Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ପୁଣି ୧୦ ହଜାର ମୁହାଁ କରୋନା ସଂକ୍ରମଣ, ଆଜି ୯୫୪୧ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୦ ହଜାର ମୁହାଁ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୯ହଜାର ୫୪୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୫ହଜାର ୩୪୩ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୧୯୮ । ବିଭିନ୍ନ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି ।…

କରୋନାରେ ଆଖି ବୁଜିଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀ

ଭୁବନେଶ୍ୱର: ଦିଂବଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି । ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି । ଏନେଇ ତାଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି । ନିକଟରେ କରୋନା ସଂକ୍ରମିତ ହୋଇଥିଲେ ପ୍ରଣୟ ମହାରଥୀ ।…

ଉପହାସ ନୁହେଁ, କରୋନାରୁ ବର୍ତ୍ତିବା ପାଇଁ ଅଭିନବ ଉପାୟ

ଭୁବନେଶ୍ୱର: କରୋନା ମହାମାରୀର ଦ୍ୱିତୀୟ ଲହର ସହ ଲଢୁଛି ଭାରତ । ଅନେକ ଲୋକ ସଂକ୍ରମଣରୁ ବର୍ତ୍ତିବା ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି । ହେଲେ ନିକଟରେ ଏକ ଦେଶୀ ଯୁଗାଡ ସୋସିଆଲ୍ ମିଡିଆରେ ଖୁବ ଚର୍ଚ୍ଚା ସାଉଣ୍ଟିଛି । #ଦେଶୀଯୁଗାଡ କରୋନାରୁ ବର୍ତ୍ତିବା ପାଇଁ ଅଭିନବ ଉପାୟ…

କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା

ନୂଆଦିଲ୍ଲୀ : କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । କରୋନାରେ ଉଭୟ ବାପା-ମା’ଙ୍କୁ ହରାଇଥିବା କିମ୍ବା ଅଭିଭାବକଙ୍କୁ ହରାଇଥିବା ପିଲାଙ୍କୁ ୧୦ ଲକ୍ଷ ଟଙ୍କା ମିଳିବ । ଏଥିସହ ମାଗଣା ସ୍ବାସ୍ଥ୍ୟ ବୀମା ଓ ଶିକ୍ଷା ସୁବିଧା ଘୋଷଣା କରିଛନ୍ତି କେନ୍ଦ୍ର…

ଡାକ୍ତର ଦମ୍ପତ୍ତିଙ୍କୁ ବିଚ୍ ରାସ୍ତାରେ ନିର୍ମମ ହତ୍ୟା, ଦେଖନ୍ତୁ ଭିଡ଼ିଓ

ରାଜସ୍ଥାନ: କରୋନା ମହାମାରୀ ସମୟରେ ଭରତପୁର ଜିଲ୍ଲାରେ ଡାକ୍ତର ଦମ୍ପତ୍ତିଙ୍କ ମୃତ୍ୟୁ । କରୋନା ସଂକ୍ରମଣ ନୁହେଁ ବରଂ ବିଚ୍ ରାସ୍ତାରେ ଦୁଇ ଅଜଣା ଆତତାୟୀ ସାଜିଥିଲେ ତାଙ୍କ ହତ୍ୟାକାରୀ । ଏହି ଘଟଣାର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଅନ୍ୟପଟେ ହତ୍ୟା ଅଭିଯୁକ୍ତଙ୍କୁ ଗିରଫ କରିବାରେ…

ମହାମାରୀ ଓ ବିପର୍ଯ୍ୟୟ ମୁକାବିଲା ନେଇ ସଙ୍କଳ୍ପ ପାରିତ

ଭୁବନେଶ୍ବର : ମହାମାରୀ ଓ ବିପର୍ଯ୍ୟୟ ମୁକାବିଲା ନେଇ ସଙ୍କଳ୍ପ ପାରିତ ହୋଇଛି । ଆଜି ବସିଥିବା ମନ୍ତ୍ରୀ ପରିଷଦ ବୈଠକରେ ଏହି ସଙ୍କଳ୍ପ ପାରିତ ହୋଇଛି । ଏହାସହ ଆହୁରି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ସଙ୍କଳ୍ପ ପାରିତ ହୋଇଛି । ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର ଦକ୍ଷତା ସଂପର୍କରେ ସାରା…

ମନ୍ତ୍ରୀ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ, ସାରା ବିଶ୍ବରେ ବିପର୍ଯ୍ୟୟ ପରିଚାଳନାରେ ମଡେଲ ସାଜିଛି ଓଡ଼ିଶା

ଭୁବନେଶ୍ବର : ଶେଷ ହୋଇଛି ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଉପରେ ହୋଇଛି ଆଲୋଚନା । ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନ ମୂଳକ ଥିଲା ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ…

ଆମେରିକାରେ ଗନ କଲଚର, ଜନସଂଖ୍ୟାଠାରୁ ଲୋକଙ୍କ ପାଖରେ ଅଛି ଅଧିକ ଅସ୍ତ୍ର

ଟେକ୍ସାସ: ଆମେରିକାରେ ଗନ କଲଚର ବୃଦ୍ଧି ପାଇବା ବୁଦ୍ଧିଜୀବୀଙ୍କୁ ଚିନ୍ତାରେ ପକାଇଛି । ଏହା ଦ୍ୱାରା ଅପରାଧ ହାର ମଧ୍ୟ ବୃଦ୍ଧି ପାଉଛି । ଏକ ରିପୋର୍ଟ ମୁତାବକ ଆମେରିକାର ୩୩ କୋଟି ଜନସାଧାରଣଙ୍କ ନିକଟରେ ୩୯ କୋଟିରୁ ଊର୍ଦ୍ଧ୍ୱ ଅସ୍ତ୍ରଶସ୍ତ୍ର ରହିଛି । ଆମେରିକାର ଗନ କଲଚର ଯୋଗୁ ବ୍ରିଟେନ…

ରିଜର୍ଭ ବ୍ୟାଙ୍କ ଜାରୀ କରିବ ୧୦୦ ଟଙ୍କାର ନୂଆ ରୂପ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ଖୁବ୍ ଶୀଘ୍ର ୧୦୦ ଟଙ୍କାର ନୂଆ ରୂପ ଜାରୀ କରିବାକୁ ଯାଉଛି । ପ୍ରଥମେ ଏହାକୁ ପରୀକ୍ଷଣ ଭାବେ ବଜାରକୁ ଛଡାଯିବ । ଯଦି ଏହା ଆଦୃତ ହୁଏ ତାହେଲେ ଅଧିକ ମାତ୍ରାରେ ଛଡାଯିବ । ବାର୍ଣ୍ଣିସ କୋଟେଡ ଏହି ନୋଟ ଅଧିକ ଦିନ ସ୍ଥାୟୀ ରହିବ । ଏହା ପାଣିରେ ସହଜରେ ଓଦା…

ଭବାନୀପାଟଣାରେ ପାରଦ ଛୁଇଁଲା ୪୩ ଡିଗ୍ରୀ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ ପାରଦ । କିଛି ଦିନର ଆଶ୍ବସ୍ତି ପରେ ଏବେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ଗରମ ଓ ଗୁଳୁଗୁଳି । ଏହାରି ଭିତରେ ଆଜି ରାଜ୍ୟର ୪ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ତେବେ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏଠାରେ ପାରଦ ଛୁଇଁଛି ୪୩ ଡିଗ୍ରୀ…