Latest Odisha News

BREAKING NEWS

Browsing Category

ଫିଚର

ନଦୀରେ ବୁଡ଼ିଲା ଡଙ୍ଗା: ୭ ଜଣ ନିଖୋଜ, ଜଣେ ମୃତ

ମାଲକାନଗିରି: ଆନ୍ଧ୍ରପ୍ରଦେଶ ସୀମାନ୍ତରେ ଥିବା ସିଲେରୁ ନଦୀରେ ବୁଡ଼ିଲା ଡଙ୍କା । ସାତ ଜଣ ଯାତ୍ରୀ ନିଖୋଜ ଅଛନ୍ତି । ତିନି ଜଣଙ୍କୁ ଉଦ୍ଧାର କରାଯାଇଛି । ତାସହ ଜଣଙ୍କର ଉଦ୍ଧାର ହୋଇଛି ମୃତଦେହ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଳକ୍ ଅନ୍ତର୍ଗତ କନ୍ଧଗୁଡ଼ା ଘାଟରେ ଡଙ୍ଗା ବୁଡ଼ି ଯାଇଛି…

ଓଡ଼ିଶା ଉପକୂଳରେ ୧୮୫ କି.ମି ବେଗରେ ବହିବ ପବନ, ଘୁ ଘୁ ଗର୍ଜନ କରି ମାଡ଼ି ଆସିବ ସମୁଦ୍ର

ଭୁବନେଶ୍ୱର: ବାତ୍ୟା ୟସ୍ ଓଡ଼ିଶା ଉପକୂଳ ଅତିକ୍ରମ କରିବା ବେଳେ କରାଳ ରୂପ ଦେଖାଇବ । ପ୍ରବଳ ବେଗରେ ବହିବ ପବନ । ଆଇଏମଡି ଆକଳନ କରିଛି ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ବା ଅତି ତୀବ୍ର ବାତ୍ୟା ହୋଇ ହିଟ୍ କରିବ ୟସ୍ । ଏତିକିବେଳେ ଘଣ୍ଟାପ୍ରତି ୧୫୫-୧୬୫ କିଲୋମିଟ ବେଗରେ ପବନ ବହିବ ।…

ଉଗ୍ର ହୋଇ ଓଡ଼ିଶା ଉପକୂଳ ମୁହାଁ ବାତ୍ୟା ୟସ୍, ବାଲେଶ୍ୱରରେ କରିପାରେ ହିଟ୍

ଭୁବନେଶ୍ୱର: ବଙ୍ଗୋପସାଗରରେ ମାଡ଼ି ଆସୁଛି ବାତ୍ୟା ୟସ୍ । ଆଜି ଅଧିକ ସିଭିୟର ହୋଇଛି । ସମୁଦ୍ର ଭିତରୁ ବଳ ଗୋଟାଇ ବଳିୟାନ ହେଉଛି ୟସ୍ । ଆଗକୁ ଆଗକୁ ବଢୁଛି । ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ସାରିଛି । ଆସନ୍ତା ୧୨ ଘଣ୍ଟା ଭିତରେ ଭେରି ସିଭିୟର ସାଅକ୍ଲୋନିକ ଷ୍ଟର୍ମ ବା ଅତି…

ବାତ୍ୟା ପାଇଁ ୬ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ବର : ଉପକୂଳ ମୁହାଁ ବାତ୍ୟା ୟଶ । ଧିରେ ଧିରେ ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ବାତ୍ୟା । ବାତ୍ୟାକୁ ଦୃଷ୍ଟିରେ ରଖି ୬ଟି ଜିଲ୍ଲାରେ କୋଭିଡ୍ ଟିକାକରଣ ଓ ଘରକୁ ଘର ସର୍ଭେ କାର୍ଯ୍ୟକ୍ରମକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ…

ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା

ଭୁବନେଶ୍ବର : ମାଡି ଆସୁଛି ବାତ୍ୟା ‘ୟଶ’ । ଅତି ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଛି ବାତ୍ୟା । ଏବେ ବାତ୍ୟା ୟଶ ପାରାଦୀପଠାରୁ ୪୫୦ କିଲୋମିଟର ଦୂରରେ ଥିବା ବେଳେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି । ସେହିପରି ଦକ୍ଷିଣ-ଦକ୍ଷିଣପୂର୍ବ ବାଲେଶ୍ବର ଠାରୁ ୫୫୦…

କୋଭିଡ ସମୟରେ ଭୁବନେଶ୍ବର ଏମସ ପକ୍ଷରୁ ଆରମ୍ଭ ହେଲା ସ୍ବତନ୍ତ୍ର ସେବା

ଭୁବନେଶ୍ବର : କରୋନା ମହାମାରୀ ସମୟରେ ଡାକ୍ତରଖାନାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସାଧାରଣ ଲୋକ । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଡାକ୍ତରଖାନାରେ ଉପଲବ୍ଧ ଥିବା ବେଡ୍ ଓ ଚିକିତ୍ସିତ ରୋଗୀଙ୍କ ସମ୍ପର୍କରେ ସୂଚନା ପାଇବାରେ ସମସ୍ୟା ଉପୁଜୁଛି । ଖାସକରି କୋଭିଡ…

ବାତ୍ୟାରେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହେଲେ ମିଳିବ ଅନୁକମ୍ପା

ଭୁବନେଶ୍ବର : ବାତ୍ୟା ୟଶକୁ ଦୃଷ୍ଟିରେ ରଖି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛି ଟିପିସିଓଡିଏଲ । ୟଶ ବାତ୍ୟା ପରେ ବିଦ୍ୟୁତ ସରବରାହ ସ୍ବାଭାବିକ କରିବାକୁ କାମ କରିବେ ବିଦ୍ୟୁତ୍ କର୍ମମଚାରୀ । ଏହି ସମୟରେ ଯଦି କୌଣସି ବିଦ୍ୟୁତ କର୍ମଚାରୀଙ୍କ ଦୁର୍ଘଟଣା ହୁଏ ବା ଆହତ ହୁଅନ୍ତି, ତେବେ ସେମାନଙ୍କୁ…

ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା

ଭୁବନେଶ୍ବର : ମାଡ଼ି ଆସୁଛି ବାତ୍ୟା ‘ୟଶ’ । ଏଥିପାଇଁ ପ୍ରଶାସନିକ ସ୍ତରରେ ଆରମ୍ଭ ହୋଇଛି ବ୍ୟାପକ ପ୍ରସ୍ତୁତି । କିପରି ବାତ୍ୟାକୁ ସଫଳତାର ସହ ମୁକାବିଲା କରାଯିବ, ତାଉପରେ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର । ଅନ୍ୟପଟେ ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ନେଇ ଅଧିକାରୀଙ୍କ ସହ ୩…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୬୧୪ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନାକୁ ନେଇ ଥମୁନି ଚର୍ଚ୍ଚା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ପ୍ରଶାସନର ଏବେ ଚିନ୍ତାରେ । ଏଭଳିସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୧ ହଜାର ୬୧୪ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୯୦୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନା ସଂକ୍ରମଣ ଯେତିକି ବଢୁଛି, ସେତିକି ବଢୁଛି ଲୋକଙ୍କ ଚିନ୍ତା । ତେବେ ସବଠୁ ଅଧିକ ଚିନ୍ତାର କାରଣ ପାଲଟିଛି ରାଜଧାନୀ ଭୁବନେଶ୍ବର । କାରଣ ରାଜଧାନୀ ଭୁବନେଶ୍ବରରେ କମୁନି ସଂକ୍ରମଣ । ଆଜି ଆଜି ଭୁନେଶ୍ବର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୯୦୫ ଜଣ ସଂକ୍ରମିତ ।…