Latest Odisha News

BREAKING NEWS

Browsing Category

ଫିଚର

ସମ୍ଭାବ୍ୟ ବାତ୍ୟା ନେଇ ହାଇଆଲର୍ଟରେ ଉପକୂଳ ଜିଲ୍ଲା, ଅଚଳ ଟିୱେଲ୍ ମରାମତି ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ବିଭିନ୍ନ ବିଭାଗ ସହ କଥା ହୋଇଛନ୍ତି । ପାଣିପାଗ ବିଭାଗର ଆକଳନ ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଏକ ସାଇକ୍ଲୋନ୍ ସୃଷ୍ଟି ହୋଇପାରେ । ୩ରୁ ୪ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଆସିବାର…

କୋଭିଡ୍ ଟିକା ପାଇଁ ଗ୍ଲୋବାଲ୍ ଟେଣ୍ଡର ସର୍ତ୍ତାବଳୀରେ ସଂଶୋଧନକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । କୋଭିଡ୍ ଟିକା କିଣିବା ପାଇଁ ଗ୍ଲୋବାଲ ଟେଣ୍ଡର ପ୍ରସ୍ତାବର ସର୍ତ୍ତାବଳୀକୁ ଅନୁମୋଦନ ଦିଆଯାଇଛି । ୧୯ ତାରିଖରେ ଭ୍ୟାକ୍ସିନ୍ ଉତ୍ପାଦନକାରୀ…

ଲାଲଗଡ ମାଟିରେ ପାଦ ଥାପିଲା ସ୍ୱାସ୍ଥ୍ୟ ବିଭାଗ

ମାଲକାନଗିରି: ବର୍ତ୍ତମାନର ସ୍ଥିତି କାହାକୁ ବି ଅଜଣା ନାହିଁ । କରୋନା ପାଇଁ ଚାରିଆଡେ ଲୋକେ ଜୀବନ ସହ ସଂଘର୍ଷ କରୁଛନ୍ତି । ଏପରି ସ୍ଥିତିରେ ସବୁଠୁ ପ୍ରମୁଖ ଭୂମିକା ତୁଲାଉଛନ୍ତି ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ । କଥାରେ ଅଛି କଲିକତାରେ ରାତି ନାହିଁ । ଠିକ୍ ସେମିତି ସ୍ୱାସ୍ଥ୍ୟ ବିଭାଗକୁ ବି…

ଆଜି ବି ୧୧ ଶହ ପାର୍, ରାଜଧାନୀରୁ ଆଉ ୧୧୮୬ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ୧୧ ଶହ ଉପରେ ରହୁଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜଧାନୀରୁ ୧୧୮୬ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୪୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୪୪ଟି ସ୍ଥାନୀୟ ସଂକ୍ରମଣ ମାମଲା ଆସିଛି ।…

ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୧ ଜିଲ୍ଲାରେ ବର୍ଷା, ୨୬ ସକାଳେ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ସୁଦ୍ଧା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇପାରେ । ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର…

କରୋନା ରଚୁଛି ତାଣ୍ଡବ; ଦିନକରେ ୪୨ ଶହ ସଂକ୍ରମିତ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଶୁକ୍ରବାର ଦିନ ଆଉ ୨ ଲକ୍ଷ ୫୯ ହଜାର ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ୪୨ ଶହ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ୨,୬୦,୩୧,୯୯୧କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର…

ରାଜ୍ୟରେ ୧୨ ହଜାର ପାର୍ କଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୫୨୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୦୧୨ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୫୧୧ଟି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ଭାରତୀୟ ବାୟୁସେନାର ମିଗ୍ -୨୧ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ପଞ୍ଜାବର ମୋଗା ସ୍ଥିତ ବାଘାପୁରାନା ଗାଁ ଲଙ୍ଗିୟାନା ଖୁର୍ଦ ନିକଟରେ ଗତକାଲି ବିଳମ୍ବିତ ରାତିରେ ଭାରତୀୟ ବାୟୁସେନା ମିଗ୍-୨୧ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ବାୟୁସେନା ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଏହି ବିମାନଟି କ୍ରାସ୍ ବେଳେ ସେଥିରୁ ପାଇଲଟ୍…

ଶୁକ୍ରବାର ୪ ଜିଲ୍ଲାରେ ବନ୍ଦ ରହିବ କୋଭିଡ୍ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ କରୋନା ଟିକାକରଣ ଜାରି ରହିଛି । ଆଜି ୪୬୩ଟି କେନ୍ଦ୍ରରେ ୫୮ ହଜାର ୨୦୮ ଜଣଙ୍କୁ କୋଭିଡ୍ ଟିକା ଦିଆଯାଇଛି । ଏଯାବତ୍ ରାଜ୍ୟରେ ୬୮ ଲକ୍ଷ ୭୦ ହଜାର ୩୨୬ ଡୋଜ୍ ଟିକା ଦିଆଯାଇଛି । ୩ ଲକ୍ଷ ୨୮ ହଜାର ୧୦୯ ଜଣ ସ୍ୱାସ୍ଥ୍ୟକର୍ମୀ ପ୍ରଥମ ଡୋଜ୍ ଟିକା ନେଇଥିବା ବେଳେ ୨ ଲକ୍ଷ ୭୬…

ଝାରପଡ଼ା ଜେଲରେ କଏଦୀ ଓ କର୍ମଚାରୀଙ୍କୁ ମିଶାଇ ୯୬ ଜଣଙ୍କୁ କରୋନା

ଭୁବନେଶ୍ୱର: ଜେଲରେ ବ୍ୟାପୁଛି କରୋନା । ଝାରପଡ଼ା ସ୍ୱତନ୍ତ୍ର ଜେଲରେ କଏଦୀ ଓ କର୍ମଚାରୀଙ୍କୁ ମିଶାଇ ୯୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଝାରପଡ଼େ ଜେଲରେ ୧୯୫ ଜଣ ଅନ୍ତେବାସୀ ଓ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ ହୋଇଥିଲା । ସେଥିମଧ୍ୟରୁ ୯୬ ଜଣ କରୋନା ସଂକ୍ରମିତ ଥିବା…