ରେକର୍ଡ ବର୍ଷା

ଲଣ୍ଡନ: ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ ଡେଭନ କନୱେ ଇଂଲଣ୍ଡ ବିପକ୍ଷ ପଦାର୍ପଣ ମ୍ୟାଚରେ ରେକର୍ଡ ବର୍ଷା କରିଛନ୍ତି । ୧୪୪ ବର୍ଷ ଟେଷ୍ଟ ଇତିହାସରେ ପଦାର୍ପଣ ମ୍ୟାଚରେ ଦ୍ୱିଶତକ ହାସଲ କରିବାରେ ସେ ନ୍ୟୁଜିଲାଣ୍ଡର ଦ୍ୱିତୀୟ ଏବଂ ଓଭରାଲ ୭ମ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି ।…

ଆଜି ଓଡ଼ିଶାରୁ କରୋନା ନେଲା ୩୨ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ସାମାନ୍ୟ କମିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୩୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୮ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ଜୀବନ ନେଇଛି କରୋନା ।…

ଓଡ଼ିଶାରେ ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ୭୭୨୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟ ୮ହଜାର ତଳକୁ ଖସିଲା କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ହଜାର ୭୨୯ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୪ହଜାର ୩୩୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୩୯୮ । ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଖସିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୦୬୨…

ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି ସମୀକ୍ଷା ବୈଠକ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଟୋକିଓ ଅଲିମ୍ପିକ୍ସକୁ ଆଉ ମାତ୍ର ୫୦ ଦିନ ବାକି ରହିଛି । ଏହା ପୂର୍ବରୁ ଅଲିମ୍ପିକ୍ସ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଗାମୀ ଟୋକିଓ ଅଲିମ୍ପିକ୍ସ ପାଇଁ କାର୍ଯ୍ୟକାରୀ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ଅଧିକାରୀମାନେ ମତ ରଖିଛନ୍ତି ।…

ମଧ୍ୟପ୍ରଦେଶରେ ସାମୂହିକ ଇସ୍ତଫା ଦେଲେ ୩ ହଜାର ଜୁନିଅର ଡାକ୍ତର

ଭୋପାଳ : ମଧ୍ୟପ୍ରଦେଶ ଗ୍ବାଲିୟରରେ ଜୁନିଅର ଡାକ୍ତରଙ୍କ ସାମୂହିକ ଇସ୍ତଫା । ଦାବି ପୂରଣ ନହେବାରୁ ପାଖାପାଖି ୩ ହଜାର ଜୁନିଅର ଡାକ୍ତର ଦେଇଛନ୍ତି ସାମୂହିକ ଇସ୍ତଫା । ସେହିପରି ଜବଲପୁରରେ ୪୦୦ ଡାକ୍ତର ମଧ୍ୟ ଇସ୍ତଫା ଦେଇଛନ୍ତି । ଯେପର୍ଯ୍ୟନ୍ତ ଦାବି ପୂରଣ ନହୋଇଛି, ସେପର୍ଯ୍ୟନ୍ତ ଏହି…

ଭୁବନେଶ୍ୱରରେ ‘କୋଭାକ୍ସିନ’ ଟିକାର ଅଭାବ ରହିଛି, ମାନିଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱରରେ ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ଦ୍ୱିତୀୟ ଡୋଜ୍ କୋଭାକ୍ସିନ ଟିକାର ଅଭାବ ରହିଛି ବୋଲି ଗୁରୁବାର ଦିନ ପ୍ରକାଶ କରିଛି ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି)। ଗଣମାଧ୍ୟମକୁ ସୂଚନା ଦେଇ ବିଏମସି କମିଶନର ସଞ୍ଜୟ କୁମାର ସିଂ କହିଛନ୍ତି ଯେ ସେମାନଙ୍କ…

କୋର୍ଟର ଶୁଣାଣୀ ପରେ ଭଗତ ସିଂଙ୍କ ବାଣୀକୁ ଟୁଇଟ କଲେ ଗମ୍ଭୀର

ନୂଆଦିଲ୍ଲୀ: ବିଜେପି ଏମପି ଗୌତମ ଗମ୍ଭୀରଙ୍କ ଫାଉଣ୍ଡେଶନ ବିନା ଅନୁମତିରେ କରୋନା ମହାମାରୀ ପାଇଁ ଉଦ୍ଦିଷ୍ଟ ଫାବିଫ୍ଲୁ ଔଷଧ ବାଂଟି ଦୋଷୀ ସାବ୍ୟସ୍ତ ହୋଇଛି । ଗମ୍ଭୀର ଏବଂ ଆମ ଆଦମୀ ପାର୍ଟିର ବିଧାୟକ ପ୍ରବୀଣ କୁମାର ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ବୋଲି ଦିଲ୍ଲୀ ଡ୍ରଗ…

ଭୁବନେଶ୍ବରରୁ ଚେନ୍ନାଇକୁ ଏୟାରଲିଫ୍ଟ ହେଲେ ଅମ୍ରିତ

ଭୁବନେଶ୍ବର : ଭୁବନେଶ୍ୱରରୁ ଚେନ୍ନାଇକୁ ଏୟାରଲିଫ୍ଟ ହେଲେ ଅମ୍ରିତ ପ୍ରଧାନ । ଏମସରେ ଚିକିତ୍ସିତ ହେଉଥିବା ଅମ୍ରିତଙ୍କୁ ଚେନ୍ନାଇ ସ୍ଥିତ ଆପୋଲୋ ହସପିଟାଲକୁ ସ୍ଥାନାନ୍ତରଣ କରାଯାଇଛି । ଇକ୍ମୋ ସଂଯୁକ୍ତ ସ୍ବତନ୍ତ୍ର ବିମାନରେ ଅମ୍ରିତଙ୍କୁ ଚେନ୍ନାଇ ନିଆଯାଇଛି । କରୋନାରେ ସଂକ୍ରମିତ ହେବା…

ବାବା ରାମଦେବଙ୍କୁ ହାଜର ହେବାକୁ ସମନ ଜାରୀ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଯୋଗଗୁରୁ ବାବା ରାମଦେବଙ୍କ ଅଡୁଆ ବଢ଼ିବାରେ ଲାଗିଛି । ଦିଲ୍ଲୀ ମେଡିକାଲ ଆସୋସିଏଶନ କରୋଲିନ କିଟ କରୋନା ଭଲ କରୁଥିବା ନେଇ ରାମଦେବ ମିଥ୍ୟା ପ୍ରଚାର କରୁଛନ୍ତି ବୋଲି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏ ନେଇ କୋର୍ଟ ତାଙ୍କୁ ସମନ ଜାରୀ କରିଛି । ମାମଲାର ପରବର୍ତୀ ଶୁଣାଣୀ ଜୁଲାଇ…