Latest Odisha News

BREAKING NEWS

Browsing Category

ଫିଚର

ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି ପରଖିଲେ ମୁଖ୍ୟ ସଚିବ ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର: ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି କେମିତି ରହିଛି ? କିଭଳି ମୁକାବିଲା କରୁଛି ଜିଲ୍ଲା ପ୍ରଶାସନ । ଆଜି ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ମୁଖ୍ୟମନ୍ତ୍ରୀଙ୍କ…

ମେ’ରେ ମହାମାରୀ ଦେଖାଇଛି ମହାରୂପ: ୮୮ ଲକ୍ଷ ପଜିଟିଭ୍, ୧ ଲକ୍ଷ ୧୭ହଜାର ମୃତ

ନୂଆଦିଲ୍ଲୀ: ମେ ମାସରେ ଦେଶରେ କରୋନା ସଂକ୍ରମଣ ପିକ୍ ଛୁଇଁଥିଲା । ମହାରୂପ ଦେଖାଇଥିଲା ମହାମାରୀ । ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି । ଲକ୍ଷେରୁ ଅଧିକ ଜୀବନ ବି ନେଇଚି କରୋନା । ମେ ମାସରେ ଦୈନିକ ସଂକ୍ରମଣ ରେକର୍ଡ ୪ ଲକ୍ଷ ପାର କରିଥିଲା । ମୃତ୍ୟୁସଂଖ୍ୟା ବି ପାଖାପାଖି ୫ହଜାର ହୋଇଛି…

ଜାଣନ୍ତୁ, ମେ’ ମାସରେ ପେଟ୍ରୋଲ ଓ ଡିଜେଲ ଦାମ ବଢ଼ିଛି କେତେ ?

ନୂଆଦିଲ୍ଲୀ: ମେ ମାସରେ କରୋନା ସଂକ୍ରମଣ ଉପରମୁହାଁ ହୋଇଥିଲା । ତାସହ ପେଟ୍ରୋଲ ଓ ଡିଜେଲ୍ ଦାମ୍ ବି ବଢ଼ିଛି । ମେ ମାସରେ ମହଙ୍ଗା ହୋଇଛି ତୈଳ ଦର । ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ଗ୍ରାହକଙ୍କ ପକେଟରେ ମହଙ୍ଗା ମାଡ଼ କରିଛି । ଗୋଟିଏ ମାସରେ ପେଟ୍ରୋଲ ଲିଟର ପ୍ରତି ଦର ୩ଟଙ୍କା ୮୩ ପଇସା ଓ…

ସୁରକ୍ଷାକର୍ମୀଙ୍କ ଗୁଳି ଟଳିଲା ହାର୍ଡକୋର ମହିଳା ମାଓବାଦୀ

ମାଲକାନଗିରି: ଛତିଶଗଡ଼ର ଦାନ୍ତେୱାଡା ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳିବିନିମୟ । ସୁରକ୍ଷାକର୍ମୀ ଗୁଳିରେ ଟଳିଲା ଜଣେ ହାର୍ଡଖୋର ମହିଳା ମାଓନେତ୍ରୀ । ତାଙ୍କ ନାମ ୱାଇ.କେ. ପୋକ୍କ । ସେ ପିଏଲଜିଏ ପ୍ଲାଟୁନ ନମ୍ବର ୧୬ର ସଦସ୍ୟ ଥିଲେ । ମୃତ ମହିଳା ମାଓବାଦୀଙ୍କ ନାଁରେ ଥିଲା ୨ ଲକ୍ଷ ଟଙ୍କାର…

ସୁପ୍ରିମକୋର୍ଟରେ CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାମଲା: ଆସନ୍ତା ୩ ତାରିଖକୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ: ଚଳିତବର୍ଷ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହେବ କି ନାହିଁ ? ଯଦି ହେବ କେବେ ସୁଦ୍ଧା କରାଯିବ ? ଦ୍ୱନ୍ଦ୍ୱରେ ଛାତ୍ରଛାତ୍ରୀ ଓ ଅଭିଭାବକ । ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି । ଆଜି ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ସମ୍ପର୍କିତ ମାମଲାର ଶୁଣାଣି କରିଛନ୍ତି ସର୍ବୋଚ୍ଚ…

ଲକଡାଉନରେ ମାତିଲେ ଲୁଟେରା, ପରିବା ଆଣିବାକୁ ଯାଉଥିବା ମହିଳାଙ୍କ ବେକକୁ କାଟିଲା ଦୁର୍ବୃତ୍ତ

ଭୁବନେଶ୍ୱର: ଲକଡାଉନ ବେଳେ ରାଜଧାନୀରେ ମାତିଲେ ଲୁଟେରା । ପରିବା ଆଣିବାକୁ ଯାଉଥିବା ବେଳେ ଭୁବନେଶ୍ୱରରେ ଜଣେ ମହିଳାଙ୍କୁ ଆକ୍ରମଣ କରି ଲୁଟ୍ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ । ମହିଳାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ଦେଇଛନ୍ତି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି…

ନାଗ ଅଶ୍ୱୀନଙ୍କ ମେଗା ବଜେଟ ଫିଲ୍ମରେ ପ୍ରଭାସ, ଦୀପିକା

ମୁମ୍ବାଇ: ବହୁବଳୀ ଫେମ୍ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ନେଇ ଚର୍ଚ୍ଚା ଜୋର ଧରିଛି । ମହନଟୀ ଫିଲ୍ମର ନିର୍ଦ୍ଦେଶକ ନାଗ ଅଶ୍ୱୀନ ତାଙ୍କର ଅଗାମୀ ଫିଲ୍ମରେ ପ୍ରଭାସଙ୍କୁ ନେଇଛନ୍ତି । ପ୍ରଭାସଙ୍କ ସହ ଦୀପିକା ପାଦୁକୋନ ଏବଂ ଅମିତାଭ ବଚ୍ଚନ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅବତୀର୍ଣ୍ଣ…

ଆର ପାରିରେ ଟାରଜନ ଅଭିନେତା ଜୋ ଲାରା

ୱାଶିଂଟନ:ଆମେରିକାର ଏକ ବିମାନ ଦୁର୍ଘଟଣାରେ ଟାରଜନ ଭାବେ ଖ୍ୟାତି ଅର୍ଜନ କରିଥିବା ଅଭିନେତା ଜୋ ଲାରାଙ୍କ ମୃତ୍ୟୁ ଘଟିଛି । ବିମାନଟି ସ୍ମିରନା ରାଉଟରଫୋର୍ଡ କାଂଉଟି ବିମାନବନ୍ଦରରୁ ପାଲାମ ଯାଉଥିଲା । ଟେନିସ ହ୍ରଦରେ ଏହି ବିମାନଟି ଖସି ପଡିଥିଲା । ୫୮ ବର୍ଷୀୟ ଏହି ଅଭିନେତାଙ୍କ ସମେତ…

ଏସିଆନ୍ ବକ୍ସିଂ ଚାମ୍ପିୟନଶିପ: ପୂଜା ରାନୀଙ୍କୁ ସ୍ୱର୍ଣ୍ଣ, ରୌପ୍ୟରେ ମେରୀ କମ୍ ସନ୍ତୁଷ୍ଟ

ଦୁବାଇ: ଏସିଆନ୍ ବକ୍ସିଂ ଚାମ୍ପିୟନଶିପରେ ଭାରତର ପୂଜା ରାନୀ ୭୫ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଅପରପକ୍ଷରେ ୬ ଥର ବିଶ୍ୱ ଚାମ୍ପିୟନ ମେରୀ କମ୍ ସମେତ ୩ଜଣ ବକ୍ସର ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ବାଧ୍ୟ ହୋଇଛନ୍ତି । ଭାରତୀୟ ମହିଳା ଟିମ୍ ଏହି ଟୁର୍ଣ୍ଣାମେଂଟରେ ୧୦ ପଦକ(…

ପଶ୍ଚିମବଙ୍ଗର ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟାୟ ଆଜି ଦିଲ୍ଲୀ ଯିବେନି !

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରଣାଳୟ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟଙ୍କୁ ଆଜି ଦିଲ୍ଲୀ ଆସିବାକୁ କୁହାଯାଇଥିଲା । ମାତ୍ର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୈଠକରେ ବାତ୍ୟା ୟାସ ଓ କରୋନା ସମ୍ପର୍କରେ ଆଲୋଚନା ହେବାକୁ ଥିବାରୁ ଯାଇପାରିବେନି ବୋଲି ଜଣାପଡିଛି ।…