Latest Odisha News

BREAKING NEWS

Browsing Category

ଫିଚର

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ଦେଲେ ହାଇକୋର୍ଟ

କଟକ: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ । ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ତିନିଟି ସର୍ତ୍ତ ରଖିଛନ୍ତି । ୫ ଲକ୍ଷ ଟଙ୍କାର ଜମା ଓ ୨ ଲକ୍ଷ ଲେଖାଏଁ ୨ ଜଣ…

ଜେଲ୍ ବିଭାଗରେ ଅଦଳବଦଳ

ଭୁବନେଶ୍ବର : ଜେଲ୍ ବିଭାଗରେ ଅଦଳବଦଳ । ଆଜି ୫ ଜଣଙ୍କୁ ସବ୍ ଆସିଷ୍ଟାଣ୍ଟ ଜେଲର ଭାବେ ନିଯୁକ୍ତ କରାଯାଇଛି । ସୁଦାମ ଚରଣ ନନ୍ଦ ହୋଇଛନ୍ତି ଭୁବନେଶ୍ବର ସ୍ବତନ୍ତ୍ର କାରାଗାରର ସବ ଆସିଷ୍ଟାଣ୍ଟ ଜେଲର । ପୁରୀ କାରାଗାରର ସବ୍ ଆସିଷ୍ଟାଣ୍ଟ ଜେଲର ଭାବେ ନିଯୁକ୍ତ ହୋଇଛନ୍ତି ହୀନା ଗୌଡ଼ ।…

ଅସହ୍ୟ ଗରମ ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ବର : ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛି ସାରା ରାଜ୍ୟ । ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଳାଣି ଜନଜୀବନ । ଏହାରି ଭିତରେ ଆଜି ରାଜ୍ୟର ୭ ସହରରେ ୪୦ ଡିଗଗ୍ରୀ ଟପିଛି ପାରଦଦ । ତେବେ ଟିଟିଲାଗଡ଼ରେ ପାରଦ ଆଜି ବି ଉଚ୍ଚରେ ରହିଛି । ଏଠାରେ ପାରଦ ଛୁଇଁଛି…

ସୁସ୍ଥ ହୋଇ ଫେରିଲେ ଆଉ ୧୦ ହଜାର ୪୦୫ କୋଭିଡ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣରେ ଲାଗୁନି ବ୍ରେକ୍ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାର ୪୦୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଥିବା…

ଚାନ୍ଦପୁର ପୋଲିସ୍ ହାତରେ ବ୍ରାଉନସୁଗାର ବେପାରୀ

ଟାଙ୍ଗି : ଟାଙ୍ଗି ଚାନ୍ଦପୁର ପୋଲିସ୍ ହାତରେ ପଡିଛନ୍ତି ବ୍ରାଉନ ସୁଗାର ବେପାରୀ । ବ୍ରାଉନସୁଗାର କାରବାର ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ଏଥିସହ ୭ ଗ୍ରାମ୍ ବ୍ରାଉନ ସୁଗାର ଜବତ ହୋଇଛି । ଚାନ୍ଦପୁରରେ ବିକ୍ରି କରିବା ପାଇଁ ବ୍ରାଉନ ସୁଗାର ଆଣିଥିବା…

ଯାଜପୁର ବ୍ରଜନଗରରେ ଭୁଶୁଡିଲା ନିର୍ମାଣାଧୀନ ବ୍ରିଜ୍

ଯାଜପୁର : ଯାଜପୁର ଜିଲ୍ଲା ପାଣିକୋଇଲିରେ ଭୁଶୁଡିଲା ନିର୍ମାଣାଧୀନ ବ୍ରିଜ୍ । ୧୬ ନମ୍ବର ଜାତୀୟ ରାଜପଥର ବ୍ରଜନଗର ନିକଟରେ କାମ ଚାଲିଥିବା ବେଳେ ଭୁଶୁଡି ପଡ଼ିଛି ନର୍ମାଣାଧୀନବ୍ରିଜ୍ । ତେବେ ବ୍ରିଜ୍ ଭୁଶୁଡିବା ସମୟରେ କାମ ବନ୍ଦ ଥିବାରୁ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।…

କୋଭିଡ୍ ସମୟରେ ରୋଗୀଙ୍କୁ ଟେଲି ପରାମର୍ଶ ଯୋଗାଉଛି ସୁନ୍ଦରଗଡ଼ ଜିଲ୍ଲା ଓ ରାଉରକେଲା ହେଲ୍ପଲାଇନ୍

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ପରିଚାଳନା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ଜିଲ୍ଲା ହେଲ୍ପଲାଇନ୍ ଓ ରାଉରକେଲା କୋଭିଡ୍ ହେଲ୍ପଲାଇନ୍ । ଏହା ଜରିଆରେ ବିଭିନ୍ନ ବିଷୟରେ ଲୋକଙ୍କୁ ସୂଚନା ଓ ପରାମର୍ଶ ଦିଆଯାଉଛି। ବିଶେଷକରି ହୋମ୍ ଆଇସୋଲେସନରେ ଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ…

ଆର୍ଟ ଅଫ୍‍ ଗିଭିଂକୁ ଆନ୍ତର୍ଜାତିକ ପୁରସ୍କାର

ଭୁବନେଶ୍ବର : ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନେତୃତ୍ୱରେ ଜାରି ରହିଥିବା କିଟ୍‍ ଓ କିସ୍‍ ପ୍ରାୟୋଜିତ ‘ଆର୍ଟ ଅଫ୍‍ ଗିଭିଂ’ କାର୍ଯ୍ୟକ୍ରମକୁ ମିଳିଛି ଆନ୍ତର୍ଜାତିକ ସ୍ୱୀକୃତି । ମାନବିକତା ଓ ସମାଜ କଲ୍ୟାଣମୂଳକ କାର୍ଯ୍ୟ କରୁଥିବା ବିଶ୍ବର…

ସୀମା ଲଂଘିଲା ଆନ୍ଧ୍ର, କୋଟିଆରେ କଲା ଟିକାକରଣ

କୋରାପୁଟ: ଓଡିଶା ଆନ୍ଧ୍ର ସୀମାନ୍ତ କୋଟିଆରେ ଆନ୍ଧ୍ରର ଅନୁପ୍ରବେଶକୁ ରାଜ୍ୟ ସରକାର କାହିଁ କେବେଠୁ ବିରୋଧ କରିଆସୁଛନ୍ତି । ତଥାପି ସାବାଡ ହେଉନି ଆନ୍ଧ୍ର ସରକାର । ଆଉ ଏବେ କରୋନା ବାହାନାରେ ଆନ୍ଧ୍ରପ୍ରଦେଶ ପୁଣିଥରେ କୋଟିଆରେ ଅନୁପ୍ରବେଶ କରିଛି । ବିବାଦୀୟ ପଂଚାୟତ କୋଟିଆର ୨୧ ଖଣ୍ଡ…

ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି ପରଖିଲେ ମୁଖ୍ୟ ସଚିବ ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର: ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି କେମିତି ରହିଛି ? କିଭଳି ମୁକାବିଲା କରୁଛି ଜିଲ୍ଲା ପ୍ରଶାସନ । ଆଜି ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ମୁଖ୍ୟମନ୍ତ୍ରୀଙ୍କ…