Latest Odisha News

BREAKING NEWS

Browsing Category

ଫିଚର

ସମ୍ଭାବ୍ୟ ବାତ୍ୟା ନେଇ ସମସ୍ତ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ସାଗରରେ ଆସନ୍ତା ୨୨ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇପାରେ । ଏହା କ୍ରମଶଃ ଘନୀଭୂତ ହୋଇ ୨୪ ତାରିଖ ବେଳକୁ ବାତ୍ୟାର ରୂପ ନେବାର ଆଶଙ୍କା କରିଛି ପାଣିପାଗ ବିଭାଗ । ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୬ ତାରିଖ…

ଆସୁଛି ବାତ୍ୟା “ୟଶ”, ପ୍ରସ୍ତୁତ ଜଗତସିଂହପୁର ପ୍ରଶାସନ

ଜଗତସିଂହପୁର: ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଆସୁଛି ବାତ୍ୟା “ୟଶ୍‌” । ଏହି ବାତ୍ୟା ଆମ୍ଫାନ୍ ସହ ସମକକ୍ଷ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିପାଇଁ ଆଜିଠୁ ସାଧାରଣ ଜନତାଙ୍କ ସମେତ ମତ୍ସ୍ୟଜୀବୀଙ୍କୁ ସଚେତନ କରିଛି ଜଗତସିଂହପୁର ଜିଲ୍ଲା ପ୍ରଶାସନ । ଜଗତସିଂହପୁରରେ…

ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ପ୍ରବାହ ବେଳେ ମ୍ୟୁକରମାଇକୋସିସ୍ ବା ବ୍ଲାକ୍ ଫଙ୍ଗସ୍ ନୂଆ ବିପଦ ଭାବେ ଛିଡ଼ା ହୋଇଛି । ଏହାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ମହାମାରୀ ରୋଗ ଅଧିନିୟମ-୧୮୯୭ ଅନୁସାରେ ବ୍ଲାକ ଫଙ୍ଗସକୁ ଅନ୍ତର୍ଭୁକ୍ତ…

ରାଉରକେଲା ସୁପର ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଂଟିଲଟର ଆଇସିୟୁ ବେଡ୍ ଲୋକାର୍ପିତ

ରାଉରକେଲା: ଆଜି ଭର୍ଚୁଆଲ ମୋଡରେ ଇସ୍ପାତ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ୍ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଂଟିଲେଟର ସହ ଆଇସିୟୁ ବେଡର ଲୋକାର୍ପଣ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଶ୍ରୀ ପ୍ରଧାନ ଇସ୍ପାତ ସୁପର ସ୍ପେଶିଆଲିଟି ହସ୍ପିଟାଲରେ…

ଭଦ୍ରକ ହସ୍ପିଟାଲ୍ କୋଭିଡ୍ ୱାର୍ଡରେ ଅଗ୍ନିକାଣ୍ଡ

ଭଦ୍ରକ: ଜିଲ୍ଲା ମୁଖ୍ୟ ଡାକ୍ତରଖାନା ପରିସର କୋଭିଡ୍ ୱାର୍ଡରେ ଅଗ୍ନିକାଣ୍ଡ । ଭଦ୍ରକ ଡାକ୍ତରଖାନା ପରିସରରେ ଥିବା କୋଭିଡ ୱାର୍ଡର ଡିଜି ରୁମରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି । ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବାବେଳେ ଡିଜି ରୁମରେ ସାମାନ୍ୟ କ୍ଷୟକ୍ଷତି ହୋଇଛି । ଅଗ୍ନିକାଣ୍ଡ…

ପୁଣି ଏକ ଦୁଃଖଦ ଖବର, କରୋନାରେ ଆଖି ବୁଜିଲେ ପଦ୍ମଭୂଷଣ ରଘୁନାଥ ମହାପାତ୍ରଙ୍କର ବଡ ପୁଅ ଯଶୋବନ୍ତ

ଭୁବନେଶ୍ୱର : ବିଶିଷ୍ଟ ସ୍ଥପତି ତଥା ସାଂସଦ ପଦ୍ମଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଆଜି ମୃତ୍ୟୁ ହୋଇଛି । ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଜି ସମ୍ କୋଭିଡ୍ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ବାପା ରଘୁନାଥ ମହାପାତ୍ରଙ୍କ…

ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ହତ୍ୟା

ଭବାନୀପାଟଣା: ରାତିରେ ଘର ଆଗରେ ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ହତ୍ୟା ଅଭିଯୋଗ । ଧାରୁଆ ଅସ୍ତ୍ରରେ ଗଣ୍ଡିରୁ ମୁଣ୍ଡକୁ କେହି ଦୁର୍ବୃତ୍ତ ଅଲଗା କରି ବୀଭତ୍ସ ହତ୍ୟା କରିଛି । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ସିମିଲିଭଟ୍ଟା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ…

ଶ୍ରୀଲଙ୍କା ଗସ୍ତରେ ଟିମ୍ ଇଣ୍ଡିଆ ମୁଖ୍ୟ କୋଚ୍ ରାହୁଲ ଦ୍ରାବିଡ୍ !

ନୂଆଦିଲ୍ଲୀ: ଆସନ୍ତା ଜୁଲାଇ ମାସରେ ଶ୍ରୀଲଙ୍କା ଗସ୍ତରେ ଟିମ୍ ଇଣ୍ଡିଆ । କିନ୍ତୁ ଏହି ସିରିଜରେ କୋଚ୍ ଭାବରେ ଦଳରେ ସାମିଲ ହେବେ ନାହିଁ ରବି ଶାସ୍ତ୍ରୀ । ତାଙ୍କ ସ୍ଥାନରେ ମୁଖ୍ୟ କୋଚ୍ ଭାବରେ ପୂର୍ବତନ ଅଧିନାୟକ ତଥା ନ୍ୟାସନାଲ୍ କ୍ରିକେଟ ଏକାଡେମୀ ମୁଖ୍ୟ ରାହୁଲ ଦ୍ରାବିଡ ଦଳ ସହ ଶ୍ରୀଲଙ୍କା…

ବାତ୍ୟା ଆଶ୍ରୟସ୍ଥଳୀରେ ସ୍ଥିତି ପରଖିଲେ ଭଦ୍ରକ ଜିଲ୍ଲାପାଳ

ଭଦ୍ରକ: ବାତ୍ୟା ୟଶ ଆସୁଛି । ସଜାଗ ରହିବା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏହାପରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ଭଦ୍ରକ ଜିଲ୍ଲାପାଳ ଡକ୍ତର ଜ୍ଞାନ ଦାସ ବାସୁଦେବପୁର ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟ ସ୍ଥଳୀ ପରିଦର୍ଶନ…

ରଥ ନିର୍ମାଣରେ ନିୟୋଜିତ ୮ ସେବାୟତ ପଜିଟିଭ୍

ପୁରୀ: ମହପ୍ରଭୁଙ୍କ ରଥ ନିର୍ମାଣରେ ନିୟୋଜିତ ମହାରଣା ଓ ଭୋଇ ସେବାୟତଙ୍କ ମଧ୍ୟରୁ ୮ ଜଣ ଆଜି କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩ ଜଣ ମହାରଣା ରହିଥିବା ବେଳେ ୫ ଜଣ ଭୋଇ ସେବାୟତ ଅଛନ୍ତି ଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମୋଟ୍ ୮୯ ଜଣଙ୍କୁ ସଙ୍ଗରୋଧରେ…