Latest Odisha News

BREAKING NEWS

Browsing Category

ଫିଚର

ଜୁନ୍ ପହିଲାରୁ ଖୋଲିବ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟ

ଭୂବନେଶ୍ବର : ଖରାଛୁଟି ପରେ ଖୋଲିବ କଲେଜ ଓ ବିଶ୍ବବିଦ୍ୟାଳୟ । କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଆସନ୍ତା ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟ ଖୋଲିବ । ରାଜ୍ୟ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ଏନେଇ ବିଶ୍ବବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର…

ଅଗଷ୍ଟ ୩୧ ଯାଏ କୋଭିଡ୍ ସାମଗ୍ରୀର ଆମଦାନୀ ଉପରେ ଲାଗିବନି ଜିଏସ୍‌ଟି

ନୂଆଦିଲ୍ଲୀ : ଜିଏସଟି ପରିଷଦରେ ନିଆଯାଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଦେଶରେ କରୋନା ମହାମାରୀ ବଢ଼ିବାରେ ଲାଗିଛି । ଏଥିପାଇଁ ବିଦେଶରୁ ଆମଦାନୀ ହେଉଥିବା କୋଭିଡ୍‌ ସମ୍ପର୍କିତ ସମସ୍ତ ସାମଗ୍ରୀକୁ ପୂର୍ବଭଳି ଜିଏସ୍‌ଟି ବାହାରେ ରଖାଯାଇଛି । ଆସନ୍ତା ଅଗଷ୍ଟ ୩୧ ଯାଏ କୋଭିଡ୍‌ ସାମଗ୍ରୀ…

ବାତ୍ୟା ‘ୟାସ୍’ର ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର : ବାତ୍ୟା 'ୟାସ୍‌'ର ପ୍ରାଥମିକ କ୍ଷୟକ୍ଷତି ଆକଳନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ବାତ୍ୟାର ପ୍ରଭାବ ୧୨ଟି ଜିଲ୍ଲା ଉପରେ ପଡ଼ିଛି । ସେଥିରୁ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ବୋଲି…

ବଲାଙ୍ଗିରରେ ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ

ବଲାଙ୍ଗିର : ବଲାଙ୍ଗର ପୁଇଁତଲା ଥାନା ଆଟଗାଁରେ ଅଭାବନୀୟ ଘଟଣା । ସାନ ଭାଇକୁ ହତ୍ୟା କରିଛି ବଡ଼ ଭାଇ । ମୃତକ ହେଲେ ସୁରୁବାବୁ କୁଅଁର । କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା । ଫଳରେ ଉତ୍ୟକ୍ତ ହୋଇ ବଡ଼ ଭାଇ ସୁବ୍ରତ କୁଅଁର ଏକ ଧାରୁଆ ଅସ୍ତ୍ରରେ ସାନଭାଇକୁ ଆକ୍ରମଣ କରିଥିଲା…

ରାଜ୍ୟର ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ଅନୁକମ୍ପା ରାଶି ପ୍ରଦାନ

ଭୁବନେଶ୍ବର : ରାଜ୍ୟର ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ଅନୁକମ୍ପା ରାଶି ପ୍ରଦାନ କରାଯାଇଛି । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଭିନ୍ନ ଭିନ୍ନ କାରଣ ପାଇଁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ସେଥିମଧ୍ୟରୁ କରୋନାରେ ମୃତ୍ୟୁ ପାଇଁ…

ଜନଶନ ଆଣ୍ଡ ଜନଶନର ସିଙ୍ଗଲ ଡୋଜ ଭ୍ୟାକ୍ସିନ ବ୍ୟବହାରକୁ ବ୍ରିଟେନରେ ଅନୁମତି

ଲଣ୍ଡନ: କରୋନା ମହାମାରୀ ବିପକ୍ଷରେ ବିଜୟ ହାସଲ କରିବା ପାଇଁ ସମସ୍ତ ଦେଶ ଉଦ୍ୟମ ଜାରୀ ରଖିଛନ୍ତି । ଏହା ମଧ୍ୟରେ ପ୍ରତିଷ୍ଠିତ କମ୍ପାନୀ ଜନଶନ ଆଣ୍ଡ ଜନଶନର ସିଙ୍ଗଲ ଡୋଜ ଭ୍ୟାକ୍ସିନକୁ ବ୍ରିଟେନରେ ଅନୁମତି ପ୍ରଦାନ କରାଯାଇଛି । ପୂର୍ବରୁ ଫାଇଜର, ଏଷ୍ଟ୍ରୋଜେନିକା ଓ ମୋଡର୍ଣ୍ଣା ଭ୍ୟାକ୍ସିନକୁ…

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୧୧ ହଜାର ୯୫୪ ଆକ୍ରାନ୍ତ

ଭୁବନେଶ୍ବର : କରୋନା ସଂକ୍ରମଣ ଭିତରେ ଆଶ୍ବସ୍ତି ହେଉଛି ରାଜ୍ୟ । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୧୧ ହଜାର ୯୫୪ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ…

କରୋନା ପାଇଁ କେଉଁ ଟ୍ରେନ୍ ହୋଇଛି ବାତିଲ, ଜାଣିବା ପାଇଁ ଦେଖନ୍ତୁ

ଭୁବନେଶ୍ବର : କରୋନା ସଂକ୍ରମଣକୁ ବେକ୍ ଦେବା ପାଇଁ ରେଳ ବିଭାଗର ନିଷ୍ପତ୍ତି । କୋଭିଡ ସଂକ୍ରମଣକୁ ରୋକିବା ପାଇଁ ଉଭୟ ଦିଗରୁ ଜୁନ୍ ୧୦ ତାରିଖ ପର୍ଯ୍ୟନ୍ତ ଟ୍ରେନ୍ ଚଳାଚଳ ବାତିଲ କରାଯାଇଛି । ସେହିପରି କିଛି ଟ୍ରେନକୁ ଆଂଶିକ ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛି ରେଳ ବିଭାଗ । ଜୁନ…

ବିଶ୍ୱର ସର୍ବୋଚ୍ଚ ଶିଖର ଚଢ଼ିବା ପାଇଁ ପ୍ରସ୍ତୁତ ଭାରତର ୩୦ ଯବାନ

ନୂଆଦିଲ୍ଲୀ: ଦୁନିଆର ସର୍ବୋଚ୍ଚ ଶିଖର ମାଂଉଟ ଏଭରେଷ୍ଟ (୮୮୪୮ମିଟର) ଉପରେ ଚଢ଼ିବା ପାଇଁ ଭାରତର ୩୦ ଯବାନ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି । ବିଭିନ୍ନ ସ୍ଥାନରୁ ୫୦ରୁ ଅଧିକ ପର୍ବତାରୋହୀ ଏଭରେଷ୍ଟ ଉପରେ ଚଢ଼ିବା ପାଇଁ ବେସ କ୍ୟାମ୍ପରେ ପଂହଚି ସାରିଛନ୍ତି । ଭାରତର ସିଏପିଏଫ, ସିଆରପିଏଫ,…

ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା ବୈଠକରେ ସାମିଲ ହେଲେନି ଦିଦି

କୋଲକାତା : ମମତା ବନାମ ମୋଦି । ବାତ୍ୟା ୟାସ୍‌ ପ୍ରଭାବରେ କ୍ଷୟକ୍ଷତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କଲେନି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ପ୍ରଧାନମନ୍ତ୍ରୀଙ୍କ ଦ୍ବାରା କଲାଇକୁଣ୍ଡାରେ ଡକାଯାଇଥିବା ସମୀକ୍ଷା ବୈଠକରେ ସାମିଲ ହେଲେନି ଦିଦି । ପ୍ରଧାନମନ୍ତ୍ରୀ ୩୦…