Latest Odisha News

BREAKING NEWS

Browsing Category

ଫିଚର

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ TDCCର ଜିଲ୍ଲା ପରିଚାଳକ, କାରରୁ ୧୯ ଲକ୍ଷ ଟଙ୍କା ଜବତ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଆଦିବାସୀ ଉନ୍ନୟନ ସମବାୟ ସଂସ୍ଥା ବା TDCCର ଜିଲ୍ଲା ପରିଚାଳକ । ଝାରସୁଗୁଡ଼ା ଅଭିମୁଖେ ଯାଉଥିବା ବେଳେ ଇସ୍ମା ଥାନା ଅନ୍ତର୍ଗତ ମଶନିକାନି ଟୋଲ୍‌ଗେଟ୍‌ରେ ଜୟପ୍ରକାଶ ମହାନ୍ତିଙ୍କୁ ଧରିଲା ଭିଜିଲାନ୍ସ ବିଭାଗ । ଚଢ଼ାଉ ବେଳେ ଜୟପ୍ରକାଶଙ୍କ କାରରୁ…

କରୋନା ସେକେଣ୍ଡ ଓ୍ୱେଭରେ ଓଡ଼ିଶାରୁ ୨୨ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭରେ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ରେକର୍ଡ ସ୍ତର ଛୁଇଁଛି । ଏହି ସମୟରେ ଅଧିକ ଡାକ୍ତର ବି ପ୍ରାଣ ହରାଇଛନ୍ତି । ଦେଶରେ ମୋଟ୍ ୫୯୪ ଡାକ୍ତରଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ମୃତକଙ୍କ ଭିତରେ ଓଡ଼ିଶାରୁ ୨୨ ଜଣ ଡାକ୍ତର ଅଛନ୍ତି । ଇଣ୍ଡିଆନ୍ ମେଡିକାଲ୍…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ: ଆଜି ରାଜ୍ୟରୁ ରେକର୍ଡ ୪୦ ମୃତ

ଭୁବନେଶ୍ୱର: ରାଜ୍ୟରେ ବୋଲ ମାନୁନି କରୋନା ମୃତ୍ୟୁସଂଖ୍ୟା । ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ କରୋନା ନେଇଛି ଆଉ ୪୦ ଜୀବନ । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ୧୪ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୪ଟି ଜିଲ୍ଲା ଅନୁଗୋଳ, କଟକ,…

ଆଜି ଓଡ଼ିଶାରୁ ୮୩୯୯ କରୋନା ପଜିଟିଭ୍, ଖୋର୍ଦ୍ଧାରେ ହଜାରେ ତଳକୁ ଖସୁନି

ଭୁବନେଶ୍ୱର: ଓଡ଼ିଶାରେ ସ୍ଥିର ରହିଛି କରୋନା ସଂକ୍ରମଣ । ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୯ହଜାର ଭିତରେ ରହୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮ହଜାର ୩୯୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୭୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୬୫୮ ।…

ସ୍ତ୍ରୀର ମୃତଦେହ ଧରି ଫେରିବା ବାଟରେ ଆମ୍ବୁଲାନ୍ସ ଦୁର୍ଘଟଣାରେ ସ୍ୱାମୀ ମୃତ

ବଲାଙ୍ଗିର: ସ୍ତ୍ରୀର ମୃତଦେହକୁ ଧରି ଆମ୍ବୁଲାନ୍ସରେ ଫେରିବା ବାଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା ଆମ୍ୱୁଲାନ୍ସ । ଏଥିରେ ସ୍ତ୍ରୀର ମୃତଦେହ ଧରି ଗାଁକୁ ଫେରୁଥିବା ସ୍ୱାମୀର ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଝୁଲେନବର ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି…

ସୁନ୍ଦରଗଡ଼ରେ କଏଦୀ ଓ ମାନସିକ ଭିନ୍ନକ୍ଷମଙ୍କୁ ଦିଆଗଲା ଟିକା

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ଥିବା ବିଭିନ୍ନ ବର୍ଗର ବ୍ୟକ୍ତିଙ୍କୁ କୋଭିଡ୍ ଟିକା ଦେବା ଲାଗି ପଦକ୍ଷେପ ନେଇଛି ପ୍ରଶାସନ । ଆଜି ସ୍ବତନ୍ତ୍ର କ୍ୟାମ୍ପ କରାଯାଇ ସୁନ୍ଦରଗଡ଼ ଜିଲ୍ଲା କାରାଗାରରେ ଥିବା ୪୫ ବର୍ଷରୁ ଅଧିକ ବର୍ଗର କଏଦୀ ଓ ଆସ୍ଥା ଗୃହରେ ଥିବା ମାନସିକ ଭିନ୍ନକ୍ଷମଙ୍କୁ ଟିକା…

କଟକ ଏସସିବି ବଡ଼ ମେଡିକାଲରେ ବ୍ଲାକ ଫଙ୍ଗସ ରୋଗୀ

କଟକ : କଟକ ଏସସିବି ବଡ଼ ମେଡିକାଲରେ ଚିହ୍ନଟ ହୋଇଛନ୍ତି ସନ୍ଧିଗ୍ଧ ବ୍ଲାକ ଫଙ୍ଗସ ରୋଗୀ । ମହିଳା ରୋଗୀ ଜଣଙ୍କ ଆଖି ତଳ କଳା ପଡିଛି । ଏହା ପୂର୍ବରୁ ମହିଳା ରୋଗୀ ଜଣକ କରୋନାରେ ପୀଡ଼ିତ ଥିଲେ । ଏବଂ ସୁସ୍ଥ ହୋଇ ଘରକୁ ଫେରିଥିଲେ । କିନ୍ତୁ ଏବେ ସେ ବ୍ଲାକ୍ ଫଙ୍ଗରେ ସଂକ୍ରମିତ ଥିବା…

ବାତିଲ ହେଲା ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା

ନୂଆଦିଲ୍ଲୀ : ବାତିଲ ହେଲା ସିବିଏସଇର ଦ୍ବାଦଶ ଶ୍ରେଣୀ ପରୀକ୍ଷା । ଏବର୍ଷ ହେବନି ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା । ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମୀକ୍ଷା…

ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡର ସିଏମଡି ଭାବେ ଦାୟିତ୍ବ ନେଲେ କିଶୋର ଚନ୍ଦ୍ର ଦାସ

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡର ମୁଖ୍ୟ ପରିଚାଳନା ନିର୍ଦ୍ଦୋକ ଭାବେ ଦାୟିତ୍ବ ନେଲେ କିଶୋର ଚନ୍ଦ୍ର ଦାସ । ଏହା ପୂର୍ବରୁ ସେ ଆରଆଇଏନଏଲର କାର୍ମିକ ନିର୍ଦ୍ଦେଶକ ପଦବୀରେ କାର୍ଯ୍ୟ କରି ଆସୁଛନ୍ତି । ସେ ଏହି ପଦବୀରେ ଜାନୁଆରୀ ପହିଲାରେ ଯୋଗ ଦେଇଥିଲେ । ଏହାବ୍ୟତିତ…

ସଚିନ, କୁମ୍ବଲେଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ଆଣ୍ଡରସନ

ନୂଆଦିଲ୍ଲୀ: ଇଂଲଣ୍ଡର ପେସ ବୋଲର ଜେମ୍ସ ଆଣ୍ଡରସନ ଭାରତର ଦୁଇ ମହାନ ଖେଳାଳି ସଚିନ ତେନ୍ଦୁଲକର ଓ ଅନୀଲ କୁମ୍ବଲେଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ରହିଛନ୍ତି । ନ୍ୟୁଜିଲାଣ୍ଡ(୨) ଓ ଭାରତ(୫) ବିପକ୍ଷରେ ଇଂଲଣ୍ଡ ମୋଟ ୭ ଟେଷ୍ଟ ଖେଳିବାକୁ ଯାଉଛି । ଆଣ୍ଡରସନ ଯଦି ୬ଟି ଟେଷ୍ଟରେ ଖେଳିବାକୁ…