Latest Odisha News

BREAKING NEWS

Browsing Category

ଫିଚର

ଜୁନ ୩ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ ବାୟୁ

ନୂଆଦିଲ୍ଲୀ : ଠିକ୍ ସମୟରେ ନୁହେଁ, ଏଥର ବିଳମ୍ବରେ କେରଳ ଛୁଇଁବ ମୌସୁମୀ ବାୟୁ । ଜୁନ୍ ପହିଲା ବଦଳରେ ଜୁନ ୩ ତାରିଖରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ପୂର୍ବରୁ ଠିକ ସମୟରେ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି…

ଆଇପିଏଲ-୨୦୨୧ର ବଳକା ମ୍ୟାଚରେ ଖେଳିବେ ନାହିଁ ପ୍ୟାଟ କୁମିନ୍ସ

ନୂଆଦିଲ୍ଲୀ: ଆଇପିଏଲ ୧୪ତମ ସଂସ୍କରଣର ବଳକା ମ୍ୟାଚ ୟୁଏଇରେ ଖେଳାଯିବ । ତେବେ ରବିବାର କୋଲକାତା ନାଇଟ ରାଇଡର୍ସକୁ ଏହାର ପ୍ରସ୍ତୁତି ନେଇ ଶକ୍ତ ଧକ୍କା ଲାଗିଛି । ଦଳର ଷ୍ଟାର ବୋଲର ପ୍ୟାଟ କୁମିନ୍ସ ୟୁଏଇରେ ବାକିତକ ମ୍ୟାଚ ଖେଳିବେ ନାହିଁ ବୋଲି କହିଛନ୍ତି । କୋଲକାତା କୁମିନ୍ସଙ୍କୁ ୨୦୨୦ରେ…

ସୁସ୍ଥ ହୋଇ ଘରକୁ ଫେରିଲେ ୧୧ ହଜାର ୮୮୧ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସଂକ୍ରମଣ ତୁଳନାରେ ବଢ଼ିବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏଡି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୧୧ ହଜାର ୮୮୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସାରା ରାଜ୍ୟରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…

ନିରବଚ୍ଛିନ୍ନ ଅମ୍ଳଜାନ ଯୋଗାଣରେ ଆଦାନୀ ଫାଉଣ୍ଡେସନର ପ୍ରମୁଖ ଭୂମିକା

ଧାମରା : କୋଭିଡ ଭଳି ମହାମାରୀ ବିରୋଧରେ ଲଢ଼େଇ କରୁଛି ସାରା ବିଶ୍ବ । କିପରି ଏହାକୁ ରୋକାଯିବ ସେନେଇ ଜାରି ରହିଛି ଉଦ୍ୟମ । କିନ୍ତୁ ଭାରତରେ ସ୍ଥିତି ଜଟିଳ ଥିବା ବେଳେ, ଚିକିତ୍ସାରେ ସମସ୍ୟା ସୃଷ୍ଟି କରିଛି ଅମ୍ଳଜାନ । ଏଭଳି ସ୍ଥିତିରେ ସରକାରଙ୍କୁ ସମର୍ଥନ କରିବା ପାଇଁ ଆଦାନୀ ଗ୍ରୁଫର…

ରାଉରକେଲାରେ ୧୮ରୁ ୪୪ ବର୍ଷ ବର୍ଗର ଭିନ୍ନକ୍ଷମଙ୍କୁ ଦିଆଗଲା ଟିକା

ରାଉରକେଲା : ମହାମାରୀ କରୋନାକୁ ମାତ୍ ଦେବା ପାଇଁ ରାଉରକେଲା ଚାଲିଛି ଟିକାକରଣ ଅଭିଯାନ । ସହରରେ ୧୮ରୁ ୪୪ ବର୍ଷ ବର୍ଗର ଭିନ୍ନକ୍ଷମ ହିତାଧିକାରୀମାନଙ୍କୁ କୋଭିଡ୍ ଟିକା ଦିଆଯାଇଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ୬ଟି କେନ୍ଦ୍ରରେ ସ୍ବତନ୍ତ୍ର କ୍ୟାମ୍ପ କରାଯାଇଥିଲା। । ଆଜି ୧୪୯ ଜଣ…

କଣ ପାଇଁ ସଚିନ କହିଲେ ଏହି ୨ଜଣ ଖେଳାଳିଙ୍କ ସହ ନ ଖେଳିବା ଯୋଗୁ ମୋ ଆନ୍ତର୍ଜାତୀୟ କ୍ରିକେଟ ଅସମ୍ପୂର୍ଣ୍ଣ

ମୁମ୍ବାଇ: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ତେବେ ତାଙ୍କ ଆନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ୨ଟି ଖେଳାଳିଙ୍କ ସହ ଖେଳିବା ସୁଯୋଗ ନ ପାଇବା ଏହାକୁ ଅସମ୍ପୂର୍ଣ୍ଣ କରିଛି ବୋଲି ସେ କହିଛନ୍ତି । ସଚିନ କହିଛନ୍ତି ମୁଁ ଖେଳ ଆରମ୍ଭ…

ତାତିରେ ଶିଝିଲା ଟିଟିଲାଗଡ଼, ୪୦ ଡିଗ୍ରୀ ଉପରେ ୬ ସହର

ଭୁବନେଶ୍ବର : ରାଜ୍ୟକୁ ଫେରିଛି ତାତି । ଗରମ ସାଙ୍ଗକୁ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଲେଣି ରାଜ୍ୟବାସୀ । ଏହାରି ଭିତରେ ଆଜି ରାଜ୍ୟର ୬ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ତେବେ ଟିଟିଲାଗଡ଼ରେ ପାରଦ ଉଚ୍ଚରେ ରହିଛି । ଏଠାରେ ପାରଦ ଛୁଇଁଛି ୪୨ ଡିଗ୍ରୀ । ଏନେଇ ସୂଚନା ଦେଇଛି…

ଜୁନ ୧୭ ଯାଏଁ ରାଜ୍ୟରେ ବଢିଲା ଲକ୍ ଡାଉନ

ଭୁବନେଶ୍ୱର: ପୁଣି ଲକଡାଉନ୍ ବଢାଇଲେ ରାଜ୍ୟ ସରକାର । ଆସନ୍ତା ଜୁନ୍ ୧୭ ଯାଏଁ ଲକ୍‌ଡାଉନ ବଢିଥିବା ନେଇ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ପୂର୍ବଭଳି ସପ୍ତାହନ୍ତ ସଟଡାଉନ୍ ଜାରି ରହିବ । ବାହାଘର ସମୟରେ ପୂର୍ବ ଭଳି ୨୫ ଜଣଙ୍କୁ ହିଁ ଅନୁମତି ଦିଆଯିବ । ଶୁଦ୍ଧି…

ମହାରାଷ୍ଟ୍ର ସଚିବାଳୟରେ ବୋମା ଥିବା ନେଇ ଫୋନ କଲ, ତନ୍ନ ତନ୍ନ କରି ଖୋଜୁଛନ୍ତି ସୁରକ୍ଷାବଳ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାରେ ବୋମା ଖଂଜା ଯାଇଥିବା ନେଇ ଫୋନ କଲ ଆସିବା ପରେ ଏଠାରେ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇଛି । ବୋମା ଚିହ୍ନଟ ଏବଂ ନିଷ୍କ୍ରିୟକାରୀ ଟିମ୍ ସଚିବାଳୟ ଓ ଏହାର ଆଖ ପାଖ ଅଂଚଳକୁ ତନ୍ନ ତନ୍ନ କରି ଖୋଜୁଛନ୍ତି । କଲ କେଉଁଠାରୁ ଆସିଥିଲା ତାହାର ମଧ୍ୟ ତଦନ୍ତ…

ଚୋକସିଙ୍କୁ ପ୍ରତ୍ୟର୍ପଣ ପାଇଁ ଭାରତ ପଠାଇଲା ଡକ୍ୟୁମେଂଟ,ପ୍ରାଇଭେଟ ଜେଟ

ନୂଆଦିଲ୍ଲୀ: ମେହୁଲ ଚୋକସି ଗୁରୁତର ଅପରାଧ କରିଛନ୍ତି ଏବଂ ତାଙ୍କୁ ପ୍ରତ୍ୟର୍ପଣ କରଯାଉ ବୋଲି ଭାରତ ସରକାର ଆଂଟିଗୁଆ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଏଥିପାଇଁ ଭାରତ ପ୍ରତ୍ୟର୍ପଣ ଡକ୍ୟୁମେଂଟ ଏବଂ ପ୍ରାଇଭେଟ ଜେଟ ମଧ୍ୟ ପଠାଇଛି । ଆଂଟିଗୁଆ ସରକାର ଏଥିପାଇଁ ଅନୁମତି ପ୍ରଦାନ କଲେ…