Latest Odisha News

BREAKING NEWS

Browsing Category

ଫିଚର

ୟସ୍ ନେବ ଅତି ଭୀଷଣ ବାତ୍ୟାର ରୂପ, ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଦେଇ ଗତି କରିବ

ଭୁବନେଶ୍ୱର: ଆସୁଛି ବାତ୍ୟା ୟସ୍ । ଆଜି ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆସନ୍ତା ୨୪ ତାରିଖରେ ଏହା ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ । ଏନଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟା ଅଧିକ ଘନୀଭୂତ ହୋଇ ଭେରି…

ଜେଲରେ ବ୍ୟାପୁଛି କରୋନା: ଓଡ଼ିଶାର ଏହି ଜେଲରୁ ୮୩ ପଜିଟିଭ୍

ବରଗଡ଼: ଜେଲରେ ବ୍ୟାପୁଛି କରୋନା । ଓଡ଼ିଶାର ଗୋଟିଏ ପରେ ଗୋଟିଏ ଜେଲରୁ କଏଦୀ ସଂକ୍ରମିତ ହେଉଛନ୍ତି । ବରଗଡ଼ ଜିଲ୍ଲା ପଦ୍ମପୁର ସବ୍-ଜେଲରେ ୮୩ ଜଣ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ପଦ୍ମପୁର ଏସଡିଏମଓ । ସଂକ୍ରମିତଙ୍କୁ ଆଇସୋଲେସନ୍ ଓ୍ୱାର୍ଡରେ ରଖି ଚିକିତ୍ସା…

ଆଉ ଜଣେ ମହାରଣା ଓ ଭୋଇ ସେବକ କରୋନା ପଜିଟିଭ୍

ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥ ନିର୍ମାଣ କାମ ଆଗେଇ ଚାଲିଥିବା ବେଳେ ଜଣଙ୍କ ପରେ ଜଣେ ସେବାୟତ କରୋନା ସଂକ୍ରମିତ ହେଉଛନ୍ତି । ପୁଣି ଜଣେ ମହାରଣା ଓ ଭୋଇ ସେବକ କରୋନା ପଜିଟିଭ୍ ବାହାରିଛନ୍ତି । ତେବେ ନୂଆ ସଂକ୍ରମିତ ସେବାୟତ ରଥ ନିର୍ମାଣ କରୁ ନଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।…

ବାହାଘରରେ ସାମିଲ ୯୫ ଜଣ କରୋନା ପଜିଟିଭ୍, ଆଖି ବୁଜିଲେ କନ୍ୟା ପିତା

ଜୟପୁର: କରୋନା କାଳରେ ବାହାଘର ଓ ଅସାବଧାନ ହେଲେ ପରିଣାମ ଭୟଙ୍କର ହେଉଛି । ବାହାଘର ଖୁସିକୁ ବେଳେବେଳେ ପାଣିଚିଆ କରି ଦେଉଛି ଘାତକ କରୋନା । କରୋନା ପଶି ଯାଉଛି । ବାହାଘରରେ ସାମିଲ ୯୫ ଜଣ ଦିନକରେ ସଂକ୍ରମିତ ହୋଇଛନ୍ତି । ରାଜସ୍ଥାନର ଝୁନଝୁନ ଜିଲ୍ଲା ଅନ୍ତର୍ଗତ ସିଆଲୁକାଲା ଗାଁରେ ବାହାଘରରେ…

କରୋନା ଦେଇଛି ଦାରୁଣ ଦୁଃଖ: ଗୋଟିଏ ଗାଁରୁ ୨୨ ମୃତ

ଲକ୍ଷ୍ନୌ: ଆଉ କେତେ ଦୁଃଖ ଦେବ କରୋନା । ଏପ୍ରଶ୍ନର ଉତ୍ତର କାହା ପାଖରେ ନାହିଁ । ଜୀବନ ପାଇଁ ଏବେ ଧାଁ ଦୌଡ଼ ଚାଲିଛି । କେଉଁଠି ଆଗପଛ ହୋଇ ବାପା-ମାଆ ଓ ପିଲା ଛୁଆ ଆରପାରିକୁ ଗଲେଣି ତ ଆଉ କେଉଁଠି ଗୋଟିଏ ଗୋଟିଏ ଗାଁରେ କରୋନା ମୃତ୍ୟୁର ତାଣ୍ଡବ ରଚୁଛି । ଉତ୍ତରପ୍ରଦେଶରୁ ଏଭଳି ଏକ ଘଟଣାକୁ…

ରାଜ୍ୟରୁ ୧୧ ହଜାର ୧୦୮ ସଂକ୍ରମିତ ଚିହ୍ନଟ, ଲୋକାଲ କେସ୍ ରହିଛି ୪୮୮୯

ଭୁବନେଶ୍ୱର: ଦିନକରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୧୧ ହଜାର ୧୦୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୨୧୯ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୮୮୯ଟି। https://twitter.com/IPR_Odisha/status/1395940265290985474?s=19 ଏନେଇ ଟ୍ବିଟ୍ କରି…

ଦେଶରେ ନୂଆ ଆକ୍ରାନ୍ତ କମ୍ ଓ ସୁସ୍ଥ ହେଉଛନ୍ତି ଅଧିକ, ୪୦୦୦ ଉପରେ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଲକ୍ଷ ତଳେ ରହିଛି । କିନ୍ତୁ ପ୍ରତିଦିନ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ୨୦ଲକ୍ଷ ୬୬ ହଜାର କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୫୭ହଜାର ୨୯୯…

ଆଜି ରାଜ୍ୟରୁ କରୋନା ନେଲା ଆଉ ୨୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୨୬ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ୧୧ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ…

ବାତ୍ୟା ମୁକାବିଲା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ହେଲେଣି ଓଡ଼ିଶା ସରକାର । ପ୍ରଶାସନିକସ୍ତରରେ ଘନ ଘନ ବୈଠକ ବସୁଛି । ଆଲ୍ରଟରେ ଉପକୂଳବର୍ତ୍ତୀ ଜିଲ୍ଲା । ଆଜି ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣରେ ସମୀକ୍ଷା ବୈଠକ ରହିଛି । ରାଜ୍ୟର…

ଆଜି ଜଣାପଡ଼ିବ ସମ୍ଭାବ୍ୟ ବାତ୍ୟା ‘ୟସ୍’ ଯିବ କୁଆଡ଼େ ?

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ ବଳୟ । ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ୨୪ ତାରିଖ ବେଳକୁ ଲଘୁଚାପ ସାଇକ୍ଲୋନ ବା ବାତ୍ୟାର ରୂପ ନେବ । ବାତ୍ୟାର ନାଁ ରହିବ ୟସ ।…