Latest Odisha News

BREAKING NEWS

Browsing Category

ଫିଚର

କରୋନା ମହାମାରୀ ଟୀକାକରଣ ନେଇ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କରୋନା ମହାମାରୀ ଟୀକାକରଣ ନୀତି ନେଇ ବୁଧବାର ସୁପ୍ରିମ କୋଟ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ସରକାରଙ୍କ କେତେକ ଯୁକ୍ତି ତର୍କହୀନ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଟୀକା ପାଇଁ ଉଦ୍ଦିଷ୍ଟ ୩୫ ହଜାର କୋଟି ଟଙ୍କାର ବଜେଟର ଖର୍ଚ୍ଚ ସମ୍ପର୍କରେ ମଧ୍ୟ ସୂଚନା ଦେବା ପାଇଁ…

କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର, ୧୦ ବର୍ଷରେ ୨୯ ଆଇସିସି ଟୁର୍ଣ୍ଣାମେଂଟ

ଦୁବାଇ: କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ୨୦୨୩ରୁ ୨୦୩୧ ପର୍ଯ୍ୟନ୍ତ ଫ୍ୟୁଚର ଟୁର ପ୍ରୋଗ୍ରାମ ଘୋଷଣା କରିଛି । ଏହା ମଧ୍ୟରେ ୨୭ ଆଇସିସି ଟୁର୍ଣ୍ଣାମେଂଟ ଆୟୋଜିତ ହେବ । ଏଥିରେ ୪ଟି୨୦ ବିଶ୍ୱକପ ହେବ ଯେଉଁଥିରେ ୨୦ଟି ଦଳ ଅଂଶଗ୍ରହଣ କରିବେ । ୨ଟି…

କରୋନା ଯୁଦ୍ଧରେ ହାରିଗଲେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ

ଭୁବନେଶ୍ୱର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବିଜୟଶ୍ରୀ ରାଉତରାୟ । କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ ରାଉତରାୟଙ୍କର କିଛି ସମୟ ତଳେ ଦେହାନ୍ତ ହୋଇଛି । ମେ ମାସ ପ୍ରଥମ ସପ୍ତାହରେ ସେ ପଜିଟିଭ୍ ଥିବା ଜଣାପଡିଥିଲା । ମୃତ୍ୟୁ…

ପୁରୀରେ ପହଂଚିଲା ରଥ ଦଉଡି

ପୁରୀ: କରୋନା ମହାମାରୀରେ କଟକଣା ଅନୁଯାୟୀ ଚଳିତବର୍ଷ ଅନୁଷ୍ଠିତ ହେବ ବିଶ୍ୱପ୍ରସିଦ୍ଧ ତଥା ଓଡିଆଙ୍କ ଗର୍ବ ଗୌରବ ପବିତ୍ର ରଥଯାତ୍ରା । ଏଥିପାଇଁ ଶ୍ରୀକ୍ଷେତ୍ରରେ ଆସି ପହଂଚିଛି ରଥ ଦଉଡି । ଯେଉଁଥିରେ ୧୪ଟି ଦଉଡି ରଥ ପାଇଁ ଆସିଥିବାବେଳେ କର୍ଡନ୍ ପାଇଁ ୬ଟି ଦଉଡି ଅଣାଯାଇଛି । ସର୍ବମୋଟ…

ତାଳଚେର କୋଲ୍ ହ୍ୟାଣ୍ଡଲିଂ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, କ୍ଷତିଗ୍ରସ୍ତ ସାଇଲୋ

ତାଳଚେର: ଭରତପୁର କୋଇଲା ଖଣିର କୋଲ ହ୍ୟାଣ୍ଡଲିଂ ପ୍ଲାଣ୍ଟ ଓ ସାଇଲୋରେ ଅଗ୍ନିକାଣ୍ଡ । ଗତକାଲି ରାତିର ଅଗ୍ନିକାଣ୍ଡ ଘଟିଥିଲାବେଳେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ସୂଚନା ମିଳିଛି । ମିଳଥିବା ରିପୋର୍ଟ ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ସାଇଲୋରେ ଲାଗିଥିବା ବେଲ୍ଟରେ ହଠାତ୍ ନିଆଁ…

ପୁଣି ନଗଡାରେ ଚାଂଚଲ୍ୟ ଖେଳାଇଲା ବାଲ୍ୟ ବିବାହ

ଯାଜପୁର: ଆଜିର ସମୟରେ ଲୋକେ ଚନ୍ଦ୍ରରେ ଜାଗା କିଣିଲେଣି । ତଥାପି ବାଲ୍ୟ ବିବାହ ଭଳି କୁପ୍ରଥାରୁ ମୁକୁଳିପାରିନି ଆମ ସମାଜ । ଏଥିପାଇଁ ସରକାର ବହୁ ପ୍ରକାର ସଚେତନ କରିଥିଲେ ବି ଲୋକେ କିନ୍ତୁ ସୁଧୁରିବାକୁ ନାଁ ଧରୁନାହାଁନ୍ତି । ଅନ୍ୟ କେଉଁଠି ନୁହେଁ ଯାଜପୁର ସୁକିନ୍ଦା ବ୍ଲକର ଅପହଂଚ ଇଲାକା…

ମଧୁବାବୁ ପେନସନ ଯୋଜନାରେ ଯୋଡ଼ି ହେଲା ନୂଆ ସେକ୍ସନ MBPY-Covid

ଭୁବନେଶ୍ୱର: କରୋନାରେ ବାପା-ମାଆଙ୍କୁ ହରାଇ ଅନାଥ ହୋଇଥିବା ପିଲାଙ୍କୁ ଓଡ଼ିଶା ସରକାର ମାସିକ ଆର୍ଥିକ ସହାୟତା ପ୍ରଦାନ କରିବେ । ସେହିପରି କୋଭିଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପତ୍ନୀଙ୍କୁ ବି ମଧୁବାବୁ ପେନସନ୍ ଯୋଜନାରେ ସାମିଲ କରାଯିବ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ପ୍ରସ୍ତୁତି ଜୋରଦାର । ରଥଖଳା ଚଳଚଞ୍ଚଳ । ଏହାରି ଭିତରେ ଆଜି ପୁରୀରେ ତିନି ରଥ ପାଇଁ ଆବଶ୍ୟକ ଦଉଡ଼ି ପହଞ୍ଚିଛି । ରାଜ୍ୟ କତା ନିଗମରୁ ୨୦ଟି ଦଉଡ଼ି ଆସିଛି । ୩ ଟି ରଥର ୧୪ଟି ଦଉଡି ଓ ୬ଟି କର୍ଡନ ଦଉଡି ପୁରୀରେ ପହଞ୍ଚିଛି । ସେପଟେ…

ଭୁବନେଶ୍ୱରରେ ମହିଳାଙ୍କ ତଣ୍ଟି କାଟି ଲୁଟ୍ ଉଦ୍ୟମ କରିଥିବା ଦୁର୍ବୃତ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ମହିଳାଙ୍କ ତଣ୍ଟିକୁ କାଟି ଲୁଟ୍ ଉଦ୍ୟମ କରିଥିବା ଦୁର୍ବୃତ୍ତ ଗିରଫ । ଆକ୍ରମଣକାରୀକୁ ଗିରଫ କରିଛି ସ୍ପେଶାଲ୍ ସ୍କାଡ୍ । କାହିଁକି ସେ ମହିଳାଙ୍କୁ ଆକ୍ରମଣ କରିଥିଲା ସେନେଇ ତାକୁ ପଚଚରାଉଚରା କରାଯାଉଛି । ସିସିଟିଭି ଫୁଟେଜ୍ ଆଧାରରେ ତଦନ୍ତ କରି ଅଭିଯୁକ୍ତକୁ ଗିରଫ…

ଓଡ଼ିଶାରେ ବାତିଲ ହୋଇପାରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ? କେମିତି ହେବ ମୂଲ୍ୟାୟନ

ଭୁବନେଶ୍ୱର: ସିବିଏସଇ ଓ ଆଇଏସସି ବୋର୍ଡ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ ହୋଇଛି । ଓଡ଼ିଶାରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହେବ କି ନାହିଁ ? ବାତିଲ କରିବେ କି ସରକାର ? ଦ୍ୱନ୍ଦ୍ୱରେ ଅଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ । ଏନେଇ ଆଜି ନିଷ୍ପତ୍ତି ଶୁଣାଇ ପାରନ୍ତି ସରକାର । ଏନେଇ…