Latest Odisha News

BREAKING NEWS

Browsing Category

ଫିଚର

୨୦ ବର୍ଷ ପରେ ତେଲୁଗୁ ଫିଲ୍ମରେ ଅଭିନୟ କରିବେ ଶିଳ୍ପା !

ମୁମ୍ବାଇ: ଦୀର୍ଘ ୨୦ ବର୍ଷ ପରେ ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ତେଲୁଗୁ ଫିଲ୍ମରେ ଅଭିନୟ କରିବାକୁ ଯାଉଛନ୍ତି । ତ୍ରିବିକ୍ରମ ଶ୍ରୀନିବାସନଙ୍କ ଦ୍ୱାରା ନିର୍ଦ୍ଦେଶିତ ଏସଏସଏମବି୨୮ରେ ତାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଅଫର କରାଯାଇଛି । ଏଥିରେ ସେ ଦକ୍ଷିଣ ଭାରତର…

ସୁସ୍ଥ ହେଉଛନ୍ତି ପ୍ରଦୀପ୍ତ ନାଏକ, କଥା କହିବା ଆରମ୍ଭ କଲେଣି

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସୁଛି । ଏବେ ସେ ଧୀରେ ଧୀରେ କଥା କହିବା ଆରମ୍ଭ କଲେଣି । ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସର ସୁପରିଟେଣ୍ଡେଣ୍ଟ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି । କରୋନା ସଂକ୍ରମିତ ହେବା ପରେ ଭୁବନେଶ୍ୱର ଏମ୍ସରେ…

ଗଲୱାନ ଘାଟି ଉପରେ ପୁଣି ଆଖି ପକାଇଲାଣି ଚୀନ, ନିଜ ସୀମାରେ ବଙ୍କର ତିଆରି କରୁଛି

ବେଜିଂ: ପ୍ରାୟ୧ ବର୍ଷ ପରେ ଚୀନ ପୁନର୍ବାର ଗଲୱାନ ଘାଟି ଉପରେ ଆଖି ପକାଇଛି । ରିପୋର୍ଟ ମୁତାବକ ଚୀନ ତାର ସୀମା ନିକଟରେ ସେନାଙ୍କ ସୁରକ୍ଷା ପାଇଁ ବଙ୍କର ପ୍ରସ୍ତୁତି କରୁଛି । କରୋନା ସଂକ୍ରମଣର ଦ୍ୱିତୀୟ ଲହରୀ ଭାରତରେ ତାଣ୍ଡବ ରଚୁଥିବା ବେଳେ ଡ୍ରାଗନ ଏହାର ଫାଇଦା ଉଠାଇବା ଲକ୍ଷ୍ୟରେ ରହିଛି…

ତାଉ’ତେ ଗଲା, ଆସିବ ୟଶ୍: ଆଉ ଏକ ବାତ୍ୟା ଆଶଙ୍କା, ବଙ୍ଗୋପସାଗର ଉପକୂଳରେ ଲ୍ୟାଣ୍ଡଫଲ୍ !

ନୂଆଦିଲ୍ଲୀ: ଗୋଟିଏ ଗଲା, ଆଉ ଗୋଟିଏ ଆସୁଛି । ଆରବ ସାଗର ପରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହା ଧୀରେ ଧୀରେ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ବର୍ତ୍ତମାନର ମଡେଲକୁ ଦେଖି ବିଭିନ୍ନ ପାଣିପାଗ ସଂସ୍ଥା ବାତ୍ୟା ପୂର୍ବନୁମାନ କରୁଛନ୍ତି । ବର୍ତ୍ତମାନ ସମୁଦ୍ର ଭିତରେ…

ବିଶ୍ୱ ଜନ ସଂଖ୍ୟା ତୁଳନାରେ ୬ଗୁଣ ଅଧିକ ପକ୍ଷୀ ବାସ କରୁଛନ୍ତି !

ନୂଆଦିଲ୍ଲୀ: ବିଶ୍ୱ ଜନସଂଖ୍ୟାର ୬ଗୁଣା ଅଧିକ ପକ୍ଷୀ ବାସ କରୁଛନ୍ତି । ପାଖାପାଖି ବିଭିନ୍ନ ପ୍ରଜାତିର ୫୦୦୦ କୋଟି ପକ୍ଷୀ ଏହି ଧରାପୃଷ୍ଠରେ ବାସ କରୁଛନ୍ତି । ନ୍ୟୁ ସାଉଥ ୱେଲ୍ସ ୟୁନିଭରସିଟିର ବୈଜ୍ଞାନିକମାନଙ୍କ ଦ୍ୱାରା କରାଯାଇଥିବା ସର୍ଭେରେ ଏହି ତଥ୍ୟ ସମ୍ମୁଖକୁ ଆସିଛି । ତେବେ…

ରୁଷିଆ-ଚୀନ ମଧ୍ୟରେ ସବୁଠାରୁ ବଡ ପରମାଣୁ ଚୁକ୍ତି

ବେଜିଂ: ରୁଷିଆ ଏବଂ ଚୀନ ମଧ୍ୟରେ ସମ୍ପର୍କ ନୀବିଡ ହେବାରେ ଲାଗିଛି । ଉଭୟ ଦେଶ ମଧ୍ୟରେ ସବୁଠାରୁ ବଡ ପରମାଣୁ ଚୁକ୍ତି ଏହାର ଜ୍ୱଳନ୍ତ ଉଦାହରଣ । ଆମେରିକା ଏବଂ ୟୁରୋପୀୟ ୟୁନିୟନ ସହ ଭାରତର ସମ୍ପର୍କ ବୃଦ୍ଧି ପାଉଥିବା ବେଳେ ରୁଷିଆ ଚୀନର ନିକଟତର ହେଉଛି । ଉଭୟ ଦେଶର କମ୍ପାନୀ ମିଳିତ ଭାବେ…

ଦେଶରେ କରୋନା ମୃତ୍ୟୁରେ ସର୍ବକାଳୀନ ରେକର୍ଡ, ୨୪ ଘଣ୍ଟାରେ ୪ ହଜାର ୫୨୯ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ମାମଲା ୪ ଲକ୍ଷରୁ ଖସି ଏବେ ୩ ଲକ୍ଷ ତଳେ ରହିଛି । ସଂକ୍ରମଣ ଯେଉଁ ହାରରେ ହ୍ରାସ୍ ପାଇଛି ସେହି ହାରରେ ମୃତ୍ୟୁଦର ଖସୁନି । ଗତ ୨୪ ଘଣ୍ଟାରେ ଦେଶରେ ୪ ହଜାର ୫୨୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଦୈନିକ ମୃତ୍ୟୁରେ ଏହା ପୂର୍ବର ସମସ୍ତ ରେକର୍ଡକୁ…

କରୋନାରେ ସ୍ଥପତି ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତଙ୍କ ଏମ୍ସରେ ଦେହାନ୍ତ

ଭୁବନେଶ୍ୱର: ବାପାଙ୍କ ପରେ ଚାଲିଗଲା ପୁଅ । ସ୍ଥପତି ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ଏନେଇ ଏମ୍ସ ସୁପରିଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତି…

ଓଡ଼ିଶାର ୧୪ ଜିଲ୍ଲାରୁ କରୋନା ନେଲା ଆଉ ୨୧ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୨୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୧୪ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ…

ରେମଡେସିଭିର କଳାବଜାରୀ ବେଳେ ଆସିଣ୍ଟାଣ୍ଟ ବ୍ୟାଙ୍କ ମ୍ୟାନେଜର ଗିରଫ

ଲକ୍ଷ୍ନୌ: କରୋନା ସଂକଟ କାଳରେ ଅକ୍ସିଜେନ୍, ରେମଡେସିଭିର ଭଳି ଇଞ୍ଜେକ୍ସନର ଚାହିଦା ବଢ଼ିଛି । ପ୍ରିୟ ପରିଜନଙ୍କୁ ବଞ୍ଚାଇବା ଲାଗି ଲୋକେ ଔଷଧ ଖୋଜୁଥିବା ଫାଇଦା ନେଉଛନ୍ତି ଠକ । ଲକ୍ଷ୍ନୌରେ ରେମଡେସିଭିର କଳାବଜାରୀ କରୁଥିବା ବ୍ୟାଙ୍କ ଅଫ୍ ବରୋଦାରେ ଆସିଣ୍ଟାଣ୍ଟ ମ୍ୟାନେଜରଙ୍କୁ ଗିରଫ…