Latest Odisha News

BREAKING NEWS

Browsing Category

ଫିଚର

ପାଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଫରେଷ୍ଟ ଗାର୍ଡ ମୃତ

ବଲାଙ୍ଗିର: ରାତିରେ ପାଟ୍ରୋଲିଂ ବେଳେ ଗୁଳି ଚଳାଇଲେ ଅଜଣା ଦୁର୍ବୃତ୍ତ । ଏଥିରେ ଜଣେ ଫରେଷ୍ଟର ଗାର୍ଡଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲା ସଇଁତଲା ରେଞ୍ଜ ଅନ୍ତର୍ଗତ ରେଙ୍ଗାଳିବାହାଲ ଅଞ୍ଚଳରେ ଏହି ଘଟଣା ଘଟିଛି । ମୃତ ଫରେଷ୍ଟର ହେଲେ ଜୁଗେଶ୍ୱର ବୁଡ଼େକ। । ଗତକାଲି ରାତିରେ କରମତଲା…

ପଇଡ଼ ବୋଝେଇ ଟ୍ରକରୁ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଜଣ ଗିରଫ

କୋରାପୁଟ: ଗଞ୍ଜେଇ ଚୋରା ଚାଲାଣ ପାଇଁ କେତେ କଣ ଫନ୍ଦି । ପଇଡ଼ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ । କୋରାପୁଟ ଜିଲ୍ଲା ପାଡୁଆରୁ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ନନ୍ଦପୁର ଥାନା ପୋଲିସ । ଏହି ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି । ବ୍ଲକ ଛକରେ ଚେକିଂ ବେଳେ ପଇଡ଼ ବୋଝେଇ…

ନିୟମଗିରିର ଦୁଇଟି ସ୍ଥାନରେ ୯୮ ଜଣ ଡଙ୍ଗରିଆ ମହିଳା ପୁରୁଷଙ୍କ ହେଲା ସ୍ୱାବ ଟେଷ୍ଟ

କଲ୍ୟାଣସିଂହପୁର : ଶେଷରେ ସ୍ୱାବ୍ ଟେଷ୍ଟ ପାଇଁ ରାଜି ହେଲେ ରାୟଗଡା କଲ୍ୟାଣସିଂହପୁର ନିୟମଗିରିର ଅଞ୍ଚଳରେ ଡଙ୍ଗରିଆକନ୍ଧମାନେ । ଆଜି ସ୍ଥାପନୀୟ ବିଡିଓ କାଳୁଚରଣ ନାୟକଙ୍କ ଉପସ୍ଥିତିରେ ନିୟମଗିରିର ସୁନାଖଣ୍ଡି ପଞ୍ଚାୟତର ଦୁଇଟି ଗାଁ କାଡ୍ରାକା ବଣ୍ଡେଲି ଓ ପାରାମାଳି ଗାଁର ମୋଟ ୯୮ ଜଣ…

ସମ୍ଭାବ୍ୟ ବାତ୍ୟା ‘ୟସ୍’ ପାଇଁ ୭୪ଟି ଟ୍ରେନ୍ ବାତିଲ୍ କଲା ପୂର୍ବତଟ ରେଳପଥ

ଭୁବନେଶ୍ୱର: ବଙ୍ଗୋପସାଗରରେ ବାତ୍ୟା ଆସୁଛି । ୨୬ରେ ଛୁଇଁପାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ । ସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଭାଗର ଏଭଳି ଆକଳନ ପରେ ପଦକ୍ଷେପ ନେଇଛି ପୂର୍ବତଟ ରେଳପଥ । ବାତ୍ୟାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ମୋଟ ୭୪ଟି ଟ୍ରେନକୁ ବାତିଲ୍ କରାଯାଇଛି । ଏହି…

ଡିଆରଡିଓର ଆଉ ଏକ ସଫଳତା, ଆଂଟିବଡି ପରୀକ୍ଷା ପାଇଁ ପ୍ରସ୍ତୁତ କଲା କିଟ

ନୂଆଦିଲ୍ଲୀ: ଡିଆରଡିଓକୁ ଶୁକ୍ରବାର ଆଉ ଏକ ବଡ ସଫଳତା ହାସଲ କରିଛି । ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହରୀ ତାଣ୍ଡବ ରଚୁଥିବା ବେଳେ ଏହି କିଟ ବେଶ୍ କାର୍ଯ୍ୟକାରୀ ସାବ୍ୟସ୍ତ ହେବ ବୋଲି ଆଶା କରାଯାଉଛି । ଏହି କିଟର ନାମ ଡିପକୋଭନ ଏବଂ ଏହା ଜୁନରେ ମାର୍କେଟରେ ଉପଲବ୍ଧ ହେବ । ଅଳ୍ପ ସମୟ…

AIIMS ଡାକ୍ତରଙ୍କ ଦାବି, ବ୍ଲାକ୍ ଫଙ୍ଗସ୍ ପାଇଁ ଦାୟୀ ଇଣ୍ଡଷ୍ଟ୍ରିଆଲ୍ ଅମ୍ଲଜାନ୍

ନୂଆଦିଲ୍ଲୀ: କରୋନା ସଂକଟ ଭିତରେ ଦେଶରେ ଆଉ ଏକ ନୂଆ ବିପଦ ବ୍ଲାକ୍ ଫଙ୍ଗସ ବାଇ ମ୍ୟୁକରମାଇକୋସିସ୍ ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । କିଛି ରାଜ୍ୟ ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କରିଥିବା ବେଳେ ଆଉ କିଛି ରାଜ୍ୟ ନୋଟିଫାଏଡ୍ ଡିଜିଜି ଅନ୍ତର୍ଭୁକ୍ତ କରିଛନ୍ତି । ତେବେ କାହିଁକି ବ୍ୟାପୁଛି…

ସିଜଫାୟର ନେଇ ରାଜି ହେଲେ ଇସ୍ରାଏଲ-ହମାସ, ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ୱାଗତ

ତେଲ ଅଭିଭ: ୧୨ ଦିନ ପରେ ଇସ୍ରାଏଲ ଏବଂ ହମାସ ସିଜଫାୟାର ପାଇଁ ରାଜି ହୋଇଛନ୍ତି । ମିଳିତ ଜାତିସଂଘ ସମେତ ଅନେକ ଦେଶ ଏହି ପଦକ୍ଷେପକୁ ପ୍ରଶଂସା କରିଛନ୍ତି । ଆମେରିକା ଚାପ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାନେହୁ ସାମରିକ କାର୍ଯ୍ୟକୁ ବନ୍ଦ କରିବା ପାଇଁ କହିଥିଲେ । ଆମ ଉପରେ…

ଶନିବାର ଏହି ୨ ଜିଲ୍ଲାରେ ବନ୍ଦ ରହିବ କୋଭିଡ୍ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ଟିକାକରଣ ଜାରି ରହିଛି । ଆଜି ରାଜ୍ୟର ୩୯୪ଟି କେନ୍ଦ୍ରରେ ୪୯ ହଜାର ୫୫୦ ଡୋଜ୍ ଟିକା ଦିଆଯାଇଛି । ଏଥିସହ ରାଜ୍ୟରେ ମୋଟ ୬୯ ଲକ୍ଷ ୧୯ ହଜାର ୯୮୬ ଡୋଜ୍ ଟିକାକରଣ ହୋଇଛି । ଅନ୍ୟପଟେ ଆସନ୍ତାକାଲି ରାଜ୍ୟର ୨ଗୋଟି ଜିଲ୍ଲା କେନ୍ଦୁଝର ଓ ସୋନପୁରରେ ଟିକାକରଣ ହେବ ନାହିଁ ।…

ଟୁଲକିଟ ମାମଲା: ମେନିପ୍ୟୁଲେଟଡ ଟ୍ୟାଗ ହଟାଇବାକୁ ଟ୍ୱିଟରକୁ କହିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଟୁଲକିଟ ମାମଲାରେ ଟ୍ୱିଟରର ପଦକ୍ଷେପ ନେଇ କେନ୍ଦ୍ର ସରକାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଘଟଣାର ତଦନ୍ତ ଚାଲିଥିବା ବେଳେ ବିଜେପି ନେତାଙ୍କ ଟ୍ୱିଟକୁ ଟ୍ୱିଟର ମେନିପ୍ୟୁଲେଟଡ ମିଡିଆ ଭାବେ ବ୍ୟବହାର କରିଛି । ଯାହାକୁ ତୁରନ୍ତ ହଟାଇବା ପାଇଁ ସରକାର ଟ୍ୱିଟରକୁ କହିଛନ୍ତି । ତଦନ୍ତ…

ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମେଡିକାଲ୍ କଲେଜ ପରିସରରେ କୋଭିଡ୍ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଉଦଘାଟନ କରିଛନ୍ତି । ଏହି ହସ୍ପିଟାଲରେ ୧୫୦ ଶଯ୍ୟା ରହିଛି । ଏହି ହସ୍ପିଟାଲକୁ ଭୁବନେଶ୍ୱରର ସମ୍ ହସ୍ପିଟାଲ୍ ପରିଚାଳନା କରିବ । ହସ୍ପିଟାଲରେ ୯୦ଟି ସାଧାରଣ…